ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Ram Nath Kovind

ଏକ ଦେଶ-ଏକ ନିର୍ବାଚନ ଦିଗରେ ଆଉ ପାଦେ…

ନୂଆଦିଲ୍ଲୀ: ଏକ ଦେଶ-ଏକ ନିର୍ବାଚନ ଦିଗରେ କେନ୍ଦ୍ରସରକାର ପ୍ରଥମ ପଦକ୍ଷେପ ନେଇଛନ୍ତି। ସରକାର ଏ ଦିଗରେ ବିଚାର କରିବା ପାଇଁ ଏକ କମିଟି ଗଠନ କରିଛନ୍ତି। ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଏହି କମିଟିର ସଭାପତି କରାଯାଇଛି। କମିଟିର ସଦସ୍ୟଙ୍କ ଉପରେ ଖୁବ ଶୀଘ୍ର ବିଜ୍ଞପ୍ତି ଜାରି କରାଯିବ।…

ପବିତ୍ର ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ…

ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଭଗବାନ ଜଗନ୍ନାଥ ଯାତ୍ରା ଅବସରରେ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। “ରଥଯାତ୍ରାର ବିଶେଷ ଉତ୍ସବରେ ସମସ୍ତଙ୍କୁ ଶୁଭେଚ୍ଛା। ଆମେ ଭଗବାନ ଜଗନ୍ନାଥଙ୍କୁ ପ୍ରଣାମ କରୁ ଏବଂ ପ୍ରାର୍ଥନା କରୁ ଯେ ତାଙ୍କ ଆଶୀର୍ବାଦ ସମସ୍ତଙ୍କ…

ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ ନେଲା ୨ ଜୀବନ

କାନପୁର : ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଜ ପୈତୃକ ଗ୍ରାମ ଗସ୍ତରେ କାନପୁର ଯାଇଛନ୍ତି। ଏଥିପାଇଁ ଲାଗିଥିବା ପ୍ରୋଟୋକଲ ଯୋଗୁଁ ୨ ଜୀବନ ଚାଲିଯାଇଛି । ଭିଭିଆଇପ ପରିଚାଳନା ଯୋଗୁଁ ଜଣେ ୫୦ ବର୍ଷୀୟ ମହିଳା ବ୍ୟବସାୟୀ ପ୍ରାଣ ହରାଇଛନ୍ତି। ସୂଚନା ଅନୁଯାୟୀ ଶୁକ୍ରବାର ସନ୍ଧ୍ୟାରେ ରାଷ୍ଟ୍ରପତିଙ୍କ…

ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର ହେଲେ…

ନୂଆଦିଲ୍ଲୀ: ଶୁକ୍ରବାର ଦିନ ହଠାତ୍‌ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଦିଲ୍ଲୀସ୍ଥିତ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ସ୍ଥିର ରହିଥିବା ଜଣାପଡ଼ିଛି। ଏହାସହିତ ତାଙ୍କର ଅଧିକ ଚିକିତ୍ସା ପାଇଁ ତାଙ୍କୁ ଆଜି ଦିଲ୍ଲୀ ଏମ୍ସକୁ…

ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅସୁସ୍ଥ,…

ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅସୁସ୍ଥ ହୋଇଥିବା ଜଣାପଡ଼ିଛି । ଛାତିରେ ଯନ୍ତ୍ରଣା କାରଣରୁ ଆର୍ମି ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କୁ ଦିଲ୍ଲୀ ସ୍ଥିତ ଆର୍ମୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ହସ୍ପିଟାଲରେ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ତାଙ୍କ ଚିକିତ୍ସା କରୁଥିବା ଜଣାପଡିଛି ।…

ଆଇଜିଏଚ୍‌ ସୁପର ସ୍ପେସିଆଲିଟି ହସ୍ପିଟାଲ…

ରାଉରକେଲା: ରାଉରକେଲାର ଆଇଜିଏଚ୍‌ ସୁପର ସ୍ପେସିଆଲିଟି ହସ୍ପିଟାଲ ଉଦଘାଟିତ ହୋଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଉରକେଲାରେ ଗସ୍ତରେ ଯାଇଥିବା ବେଳେ ସେ ଆଇଜିଏଚ୍‌ ପରିସରରେ ନିର୍ମିତ ଇସ୍ପାତ ସ୍ନାତକୋତ୍ତର ପ୍ରତିଷ୍ଠାନ ଓ ସୁପର ସ୍ପେସିଆଲିଟି ହସ୍ପିଟାଲର ଉଦ୍‌ଘାଟନ କରିଛନ୍ତି । ଲୋକାର୍ପଣ ହେବା…

ଦେଶର ଲକ୍ଷ୍ଯ ପୂରଣ କରିବେ NIT…

ରାଉରକେଲା: ରାଉରକେଲା ଏନଆଇଟିର ୧୮ତମ ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଯୋଗଦେଇଛନ୍ତି । ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି ଯେ, କଳାର ରାଜ୍ୟ ହେଉଛି ଓଡ଼ିଶା। ଓଡ଼ିଶାର ପରିଚୟ କୋଣାର୍କ ମନ୍ଦିର ବୋଲି କହିଛନ୍ତି। ପଶ୍ଚିମ ଓଡ଼ିଶାର ଗର୍ବ ଓ ଗୌରବ ହେଉଛି ଏନଆଇଟି…

ରାଉରକେଲାରେ ରାଷ୍ଟ୍ରପତି ରାମନାଥ…

ରାଉରକେଲା: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଶା ଗସ୍ତରେ ଆସି ରବିବାର ରାଉରକେଲାରେ ପହଞ୍ଚିଛନ୍ତି। ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ସେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେବେ।ଭୁବନେଶ୍ଵର ବିମାନବନ୍ଦରରୁ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ରାଷ୍ଟ୍ରପତି ରାଉରକେଲା ଅଭିମୁଖେ…

ଓଡ଼ିଶା ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ…

ଭୁବନେଶ୍ବର: ଓଡ଼ିଶାରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି। ବିମାନ ବନ୍ଦରରେ ପହଞ୍ଚିବାପରେ ରାଜ୍ଯପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ…

ଭୁବନେଶ୍ୱର: ଓଡିଶା ଆସୁଛନ୍ତି ରାଷ୍ଟ୍ରପତି। ଆସନ୍ତା ୨୧ ତାରିଖରେ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଓଡିଶା ଆସିବେ ରାଷ୍ଟ୍ରପତି ।ଖବର ଅନୁଯାୟୀ, ଆସନ୍ତା ୨୧ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି। ଗସ୍ତ ସମୟରେ ରାଜଭବନରେ…