ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Puri Parikrama project

ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବ ଓ…

ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବ ଓ ଲୋକାର୍ପଣ ପାଇଁ ଶ୍ରୀମନ୍ଦିର ଐଶାନ୍ୟ କୋଣରେ ଅନୁଷ୍ଠିତ ହେବ ତ୍ରିଦିନାତ୍ମକ ଯଜ୍ଞ। ଆସନ୍ତା ୧୫, ୧୬ ଓ ୧୭ ତାରିଖ ଯଜ୍ଞ ମନ୍ତ୍ର ଧ୍ୱନିରେ ଶ୍ରୀମନ୍ଦିର ଚତୁଃପାର୍ଶ୍ବରେ ସୃଷ୍ଟିହେବ ଆଧ୍ୟାତ୍ମିକ ପରିବେଶ। ଏହି ଯଜ୍ଞକର୍ମାଦିର ପ୍ରାରମ୍ଭିକ ପ୍ରକ୍ରିୟା…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ…

ପୁରୀ: ଆସନ୍ତା ୧୭ ତାରିଖରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ପୁଲିସ ପକ୍ଷରୁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୫ ଥାକିଆ ସୁରକ୍ଷା ବ୍ୟବସ୍ଥାରେ ୪୪ ପ୍ଲାଟୁନ ପୁଲିସ ଫୋର୍ସ ସମେତ ବରିଷ୍ଠ ଅଧିକାରୀ ମୃତୟନ ହେବେ। ଆଜି ଠାରୁ ୧୭ ତାରିଖ ପର୍ଯ୍ୟନ୍ତ ପୁଲିସ ମୃତୟନ ରହିବେ। କେବଳ…

ମେଘ ବି ଦେଖିବ ମେଘନାଦ…

ମହାପ୍ରଭୁ ଜଗନ୍ନାଥ କୋଟି କୋଟି ଓଡ଼ିଆଙ୍କ ଆରାଧ୍ୟ ଦେବତା। ଯାହାଙ୍କ ଦର୍ଶନ ଓ କରୁଣା ପାଇବା ପାଇଁ ପ୍ରତିଟି ଭକ୍ତର ମନ ହୋଇଉଠେ ବ୍ୟଗ୍ର। ତାଙ୍କ ମନ୍ଦିର ହେଉଛି ବଡଦେଉଳ ଓ ତାଙ୍କ ରାସ୍ତା ନା ବଡ଼ଦାଣ୍ଡ। ତାଙ୍କ ମାହାତ୍ମର ଗୁଣଗାନ କରେ ନୀଳଚକ୍ର। ସେଥି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନ ଆଜି…

ଶ୍ରୀକ୍ଷେତ୍ରର ମଠ ମାହାତ୍ମ୍ୟ: ମଠ ଗାଇବ…

ସୁନୀଳାବ୍ଧିକୂଳେଽସିତାହାର୍ଯ୍ୟଚୂଳେ ସୁରତ୍ନପ୍ରସୂତେ ସ୍ଥିତଂ ଧାମ୍ନି ପୂତେ ସଭଦ୍ରାବଳାରିଂ ବିନଷ୍ଟାଖିଳାରିଂ ସନାଦପ୍ରମେୟଂ ଜଗନ୍ନାଥମୀଡେ ଦାରୁବ୍ରହ୍ମରୂପୀ ମହାପ୍ରଭୁ ଶ୍ରୀଜଗନ୍ନାଥ ସମଗ୍ର ହିନ୍ଦୁ ସନାତନ ଧର୍ମାବଲମ୍ବୀମାନଙ୍କର ପରମାରାଧ୍ୟ ଦେବତା ଓ ଅବତାରୀ ପୁରୁଷର ସାର୍ଥକ ବିଗ୍ରହ।…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ…

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ନିମନ୍ତ୍ରଣ କରାଯାଇଛି । ଶଙ୍କରାଚାର୍ଯ୍ୟଙ୍କୁ ଛତିଶଗଡ଼ ରାୟପୁରରେ ନିମନ୍ତ୍ରଣ କରିଛନ୍ତି ଗଜପତି ମହାରାଜ । ଲୋକାର୍ପଣ ଉତ୍ସବରେ ଯୋଗଦେବାକୁ ଆମନ୍ତ୍ରଣ ଜଣାଇଛନ୍ତି ପୁରୀ ଗଜପତି । ଆସନ୍ତା ୧୭…

