ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Rain

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି…

ଭୁବନେଶ୍ୱର: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ହାଲୁକା ବର୍ଷା । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଏଭଳି ପାଗ ଜାରି ରହିବ।…

ରାଜ୍ୟରେ ନୂଆବର୍ଷର ପ୍ରାରମ୍ଭରୁ ବିଭିନ୍ନ…

ଭୁବନେଶ୍ବର: ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଏହାରି ମଧ୍ୟରେ ପାଗରେ ପୁଣି ପରିବର୍ତ୍ତନ ହେବାକୁ ଯାଉଛି। ନୂଆବର୍ଷର ପ୍ରାରମ୍ଭରୁ ବର୍ଷା ହେବା ସମ୍ଭାବନା ରହିଛି। ପଶ୍ଚିମାଝଡ଼ ପ୍ରଭାବରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଜାନୁଆରୀ ପ୍ରଥମ ସପ୍ତାହ ଶେଷ ବେଳକୁ ରାଜ୍ୟର କିଛି…

ଟ୍ବିନ ସିଟି ସମେତ ରାଜ୍ୟର ବିଭିନ୍ନ…

ଭୁବନେଶ୍ୱ: ଭୁବନେଶ୍ୱର ଏବଂ କଟକରେ ଆଗମୀ ୧ରୁ୨ ଘଣ୍ଟା ମଧ୍ୟରେ ବଜ୍ରପାତ ସହିତ ଗୋଟେ ଦୁଇଟି ସ୍ଥାନରେ ତୀବ୍ର ବୃଷ୍ଟିପାତ ସମ୍ଭାବନା ରହିଛି । ଏଥିସହିତ ଅନୁଗୁଳ, ଢେ଼ଙ୍କାନାଳ ଓ ଯାଜପୁର ଜିଲ୍ଲାର କେତେକ ଅଞ୍ଚଳରେ ଆଗମୀ ୨-୩ ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପଗ…

ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା…

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ  ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି,…

ଆଜି ବର୍ଷୁଛି….କାଲି ବି ବର୍ଷିବ :…

ଭୁବନେଶ୍ବର : ଗଭୀର ଅବପାତ ପରେ ରାଜ୍ୟରେ ଲାଗି ରହିଛି ବର୍ଷା। ଗତ ଦୁଇ ଦିନ ହେବ ରାଜ୍ୟରେ ଲଗାଣ ବର୍ଷାର ପ୍ରକୋପ ଦେଖିବାକୁ ମିଳିଛି । ପୂର୍ବରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ସବୁଆଡେ ପାଣି ଆଉ ପାଣି । ପ୍ରବଳ ବର୍ଷା ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଥିବା ବେଳେ ତଳିଆ ଅଞ୍ଚଳରେ ଥିବା ଲୋକେ ଅବସ୍ଥା…

ରାଜଧାନୀରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା,…

ଭୁବନେଶ୍ବର: ରାଜଧାନୀରେ ଘଡଘଡି ବିଜୁଳି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି। ଫଳରେ ବିଭିନ୍ନ ସ୍ଥାନରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଅଧିକାଂଶ ଅଞ୍ଚଳରେ ବିଦ୍ୟୁତ ସେବା ମଧ୍ୟ ବ୍ୟାଘାତ ରହିଛି। ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । …

‘ଆବାସ’ ନିର୍ମାଣରେ ବର୍ଷା…

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଆବାସ ନିର୍ମାଣ ପାଇଁ ବାଧକ ସାଜିଛି ବର୍ଷା। ଗୃହ ନିର୍ମାଣ ପାଇଁ କାର୍ଯ୍ୟାଦେଶ ମିଳିବା ପରେ ହିତାଧିକାରୀ ଘର କାମ ଆରମ୍ଭ କରିବାକୁ ଅଣ୍ଟା ଭିଡ଼ିଛନ୍ତି। ହେଲେ ନିର୍ମାଣ କାର୍ଯ୍ୟରେ ବର୍ଷା ଦାଉ ସାଜିଛି। ବର୍ଷା ଦିନରେ ଘର କାର୍ଯ୍ୟ ପାଇଁ କାର୍ଯ୍ୟାଦେଶ ମିଳିଥିବାରୁ ନିର୍ମାଣ…

ଉତ୍ତର ଭାରତରେ ବର୍ଷା ବିତ୍ପାତ:…

ନୂଆଦିଲ୍ଲୀ: ବର୍ଷା ବିତ୍ପାତକୁ ନେଇ ଉତ୍ତର ଭାରତ ସ୍ଥିତି ବେହାଲ ହୋଇପଡ଼ିଛି। ଦିଲ୍ଲୀ,ଉତ୍ତରପ୍ରଦେଶ,ହରିୟାଣା, ପଞ୍ଜାବ,ଜମ୍ମୁ କାଶ୍ମୀର, ଉତ୍ତରାଖଣ୍ଡ ଏବଂ ହିମାଚଳ ପ୍ରଦେଶ ଆଦି ରାଜ୍ୟରେ ପ୍ରବଲ ବର୍ଷା ସାଙ୍ଗକୁ ବନ୍ୟା ଓ ଭୂସ୍ଖଳନ ସ୍ଥିତିକୁ ଅତ୍ୟନ୍ତ ଗମ୍ଭୀର କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଏହିସବୁ…

ଲଘୁଚାପ ଭରସାରେ ଦକ୍ଷିଣ ପଶ୍ଚିମ ମୌସୁମୀ…

ଭୁବନେଶ୍ୱର: ଲଘୁଚାପ ଭରସାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଓଡ଼ିଶା ଛୁଁଇବା ପରେ ଲଘୁଚାପ ଯୋଗୁଁ ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ଭଲ ବର୍ଷା ହୋଇଥିଲା। ଲଘୁଚାପ ଯୋଗୁଁ ମୌସୁମୀ ସକ୍ରିୟ ରହିବା ସହିତ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା କରାଇଥିଲା। ଏହାପର ଠାରୁ କୌଣସି ଲଘୁଚାପ ନ ହେବା…

ଆସନ୍ତା ୨୪ ଘଣ୍ଟା ପାଇଁ ୧୭ ଜିଲ୍ଲାକୁ…

ଭୁବନେଶ୍ୱର : ରାଜ୍ୟରେ ବଢ଼଼ିବ ବର୍ଷାର ପରିମାଣ । ବୁଧବାର ବର୍ଷାର ପ୍ରକୋପ ବଢ଼ିବା ସହିତ ଗୁରୁବାର ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ବର୍ତ୍ତମାନ ମୌସୁମୀ ନିମ୍ନ ଚାପରେଖା ରାଜସ୍ଥାନର ଗଙ୍ଗାନଗରରୁ ବାହାରି, ଦିଲ୍ଲୀ, ଆଲିଗଡ଼,…