ଶ୍ରୀମନ୍ଦିର ଭିତରେ ରକ୍ତଛିଟା,…
ପୁରୀ: ଶ୍ରୀମନ୍ଦିର ଭିତରେ ରକ୍ତଛିଟା । ଶ୍ରୀମନ୍ଦିରରେ ରକ୍ତଛିଟା ପଡ଼ିଥିବାରୁ ନୀତିରେ ସାମାନ୍ୟ ବିଳମ୍ବ ହୋଇଛି। ମହାପ୍ରଭୁଙ୍କ ବେଶ ସମୟରେ ଦେଖିବାକୁ ମିଳିଲା ରକ୍ତଛିଟା । ଅବକାଶ ପୂଜା ପରେ ଭିତରକାଠ ନିକଟରେ ଦେଖିବାକୁ ମିଳିଲା ରକ୍ତଛିଟା । ରକ୍ତଛିଟା ଦେଖାଯିବା ପରେ ଅନୁଷ୍ଠିତ ହେଲା ମହାପ୍ରଭୁଙ୍କ…