ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Puri Ratha Yatra

ଆଜି ଦାରୁଦିଅଁଙ୍କ ରତ୍ନବେଦୀ ବିଜେ,…

ପୁରୀ: ପବିତ୍ର ବାହୁଡା ଦଶମୀରେ ଜନ୍ମବେଦୀରୁ ବାହୁଡି ଆସିଛନ୍ତି ଦାରୁବ୍ରହ୍ମ। ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ତିନିରଥ। ରଥାରୁଢ ଠାକୁର ସୁନାବେଶରେ ଲକ୍ଷ ଲକ୍ଷ ଭକ୍ତଙ୍କୁ ଦର୍ଶନ ଦେଇ ସେମାନଙ୍କୁ କୃତ୍ତାର୍ଥ କରିଛନ୍ତି। ଶୁକ୍ରବାର ରଥ ଉପରେ ସମ୍ପନ୍ନ ହୋଇଛି ଅଧରପଣା ନୀତି। ଶନିବାର ନୀଳାଦ୍ରବିଜେ।…

ଶରଧାବାଲି ଅଭିମୁଖେ ଗଡ଼ିଲା କଳିଆର…

ପୁରୀ : ଶେଷ ହୋଇଛି ଭକ୍ତର ପ୍ରତୀକ୍ଷା। ବଡ ଦାଣ୍ଡରେ ଦର୍ଶନ ଦେଉଛି କଳାଠାକୁର। ବଡଦାଣ୍ଡରେ ଗଡିଛି ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ । ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରାଯିବା ପରେ ମହାବାହୁଙ୍କ ରଥ ଟଣା କାର୍ୟ୍ୟ ଆରମ୍ଭ ହୋଇଯାଇଛି। ବିଶ୍ବ ନିୟନ୍ତା ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷକୁ ଭକ୍ତମାନେ…

ଚାଲିଛି ପହଣ୍ଡି ବିଜେ: ଚକ୍ରରାଜ…

ପୁରୀ: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥାରୁଢ ଠାକୁରଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ଭିଡ଼ ।  କୋଳାହଳରେ ଫାଟି ପଡୁଛି ବଡ଼ଦାଣ୍ଡ। ରଥ, ପଥ, ଭକ୍ତ ସଭିଏଁ ପ୍ରସ୍ତୁତ । ଏହାରି ମଧ୍ୟରେ ଆରମ୍ଭ ହୋଇଛି ପହଣ୍ଡି ବିଜେ। ଧାଡ଼ି ପହଣ୍ଡିରେ ଦେବଦଳନ ରଥକୁ ବିଜେ କରିଛନ୍ତି ଚକ୍ରରାଜ…

ରଥଯାତ୍ରାବେଳେ ପୁରୀରେ ମୁତୟନ ହେବେ ୧୮୦…

ପୁରୀ: ଶ୍ରୀଜିଉଙ୍କ ରଥଯାତ୍ରା ବେଳେ ଶ୍ରୀକ୍ଷେତ୍ର ପୁରୀରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଭିଡ ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା ଦାୟିତ୍ଵରେ ରହିବେ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ । ଏନେଇ ପୁରୀ ପୋଲିସ ପକ୍ଷରୁ ପ୍ରସ୍ତୁତ ହୋଇଛି ସ୍ବତନ୍ତ୍ର ବ୍ଲୁପ୍ରିଣ୍ଟ…

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାମ…

ପୁରୀ: ଆଜି ପବିତ୍ର ଅକ୍ଷୟ ତୃତୀୟା। ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଅନୁକୂଳ ହୋଇଛି ରଥକାମ । ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟ ସମ୍ମୁଖ ରଥଖଳାକୁ ଆଜ୍ଞାମାଳ ବିଜେ କରିଛନ୍ତି। ୩ଜଣ ପୂଜାପଣ୍ଡା ଆଜ୍ଞାମାଳ ଧରି ରଥଖଳାରେ ପହଞ୍ଚିଛନ୍ତି । ଏହାପରେ ୩ ଖଣ୍ଡ ଧଉରା କାଠରେ ରଥ ନିର୍ମାଣର ଅନୁକୂଳ…

