ବଡ଼ଦେଉଳ ଦକ୍ଷିଣ-ପଶ୍ଚିମ ପଟ ମନ୍ଦିରରୁ…
ପୁରୀ: ଶ୍ରୀମନ୍ଦିରରୁ ଖସିଛି ପଥର। ଶ୍ରୀମନ୍ଦିର ଭିତରେ ଥିବା ଏକାଦଶୀ ମନ୍ଦିରର ଉପର ଭାଗରୁ ପଥର ଖସିଥିବା ନେଇ ସୂଚନା ମିଳିଛି। ତେବେ ମନ୍ଦିରରୁ ପଥର ଖସିଥିଲେ ମଧ୍ୟ ଏଥିରେ କାହାର କିଛି ବି କ୍ଷତି ଘଟିନି। ତେବେ ପଥର ଖସି ଏକାଦଶୀ ମନ୍ଦିରର ଟିଣ ଛାତ କଣା ହୋଇଥିବା ସୂଚନା ମିଳିଛି ।ବର୍ତ୍ତମାନ ପାଇଁ…