ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Rainfall

ଚୀନ୍‌ରେ ଆସିବ ଶତାଦ୍ଦୀର ବଡ଼ ବନ୍ୟା

ବେଜିଂ:  ଚୀନ୍‌ରେ ସୋମବାର ପ୍ରବଳ ବର୍ଷା ଏବଂ ବନ୍ୟା ଆସିବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ଏ ନେଇ ସତର୍କତା ଜାରି କରିଛି। ସୋମବାର ସନ୍ଧ୍ୟାରେ ଦକ୍ଷିଣ ଚୀନ୍‌ର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଝଡ଼ବାତ୍ୟା ମାଡ଼ ହୋଇଛି। ଏହାକୁ ନେଇ ଚେତାବନୀ ଜାରି କରାଯାଇଛି। ଏହାର ପ୍ରଭାବରେ ଚୀନ୍‌ରେ ଶତାଦ୍ଦୀର…

ଚଳିତ ବର୍ଷ ମୌସୁମୀରେ ସ୍ବାଭାବିକ ଠାରୁ…

ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ମୌସୁମୀ ନେଇ ଆଇଏମଡ଼ି ଆକଳନ। ୨୦୨୪ ପାଇଁ ଦୀର୍ଘମିଆଦି ଆକଳନ ଜାରି। ଦେଶରେ ସ୍ବାଭାବିକ ବର୍ଷା, ଓଡ଼ିଶାରେ ନିଅଁଣ୍ଟିଆ ବର୍ଷା ନେଇ ଆକଳନ କରିଛି ଆଇଏମଡ଼ି।ଚଳତି ବର୍ଷ ଦେଶରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ସମ୍ଭାବନା ରହିଛି।  ୨୦୨୪ ମନସୁନ୍ ସିଜିନରେ ୧୦୬ ପ୍ରତିଶତ…

କାଳବୈଶାଖୀ ଆଣିଲା ତାତିରୁ ତ୍ରାହି;…

ଭୁବନେଶ୍ୱର: ସାରା ରାଜ୍ୟରେ ତାପମାତ୍ରା ତଳମୁହାଁ ହୋଇଛି। କାଳବୈଶାଖୀ ବର୍ଷା ପବନ ଯୋଗୁଁ ତାପମାତ୍ରା ତଳକୁ ଖସିବା ସହ ସାରା ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ସୋମବାର ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁଯାୟୀ ଗତକାଲି ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ରେକର୍ଡ…

ଅସହ୍ୟ ତାତିରୁ ମିଳିଲା ଆଶ୍ୱସ୍ତି,…

ଭୁବନେଶ୍ୱର: ଅସହ୍ୟ ତାତିରୁ ମିଳିଲା ଆଶ୍ୱସ୍ତି । କାଳବୈଶାଖୀ ବର୍ଷାରେ ଭିଜିଲା ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳ । ୪ ଦିନର ମୁଣ୍ଡଫଟା ଖରା ସାଙ୍ଗକୁ ଅସହ୍ୟ ତାତି ପରେ ଆଜି ସନ୍ଧ୍ୟାରେ ଟୁଇନ ସିଟି ସମେତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇଛି । ଆଜି ଦିନରେ ରାଜ୍ୟର ପ୍ରାୟ ସବୁ…

ସାରା ରାଜ୍ୟରେ ବର୍ଷା ସାଙ୍ଗକୁ କୋହଲା…

ଭୁବନେଶ୍ୱର: ଗତକାଲିଠୁ ସାରା ରାଜ୍ୟରେ କୋହଲା ପାଗ ସାଙ୍ଗକୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଆଜି ବି ବିଭିନ୍ନ ସ୍ଥାନରେ ଘଡଘଡି ସହ ବିଜୁଳି ଓ ବର୍ଷା ହେବା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ଓ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି…

ତାତିରୁ ମିଳିବ ସାମାନ୍ୟ ଆଶ୍ବସ୍ତି, ଆଜି…

ଭୁବନେଶ୍ୱର: ତାତି ଭିତରେ ବର୍ଷା ଆଶଙ୍କା । ଆଜି ଓ କାଲି ରାଜ୍ୟର କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଆଜି ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ବରଗଡ, ସମ୍ବଲପୁର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲରେ ଗୋଟିଏରୁ ଦୁଇଟି…

ବଦଳିଲା ପାଗ, ଖରାରୁ ମିଳିଲା ଆଶ୍ୱସ୍ତି;…

ଭୁବନେଶ୍ୱର: ଆସନ୍ତା ୩ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏ ସଂପର୍କରେ ସୂଚନା ଦିଆଯାଇଛି। କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ୨୫ତାରିଖରେ ଉତ୍ତର ଓଡ଼ିଶା, ଦକ୍ଷିଣ-ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ…

ପୁଣି ରାଜ୍ୟକୁ ଫେରିବ ବର୍ଷା, ଆସନ୍ତା ୧୧…

ଭୁବନେଶ୍ୱର: ପୁଣି ରାଜ୍ୟକୁ ଫେରିବ ବର୍ଷା। ଆସନ୍ତା ୧୧ ଓ ୧୨ ତାରିଖରେ ରାଜ୍ୟରେ ବିକ୍ଷିପ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କିଛି ଜିଲ୍ଲାରେ ଘନକୁହୁଡି ହେବା ନେଇ ମଧ୍ୟ ପାଣିପାଗ କେନ୍ଦ୍ର ଆକଳନ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ, ୧୧…

ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବ ଲଘୁଚାପ;…

ଭୁବନେଶ୍ୱର: ଆଜି ସୁଦ୍ଧା ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ୧୬ ସୁଦ୍ଧା ଏକ ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ୧୫ ତାରିଖ ଅପରାହ୍ଣରୁ କିଛି ଉପକୂଳବର୍ତ୍ତୀ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ…

ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ…

ଭୁବନେଶ୍ୱର: ଅବପାତର ରୂପ ନେଲା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହା ବର୍ତ୍ତମାନ ପାରାଦୀପ ଠାରୁ ଦକ୍ଷିଣରେ ୬୧୦ କିମ ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତର ରୂପନେବା ସମ୍ଭାବନା ରହିଛି। ଆଜି ମଧ୍ୟାହ୍ନ ଠାରୁ ଗତିପଥ ପରିବର୍ତ୍ତନ…