ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Puri Jagannath Temple

ଆସନ୍ତାକାଲି ଠାରୁ ଆରମ୍ଭ ହେବ…

ପୁରୀ: ଆସନ୍ତାକାଲି ଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାର୍ଯ୍ୟ । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ  ଏ ନେଇ ସୂଚନା ଦେଇଛନ୍ତି। ଏଏସଆଇକୁ ଏନଓସି ଦେଇଛି ଶ୍ରୀମନ୍ଦିର ପ୍ରଶାସନ । ସକାଳ ୬ଟାରୁ ରାତି ୧୦ଟା ମଧ୍ୟରେ ମରାମତି କାର୍ଯ୍ୟ କରିପାରିବେ । ମରାମତି କାର୍ଯ୍ୟକୁ ଟେକ୍ନିକାଲ…

ଆସନ୍ତାକାଲି ଠାରୁ ପୁରୀ ଜଗମୋହନ ଓ…

କଟକ: ଶ୍ରୀମନ୍ଦିର ଜଗମୋହନ ଓ ନାଟମଣ୍ଡପ ମରାମତି ମାମଲା। ଆସନ୍ତାକାଲି ଠାରୁ ମରାମତି କାର୍ଯ୍ୟ ଆରମ୍ଭ କରିବାକୁ ଏଏସଆଇକୁ ନିର୍ଦ୍ଦେଶ ଦେଇଛି ହାଇକୋର୍ଟ। ମନ୍ଦିର ପ୍ରଶାସନ ସମସ୍ତ ପ୍ରକାର ସହଯୋଗ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଆମିକସକ୍ୟୁରୀ ପ୍ରତି ୧୫ ଦିନ ମଧ୍ୟରେ କାର୍ଯ୍ୟର ଅଗ୍ରଗତି…

ଜାନୁଆରୀ ୧୭ରେ ବହୁ ପ୍ରତୀକ୍ଷିତ…

ପୁରୀ: ଐତିହ୍ୟର ସହର ପୁରୀର ବିକାଶ ଯୋଡିହେବ ଆଉ ଏକ ନୂଆ ଅଧ୍ୟାୟ। ୨୦୨୪ ଜାନୁଆରୀ ୧୭ ତାରିଖରେ ପ୍ରତିଷ୍ଠା ହେବ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଶ୍ରଦ୍ଧାଳୁଙ୍କ ଉଦ୍ଦେଶ୍ୟରେ ଏହାକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ଭବ୍ୟ ପ୍ରତିଷ୍ଠା ଉତ୍ସବ ଆୟୋଜନ କରାଯାଉଛି ।…

ଶ୍ରୀଜିଉଙ୍କୁ ଦର୍ଶନ କଲେ ଓଡ଼ିଶାର…

ପୁରୀ: ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ । ଆଜି ଭୋରରୁ ପୁରୀରେ ପହଞ୍ଚିବା ପରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତିି। ମନ୍ଦିରରେ ପ୍ରାୟ ୧ଘଣ୍ଟା ପୂଜାର୍ଚ୍ଚନା କରି ପୁଣି ପୁରୀ ରାଜଭବନ ଅଭିମୁଖେ ଯିବେ। ସେଠାରୁ ୧୨ଟା ୧୫ରେ ଭୁବନେଶ୍ବରସ୍ଥିତ ରାଜଭବନ ଅଭିମୁଖେ…

ପୁରୀରେ ପହଞ୍ଚିଲେ ଓଡ଼ିଶାର ନବନିଯୁକ୍ତ…

ଭୁବନେଶ୍ବର: ପୁରୀରେ ପହଞ୍ଚିଛନ୍ତି ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ। ପୁରୁଷୋତ୍ତମ ଏକ୍ସପ୍ରେସରେ ଆସି ଭୋରରେ ପୁରୀରେ ପହଞ୍ଚିଛନ୍ତି। ଆସନ୍ତା ୩୧ ତାରିଖରେ (ମଙ୍ଗଳବାର) ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ। ଏଥିପାଇଁ ଓଡ଼ିଶା ରାଜଭବନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି।…

ଦଶହରାରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ…

ପୁରୀ: ଆଜି ପବିତ୍ର ଦଶହରା । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁ ସୁନାବେଶ ବା ରାଜରାଜଶ୍ୱେର ବେଶରେ ସଜ୍ଜିତ ହେବେ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ ଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ଅନୁଷ୍ଠିତ ହେବ ସୁନାବେଶ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଏହି ମହାର୍ଘ…

ପୁରୀ ଯାଇ ବିଭିନ୍ନ ପ୍ରକଳ୍ପର ସମୀକ୍ଷା…

ପୁରୀ: ପୁରୀ ଗସ୍ତରେ ଯାଇ ଐତିହ୍ୟ ସହରର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପଗୁଡିକର ସମୀକ୍ଷା କରିଛନ୍ତି ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ । ପୁରୀରେ ପହଞ୍ଚିବା ପରେ ସେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସମୀକ୍ଷା କରିଥିଲେ । ଶ୍ରୀମନ୍ଦିର ଚତୁର୍ପାଶ୍ୱ ସମେତ, ଦୋଳବେଦୀ କୋଣ,…

ସେବା ନିବୃତ ଜଣେ ସିଂହାରୀ ସେବାୟତକୁ ନେଇ…

ପୁରୀ: ସେବା ନିବୃତ ଜଣେ ସିଂହାରୀ ସେବାୟତକୁ ନେଇ ଶ୍ରୀମନ୍ଦିରରେ ବିବାଦ ଉପୁଜିଛି । ସେବା ନିବୃତ ସତ୍ତ୍ୱେ ଜଣେ ସେବାୟତ ମହାପ୍ରଭୁଙ୍କ ସେବା କାର୍ଯ୍ୟରେ ନିୟୋଜିତ ଥିବାରୁ ବିରୋଧ କରାଯାଇଛି । ଅନ୍ୟ ସେବାୟତଙ୍କ ବିରୋଧ ଯୋଗୁଁ ଆଗକୁ ବଢୁନି ନୀତିକାନ୍ତି। ମଙ୍ଗଳ ଆଳତୀ ପରେ ଆଗକୁ ବଢ଼ିପାରୁନି…

ଆଜି ରତ୍ନଅଳଙ୍କାରରେ ଝଲସିବେ…

ପୁରୀ: ଆଜି ଗୁରୁବାର ଆଷାଢ ଶୁକ୍ଳ ଏକାଦଶୀ। ଏହି ପବିତ୍ର ତିଥିରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ। ମହଣ ମହଣ ସୁନାରେ ସଜେଇ ହେବେ ରଥାରୁଢ ଦାରୁବିଗ୍ରହ। ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ତେବେ ରଥ ଉପରେ ହେଉଥିବା ଏହି ବେଶକୁ ବଡ଼ତଡାଉ ବେଶ ମଧ୍ୟ କୁହାଯାଏ। ଗଜପତି ମହାରାଜା…

ବାହୁଡ଼ିଲେ ମହାବାହୁ: ସିଂହଦ୍ୱାର…

ଭୁବନେଶ୍ବର: ସିଂହଦ୍ୱାରରେ ଲାଗିଛି ୩ ରଥ । ଜୟ ଜଗନ୍ନାଥ ଧ୍ବନୀରେ କମ୍ପୁଛି ବଡ଼ଦାଣ୍ଡ ।  ଶରଧାବାଲିରୁ ବାହାରିବା ପରେ ୩ ରଥ ଶେଷରେ ସିଂହଦ୍ୱାର ସମ୍ମୁଖରେ ଲାଗିଛନ୍ତି । ତାଳଧ୍ୱଜ ଏବଂ ଦର୍ପଦଳନ ରଥ ପରେ ଶେଷରେ ସିଂହଦ୍ୱାରର ନନ୍ଦିଘୋଷ ରଥ ପହଞ୍ଚିଥିଲା।  ବାହୁଡ଼ା ଯାତ୍ରାର ମହାପର୍ବ ଲକ୍ଷ୍ମୀନାରାୟଣ…