ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

RajyaSabha

ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ…

ଭୁବନେଶ୍ୱର: ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ଅଶ୍ୱିନୀ ବୈଷ୍ଣବ । ବିଜେପିରୁ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି ଅଶ୍ବିନୀ ବୈଷ୍ଣବ । ତାଙ୍କୁ ସମର୍ଥନ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ରାଜ୍ୟର ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ସମର୍ଥନ ଘୋଷଣା କରିଛି ବିଜେଡି। ତେବେ…

ରାଜ୍ୟସଭାରେ ବିଜେଡ଼ି ସାଂସଦ ଉଠାଇଲେ…

ଭୁବନେଶ୍ବର: ରାଜ୍ୟସଭାରେ ବିଜେଡ଼ି ସାଂସଦ ମାନସ ମଙ୍ଗରାଜ, ପ୍ରଶାନ୍ତ ନନ୍ଦ ଓ ସୁଲତା ଦେଓ ମହାନଦୀରେ ଅବର୍ଜନା ପକାଇବା ପ୍ରସଙ୍ଗ ଉଠାଇଛନ୍ତି। ମିଳିତ ଭାବେ ଏକ ଅଣତାରକା ପ୍ରଶ୍ନ ଜରିଆରେ ଏହି ପ୍ରସଙ୍ଗ ଉତ୍ଥାପନ କରିଛନ୍ତି। ଏହାର ଉତ୍ତରରେ କେନ୍ଦ୍ର ଜଙ୍ଗଲ, ପରିବେଶ ଓ ଜଳବାୟୂ ପରିବର୍ତ୍ତନ ବିଭାଗ…

ସୋମବାର ଯାଏଁ ସଂସଦର ଉଭୟ ଗୃହ ମୁଲତବୀ

ନୂଆଦିଲ୍ଲୀ: ଉଭୟ ରାଜ୍ୟସଭା ଓ ଲୋକସଭାକୁ ସୋମବାର ଯାଏଁ ମୁଲତବୀ ରଖାଯାଇଛି । ସଂସଦର ଉଭୟ ଗୃହରେ ଆଜି ମଧ୍ୟ ହୋ ହାଲ୍ଲା ଲାଗି ରହିଥିଲା। ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟ, ଆଦାନୀ ଗ୍ରୁପ୍‌ ଓ ଅନ୍ୟାନ୍ୟ ପ୍ରସଙ୍ଗରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା।  ଉଭୟ ସଦନରେ ଶାସକ ଦଳର ସଦସ୍ୟମାନେ ଲଣ୍ଡନରେ ରାହୁଲ…

ରାଜ୍ୟସଭା ନିର୍ବାଚନ: ଆଜିଠାରୁ ୩ ଆସନ…

ଭୁବନେଶ୍ୱର: ଓଡ଼ିଶାର ୩ଟି ରାଜ୍ୟସଭା ଆସନ ପାଇଁ ନାମାଙ୍କନ ପ୍ରକ୍ରିୟା ମଙ୍ଗଳବାରଠାରୁ ବିଧିବଦ୍ଧ ଭାବେ ଆରମ୍ଭ ହେବ। ବିଜେଡିର ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ଏନ୍‍. ଭାସ୍କର ରାଓ ଏବଂ ଡ. ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ସରିବା ପରେ ଉପରୋକ୍ତ ୩ ଆସନ ଖାଲି ପଡ଼ିଥିଲା। ନିର୍ବାଚନ କମିଶନଙ୍କ ସୂଚନା…