ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Rath Jatra

ସେବାୟତ ବେଶରେ ରଥ ଉପରେ ଅଣସେବାୟତ;…

ପୁରୀ: ରଥ ଉପରେ ଅଣ ସେବାୟତଙ୍କ ରିଲ୍ । ଚଳିତ ବର୍ଷ ମହାପ୍ରଭୁଙ୍କ ରଥଯାତ୍ରାବେଳେ  ସେବାୟତ ବେଶରେ ରଥ ଉପରକୁ ଚଢିଛନ୍ତି ଅଣସେବାୟତ । ରଥରେ ରଢ଼ି ରିଲ୍ ତିଆରି କରି ସୋସିଆଲ ମିଡିଆରେ ଛାଡ଼ିଛନ୍ତି ଜଣେ ଅଣ ସେବାୟତ । ଏହି ରିଲ୍ ଏବଂ କିଛି ଫଟୋ ଭାଇରାଲ ହୋଇଛି । ସେମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ…

ସୁନାବେଶରେ ଶ୍ରୀଜିଉ; ସ୍ଵର୍ଣ୍ଣ ଆଭୂଷଣରେ…

ପୁରୀ: ସୁନାବେଶରେ ଝଟକୁଛନ୍ତି ରଥାରୁଢ଼ ଠାକୁର । ମହଣ ମହଣ ସ୍ୱର୍ଣ୍ଣାଳଙ୍କାରରେ ସଜେଇ ହୋଇ ବଡ଼ଦାଣ୍ଡରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରା । ଆଉ ତିନିଠାକୁରଙ୍କ ଏହି ସୁନାବେଶକୁ ଦେଖିବାକୁ ଲୋକାରଣ୍ୟ ହୋଇପଡିଛି ଶ୍ରୀକ୍ଷେତ୍ର । ସୁନାବେଶରେ ଶ୍ରୀଜୀଉଙ୍କ…

ହେରାପଞ୍ଚମୀରେ ମହାପ୍ରଭୁଙ୍କ ମାନବୀୟ…

ପୁରୀ: ନବଦିନାତ୍ମକ ଯାତ୍ରାରେ ଆସି ଆଡ଼ପ ମଣ୍ଡପରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଶ୍ରୀଗୁଣ୍ଡିଚା ମନ୍ଦିରରେ ଚାଲିଛି ମହାପ୍ରଭୁଙ୍କ ନୀତିକାନ୍ତି। ଜନ୍ମବେଦୀରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ତେବେ ରଥଯାତ୍ରାର ଏକ ଅନନ୍ୟ ନୀତି ହେଉଛି ହେରାପଞ୍ଚମୀ। ଦାରୁବିଗ୍ରହଙ୍କ ମାନବୀୟ…

ରାତି ପାହିଲେ ମହାପ୍ରଭୁଙ୍କ…

ପୁରୀ: ରାତି ପାହିଲେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ରତ୍ନ ସିଂହାସନ ଛାଡ଼ି ଭକ୍ତଙ୍କ ଗହଣକୁ ଆସିବେ ମହାବାହୁ କାଳିଆ ସାଆନ୍ତ । ରଥରେ ବିଜେ କରି ନବଦିନାତ୍ମକ ଯାତ୍ରାରେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ ମହାପ୍ରଭୁ । ଭାଇଭଉଣୀଙ୍କୁ ସାଥୀରେ ନେଇ ସିଂହଦ୍ୱାର ସମ୍ମୁଖରେ…

ଆଜି ଶ୍ରୀଜିଉଙ୍କ ନୀଳାଦ୍ରି ବିଜେ;…

ପୁରୀ: ସରିଲା ଘୋଷଯାତ୍ରା। ଆଜି ଘୋଷଯାତ୍ରାର ଶେଷ ପର୍ବ ନୀଳାଦ୍ରି ବିଜେ ନୀତି ହେବ । ୧୨ ଦିନର ଲୀଳାଖେଳା ଶେଷ ପରେ ଆଜି ନୀଳାଦ୍ରି ବିଜେ କରିବେ ଶ୍ରୀଜିଉ । ଶ୍ରୀମନ୍ଦିର ରତ୍ନ ସିଂହାସନକୁ ଫେରିଯିବେ ଚତୁର୍ଦ୍ଧାମୂର୍ତ୍ତି । ଆଜି ସଂନ୍ଧ୍ୟାରେ ଅନୁଷ୍ଠିତ ହେବ ରଥାରୁଢ ଚତୁର୍ଦ୍ଧାମୂରତିଙ୍କ ଗୋଟି ପହଣ୍ଡି…

କାଲି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା:…

ବାଲେଶ୍ଵର: ଆସନ୍ତାକାଲି ରଥଯାତ୍ରା। ଦୀର୍ଘ ଦୁଇ ବର୍ଷ ପରେ ଭକ୍ତଙ୍କ ଗହଳରେ ପାଳିତ ହେବ ରଥଯାତ୍ରା। ଭକ୍ତ ଟାଣିବେ ରଥ। ତେବେ ରଥଯାତ୍ରାକୁ ଦୃଷ୍ଟିରେ ରଖି ବାଲେଶ୍ଵରର ଯୁବ ବ୍ୟବସାୟ ପ୍ରତୀକ ପଣ୍ଡା ଏକ ଭିନ୍ନ ଓ ଆକର୍ଷଣୀୟ ରଥ ପ୍ରସ୍ତୁତି କରିଛନ୍ତି। ବାଉଁଶ ଶିଳ୍ପରୁ ଅନୁପ୍ରାଣିତ ହୋଇ ପ୍ରତୀକ ବାଉଁଶରେ…

ଶୃଙ୍ଖଳିତ ଓ ସୁରକ୍ଷିତ ରଥଯାତ୍ରା ପାଇଁ…

ପୁରୀ: ଆଉମାତ୍ର ୪ଟା ଦିନ ପରେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ବଡ଼ଦାଣ୍ଡରେ ଗଡ଼଼ିବ ତିନିରଥ। ତେବେ ଶୃଙ୍ଖଳିତ ଏବଂ ସୁରକ୍ଷିତ ରଥଯାତ୍ରା ପାଇଁ ଜିଲ୍ଲା ପ୍ରଶାସନ, ପୁଲିସ ଏବଂ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତି ଚଳାଇଛନ୍ତି। ବସୁଛି ଘନ ଘନ ବୈଠକ। ଯେହେତୁ ଦୁଇବର୍ଷ ପରେ ରଥଯାତ୍ରାରେ…