ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Rain

ତାତିରୁ ମିଳିଲା ଆଶ୍ବସ୍ତି, ଭୁବନେଶ୍ୱର…

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ସମେତ କଟକ, ପୁରୀ, ଖୋର୍ଦ୍ଧାର ବିଭିନ୍ନ ସ୍ଥାନରେ ଆଜି ବର୍ଷା ହୋଇଛି । ପ୍ରବଳ ବର୍ଷାରେ ବେହାଲ ହୋଇଛି ରାଜଧାନୀ । ଦିନ ୨ଟା୩୦ ସୁଦ୍ଧା ଭୁବନେଶ୍ୱରରେ ୯୦.୪ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି । କିଛି ଘଣ୍ଟା ଧରି ବର୍ଷା ଲାଗି ରହିବା ଯୋଗୁ ଜନଜୀବନ ପ୍ରଭାବିତ…

ରଜ ସୁଦ୍ଧା ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର: ଜୁନ୍‌‌ ୧୪ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ନେଇ ସମ୍ଭାବନା ସୃଷ୍ଟି ହୋଇଛି। ବର୍ତ୍ତମାନ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଗକୁ ବଢ଼଼ିବା ନେଇ ପାଗ ଅନୁକୂଳ ରହିଛି। ଏହା ଦ୍ୱାରା ଆସନ୍ତା ୨୦ ତାରିଖ ସୁଦ୍ଧା ମୌସୁମୀ ଆଣ୍ଡାମାନ ଛୁଇଁବାର ସମ୍ଭାବନା ଥିବା ବେଳେ ୨୨ ସୁଦ୍ଧା…

କାଳବୈଶାଖୀ ଯୋଗୁଁ ଆଜିଠୁ ତିନିଦିନ ବର୍ଷା

ଭୁବନେଶ୍ୱର: ଶୁକ୍ରବାର ପରି ଶନିବାର ରାଜ୍ୟରେ କାଳବୈଶାଖୀ ପ୍ରଭାବରୁ ରାଜ୍ୟବ୍ୟାପୀ ଦିନ ତାପମାତ୍ରା କମ୍‌ ରହିଛି। ଶନିବାର ରାଜ୍ୟର ଏକମାତ୍ର ସହର ଭାବେ ନୂଆପଡ଼ାରେ ତାପମାତ୍ରା ୪୦ ଡିଗ୍ରୀ ରହିଥିଲା। ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ସହ କୁଆପଥର ବର୍ଷା ହୋଇଥିଲା। ରବିବାର ଏବଂ ସୋମବାର ଦୁଇଟି…

ଖରାରୁ ମିଳିବ ଆଶ୍ବସ୍ତି: ଦୋଳ ଓ ହୋଲିରେ…

ଭୁବନେଶ୍ବର: ରାଜ୍ୟରେ ଆରମ୍ଭ ହୋଇଯାଇଛି ଅସମ୍ଭାଳ ତାତି। ଟାଣ ଖରା ସାଙ୍ଗକୁ ଅସ୍ତବ୍ୟସ୍ତ କରୁଛି ଗରମ ପବନ। ତେବେ ଏହାରି ମଧ୍ଯରେ ଆଶ୍ବସ୍ତିକର ସୂଚନା ପ୍ରଦାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପଶ୍ଚିମା ଝଡ଼ ପ୍ରଭାବରେ ୭ ତାରିଖରୁ ପରବର୍ତ୍ତି ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଭିନ୍ନ ଭିନ୍ନ…

ଦୋଳରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୭ ତାରିଖ ଦୋଳ ପୂର୍ଣ୍ଣିମାରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ସ୍ୱଳ୍ପ ବର୍ଷା ହେବ। ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ିର ମଧ୍ୟ ହୋଇପାରେ। ପଶ୍ଚିମା ଝଡ଼ (ୱେଷ୍ଟର୍ଣ୍ଣ ଡିଷ୍ଟରବାନ୍ସ) ପ୍ରଭାବରେ ଏହି ବର୍ଷା…

କାଲି ଅବପାତର ରୂପ ନେବ ବଙ୍ଗୋପସାଗରରେ…

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗର ସଂଲଗ୍ନ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଗୁରୁବାର ସକାଳେ ଏହି ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ଧୀରେ ଧୀରେ ଏହା ଅଧିକ ଶକ୍ତିଶାଳୀ ହେଉଛି। ଏହି ଲଘୁଚାପ କ୍ଷେତ୍ରଟି ଆସନ୍ତା କାଲି ସୁଦ୍ଧା ଶକ୍ତିଶାଳୀ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ଥିବା…

ରାଜ୍ୟର ୨୧ ଜିଲ୍ଲାକୁ ପାଣିପାଗ ବିଭାଗର…

ଭୁବନେଶ୍ବର : ରାଜ୍ୟରେ ବର୍ତ୍ତମାନ ମୌସୁମୀ ଦୁର୍ବଳ ରହିଛି। ଏଥି ସହିତ ରାଜ୍ୟ ଉପରେ ଏବେ କୌଣସି ଘୂର୍ଣ୍ଣିବଳୟ ସକ୍ରିୟ ନଥିବା ସମୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଓଡିଶାର ୨୧ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର…

ଲଘୁଚାପ ଘନୀଭୂତ, ଆଜି ଅବପାତ: ରାଜ୍ୟରେ…

ଭୁବନେଶ୍ୱର: ରବିବାର ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ସାଙ୍ଗକୁ ସାରା ରାଜ୍ୟରେ ବିସ୍ତୃତ ବର୍ଷା ହେବ। ଶନିବାର ସକାଳ ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସହିତ ଘନିଭୂତ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଏହାର…

ରାଜ୍ୟରେ ଆଗାମୀ ୩ ଦିନ ସ୍ୱଳ୍ପରୁ ମଧ୍ୟମ…

ଭୁବନେଶ୍ୱର: ଆଗାମୀ ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି। ସେହିପରି ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ରାତ୍ରି ତାପମାତ୍ରା ଅପରିବର୍ତ୍ତିତ ରହିବାକୁ ଥିବାବେଳେ ଏହାପରେ…

ରାଜ୍ୟରେ ଆଜିଠାରୁ ପାଗରେ ହେବ…

ଭୁବନେଶ୍ୱର: ଆସନ୍ତା ୧୧ରୁ ୧୪ ତାରିଖ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହାସହ କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚ୍‍ ଆର ବିଶ୍ୱାସ ପୂର୍ବାନୁମାନ କରିଛନ୍ତି। ଡ.…