Browsing Tag

Rajpath New Name

ରାଜପଥ ହେଲା କର୍ତ୍ତବ୍ୟପଥ, ଏନଡିଏମସି…

ନୂଆଦିଲ୍ଲୀ : ନୂଆଦିଲ୍ଲୀର ଐତିହାସିକ ରାଜପଥର ନାଁ ପରିବର୍ତ୍ତନ ହୋଇଛି। ଏଣିକି ଦିଲ୍ଲୀର ରାଜପଥକୁ ‘କର୍ତ୍ତବ୍ୟ ପଥ’ ନାମରେ ସମଗ୍ର ବିଶ୍ବ ଜାଣିବ।ଏନେଇ ନୂଆ ଦିଲ୍ଲୀ ନଗର ପାଳିକା ପରିଷଦ ପକ୍ଷରୁ ବୁଧବାର ବସିଥିବା ବୈଠକରେ ଅଣାଯାଇଥିବା ପ୍ରସ୍ତାବ ଉପରେ ମୋହର ଲାଗିଛି ।ଏନଡିଏମସି ଅଧିକାରୀ ଏହା ପୂର୍ବରୁ…

ବଦଳିବ ଐତିହାସିକ ଦିଲ୍ଲୀ ‘ରାଜପଥ’ର ନାମ,…

ନୂଆଦିଲ୍ଲୀ : ନୂଆଦିଲ୍ଲୀର ଐତିହାସିକ ରାଜପଥର ନାଁ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। ଏଣିକି ଦିଲ୍ଲୀର ରାଜପଥକୁ ‘କର୍ତ୍ତବ୍ୟ ପଥ’ ନାମରେ ସମଗ୍ର ବିଶ୍ବ ଜାଣିବ। ରାଜପଥ ଏବଂ ସେଣ୍ଟ୍ରାଲ ଭିସ୍ତା ଲନ୍‌ର ନାଁ ପରିବର୍ତ୍ତନ କରିବାକୁ କେନ୍ଦ୍ର ସରକାର ପଦକ୍ଷେପ ନେଇଛନ୍ତି।…