ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

rain in odisha

ରାଜ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ବର୍ଷା ଓ…

ଭୁବନେଶ୍ବର: ଭୁବନେଶ୍ବର: ରାଜ୍ଯରେ ପଶ୍ଚିମା ଝଡ଼ ପ୍ରଭାବ ଜାରି ରହିଛି। ଅପରାହ୍ନ ସମୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ପବନ ସହ କୁଆପଥର ବୃଷ୍ଟି ହେଉଛି। ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ରହିଛି। ଏ ନେଇ ଟ୍ବିନ ସିଟି ସମେତ…

ଆଜି ୧୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା…

ଭୁବନେଶ୍ୱର: ରାଜ୍ୟରେ ପୁଣି ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ଆରମ୍ଭ ହୋଇଯାଇଛି। ପରବର୍ତ୍ତୀ ଦୁଇ ଦିନ ପର୍ଯ୍ୟନ୍ତ ଏହି ପଶ୍ଚିମା ଝଡ଼ର ପ୍ରଭାବ ରହିବାକୁ ଥିବା ବେଳେ ଏହା ଦ୍ୱାରା ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ସହିତ ପବନର ବେଗ ମଧ୍ୟ ୩୦-୪୦ କିମି…

ପଶ୍ଚିମା ଝଡ଼ ପ୍ରଭାବ : ପବନ-ଘଡ଼ଘଡ଼ି ସହ…

ଭୁବନେଶ୍ବର : ରାଜ୍ୟରେ ପଡ଼ିଛି ପଶ୍ଚିମା ଝଡ଼ର ସର୍ବାଧିକ ପ୍ରଭାବ। ଆଜି ରାଜ୍ୟର ବହୁ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଗତକାଲି ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଜି ବିଶେଷ ଭାବେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପବନ ସହ ବିଜୁଳି ଓ ଘଡ଼ଘଡ଼ିଜନିତ ବର୍ଷା ହୋଇଛି। ଭୁବନେଶ୍ବରସ୍ଥିତ ଆଞ୍ଚଳିକ…

ଆଜିଠୁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ…

ଭୁବନେଶ୍ବର : ରାଜ୍ୟର ପିଛା ଛାଡୁନି ବର୍ଷା। ରାଜ୍ୟରେ ଲାଗାଣ ବର୍ଷା ଫଳରେ ଦୁଇ ବର୍ଷ କରୋନା ପରେ ଚଳିତ ଥର ଦଶହରା ମଉଜ ଫିକା ପଡିଥିବା ବେଳେ କୁମାର ପୁର୍ଣ୍ଣିମା (ଗଜଲକ୍ଷ୍ମୀ ପୂଜା) ମଧ୍ୟ ଫିକା ପଡିବ। ଅକ୍ଟୋବର ମାସ ୨ୟ ସପ୍ତାହ ଆରମ୍ଭ ହୋଇଯାଇଥିଲେ ବି ରାଜ୍ୟରେ ବର୍ଷା ଶେଷ ହେବାର ନାଁ ଧରୁ ନାହିଁ ।…

ସମୁଦ୍ର ମଧ୍ୟରେ ମିଶିଗଲେ ଦୁଇ…

ଭୁବନେଶ୍ୱର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ବର୍ତ୍ତମାନ ସକ୍ରିୟ ଥିବାବେଳେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିଲା। ଆଉ ଏହି ଘୂର୍ଣ୍ଣିବଳୟଟି ଆଜି ପ୍ରଥମ ଘୂର୍ଣ୍ଣିବଳୟ ସାଙ୍ଗରେ ମିଶିଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟବ୍ୟାପୀ…

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ରବିବାର ସକାଳୁ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ସନ୍ଧ୍ୟା ସୁଦ୍ଧା ବର୍ଷାର ପରିମାଣ ବୃଦ୍ଧି ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ୨୦ ତାରିଖ…

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ : କାଲିଠୁ ୩…

ଭୁବନେଶ୍ବର : ପୂର୍ବକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୪.୫ ରୁ ୫.୬ କିମି ମଧ୍ୟରେ ଆଜି ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୨୦ ବେଳକୁ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସମ୍ଭାବନା…

ରାଜ୍ୟର ୨୧ ଜିଲ୍ଲାକୁ ପାଣିପାଗ ବିଭାଗର…

ଭୁବନେଶ୍ବର : ରାଜ୍ୟରେ ବର୍ତ୍ତମାନ ମୌସୁମୀ ଦୁର୍ବଳ ରହିଛି। ଏଥି ସହିତ ରାଜ୍ୟ ଉପରେ ଏବେ କୌଣସି ଘୂର୍ଣ୍ଣିବଳୟ ସକ୍ରିୟ ନଥିବା ସମୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଓଡିଶାର ୨୧ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର…

କାଲିଠୁ ରାଜ୍ୟରେ ଲଗାତାର ୩ ଦିନ ବର୍ଷା…

ଭୁବନେଶ୍ବର : ରାଜ୍ୟରେ ଲଗାତର ଲଘୁଚାପ ପ୍ରଭାବରେ ରାଜ୍ୟବାସୀ ବନ୍ୟା ଦୁର୍ଦ୍ଦଶା ଭୋଗୁଥିବା ବେଳେ ପୁଣି ଆସିଛୁ ଆଉ ଏକ ଲଘୁଚାପ। ମିଆଁମାର ଉପକୂଳରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ପତ୍ତନ ଠାରୁ ୪.୫ କିଲୋମିଟରରୁ ୫.୮ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଏହାର…

୪ ଜିଲ୍ଲାରେ ପ୍ରବଳ ବର୍ଷା ଓ ପବନ :…

ଭୁବନେଶ୍ବର : ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପଟି ଆଜି ସକାଳେ ଅବପାତରେ ପରିଣତ ହୋଇଥିବା ବେଳେ ଆଗାମୀ ୬ ଘଣ୍ଟା ମଧ୍ୟରେ ଗଭୀର ଅବପାତର ରୂପ ନେବ। ଆଜି ସଂଧ୍ୟାରେ ଏହା ବାଲେଶ୍ୱର ଏବଂ ସାଗର ଦ୍ୱୀପ ମଧ୍ୟରେ ଗଭୀର ଅବପାତ ଭାବେ ଉପକୂଳ ଅତିକ୍ରମ କରିବାର…