ପୁରୀ ରଥଯାତ୍ରା ଶ୍ରେଷ୍ଠ ପାର୍ବଣ ସ୍ଥଳ,…

ରାଜନଗର: ନୂଆଦିଲ୍ଲୀଠାରେ ଇଣ୍ଡିଆ ଟୁଡେ ପର୍ଯ୍ୟଟନ ସମ୍ମିଳନୀରେ ଓଡ଼ିଶା ପର୍ଯ୍ୟଟନ ବିଭାଗ ୩ଟି ବର୍ଗରେ ସମ୍ମାନିତ ହୋଇଛି। ଶ୍ରେଷ୍ଠ ପାର୍ବଣ ସ୍ଥଳ ଭାବେ ପୁରୀ ରଥଯାତ୍ରା, ଶ୍ରେଷ୍ଠ ଆଇକନିକ ସ୍ଥଳ ଭାବେ କୋଣାର୍କ ଏବଂ ଶ୍ରେଷ୍ଠ ବନ୍ୟଜନ୍ତୁ ସ୍ଥଳ ଭାବେ ଭିତରକନିକାକୁ ପୁରସ୍କାର ମିଳିଛି। ବିଶ୍ୱ ପ୍ରସିଦ୍ଧ…

ରଥଉପରୁ ଭକ୍ତଙ୍କୁ ସୁନାବେଶରେ ଦର୍ଶନ…

ପୁରୀ: ତିନି ରଥରେ ବସି ବିଶ୍ୱବାସୀଙ୍କୁ ଦର୍ଶନ ଦେଉଛନ୍ତି ତିନି ଠାକୁର । ମାଉସୀ ମା ଘରେ ପୋଡ଼ ପିଠା ଖାଇ ଫେରିବା ପରେ ଆଜି ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ବଡ଼ଦାଣ୍ଡରେ ତିନି ରଥିରେ ତିନି ଠାକୁର ସୁନା ବେଶରେ ଦର୍ଶନ ଦେଉଛନ୍ତି ।ଭଗବାନଙ୍କର ଏହି ଦିବ୍ୟ ବେଶ ପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ…

ଶରଧା ବାଲିରେ ତିନି ରଥ: ମହାପ୍ରଭୁଙ୍କୁ…

ଭୁବନେଶ୍ବର: ଶରଧା ବାଲିରେ ତିନି ରଥ। ପ୍ରଥମେ ପ୍ରଭୁ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ, ତାପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଶରଧା ବାଲିରେ ପହଞ୍ଚିଥିଲା। ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଧିରେଧିରେ ଆସି ଶରଧା ବାଲିରେ ପହଞ୍ଚିଥିଲା। ମହାପ୍ରଭୁଙ୍କୁ ରଥାରୂଢରେ ଦେଖି ଭକ୍ତମାନେ ଭାବ ବିହ୍ବଳ…

ବଡ଼ ଭାଇ ଓ ଭଉଣୀଙ୍କ ପରେ ବଡ଼ଦାଣ୍ଡରେ…

ପୁରୀ : ପ୍ରଥମେ ପ୍ରଭୁ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ, ତାପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗଡ଼ିବା ପରେ ଏବେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥଟଣା ଆରମ୍ଭ ହୋଇଛି। ଏହି ରଥକୁ ଭକ୍ତମାନେ ଟାଣି ନେଉଛନ୍ତି। ଶ୍ରୀକ୍ଷେତ୍ରରେ ପ୍ରବଳ ଜନଗହଳି ପରିଲକ୍ଷିତ ହୋଇଛି। ଏଣେ ଜୟ ଜଗନ୍ନାଥ ଧ୍ବନିରେ…

ବଡ ଭାଇ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ ପରେ…

ପୁରୀ : ସିଂହଦ୍ୱାର ଛାଡି ଗୁଣ୍ଡିଚା ମନ୍ଦିର ଅଭିମୁଖେ ବଡ ଭାଇ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡିବା ପରେ ଏବେ ବଡ଼ଦାଣ୍ଡରେ ଗଡିଛି ହଳଦୀମୁହିଁ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ। ପରମ୍ପରା ଅନୁସାରେ ପ୍ରଥମେ ଶ୍ରୀ ବଳଭଦ୍ରଙ୍କର ରଥ ଟଣା ଯାଇଛି । ରଥରେ ଅଶ୍ୱ ଯୋଖା ହେବା ପରେ ତାଳଧ୍ୱଜ ରଥ ଟଣା ଆରମ୍ଭ ହୋଇଛି…