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ:…

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ମହାପ୍ରଭୁଙ୍କ ବେଶ, ଲୀଳା, ଦୈନନ୍ଦିନ ବ୍ୟବହାର କରୁଥିବା ସାମଗ୍ରୀ, ଶ୍ରୀମନ୍ଦିରରେ ବ୍ୟବହୃତ ହାଣ୍ଡିକୁଡ଼ୁଆ ଏବଂ ରଥ ନିର୍ମାଣ ସମ୍ପର୍କରେ ଶ୍ରଦ୍ଧାଳୁଙ୍କୁ ଅବଗତ କରାଇବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଶୁକ୍ରବାର ଶ୍ରୀମନ୍ଦିର…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ…

ଭୁବନେଶ୍ବର: ଆସନ୍ତା ଜାନୁଆରୀ ୧୭ ତାରିଖରେ ଓଡ଼ିଶା ସହ ଶ୍ରୀକ୍ଷେତ୍ର ଓ ଶ୍ରୀମନ୍ଦିର ଇତିହାସରେ ଯୋଡ଼ିହେବ ସ୍ୱର୍ଣ୍ଣିମ ଫର୍ଦ୍ଦ। ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ। ଏଥିପାଇଁ ଭବ୍ୟ ଆୟୋଜନ ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଧାର୍ମିକ କାର୍ଯ୍ୟରେ ସାରା ଦେଶକୁ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ…

ପୁରୀ: ଆସନ୍ତା ଜାନୁଆରୀ ୧୭ ତାରିଖରେ ଓଡ଼ିଶା ସହ ଶ୍ରୀକ୍ଷେତ୍ର ଓ ଶ୍ରୀମନ୍ଦିର ଇତିହାସରେ ଯୋଡ଼ିହେବ ସ୍ୱର୍ଣ୍ଣିମ ଫର୍ଦ୍ଦ। ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ। ଏଥିପାଇଁ ଭବ୍ୟ ଆୟୋଜନ ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଧାର୍ମିକ କାର୍ଯ୍ୟରେ ସାରା ଦେଶକୁ ସାମିଲ…

‘ପରିକ୍ରମା’ ବିରୋଧରେ କୁଚକ୍ରୀଙ୍କ…

ପୁରୀ : ଶ୍ରୀକ୍ଷେତ୍ରର ସୌନ୍ଦର୍ଯ୍ୟକରଣ, ଶ୍ରୀମନ୍ଦିରର ସୁରକ୍ଷା ଭିତ୍ତିଭୂମିର ଉନ୍ନତି ସହ ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟ ସହରରେ ପରିଣତ ନିମନ୍ତେ ଆରମ୍ଭ ହୋଇଛି ‘ପରିକ୍ରମା’ ପ୍ରକଳ୍ପ। ଆରମ୍ଭରୁ କିଛି କୁଚକ୍ରୀ ଏହି ପ୍ରକଳ୍ପକୁ ବିରୋଧ କରି ଆସିଛନ୍ତି। ନିଜ ସ୍ୱାର୍ଥସାଧନ ନିମନ୍ତେ ଏନ୍‌‌ଏମ୍‌‌ଏ,…

‘୯ ମାସରେ ସରିବ ଶ୍ରୀମନ୍ଦିର ପରିକ୍ରମା…

ଭୁବନେଶ୍ୱର: ପୁରୀରେ ଶ୍ରୀମନ୍ଦିର ପରିକ୍ରମା ଯୋଜନାରେ ଏକାଧିକ ଉନ୍ନୟନ କାର୍ଯ୍ୟ ଜାରି ରହିଛି। ଏହି କାର୍ଯ୍ୟ ଗୁଡ଼ିକ ଯେପରି ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ସମାପ୍ତ ହେବ, ସେଥିପ୍ରତି ଗୁରୁତ୍ୱ ଦେବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।…