ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Rath Yatra 2023

ସେବାୟତ ବେଶରେ ରଥ ଉପରେ ଅଣସେବାୟତ;…

ପୁରୀ: ରଥ ଉପରେ ଅଣ ସେବାୟତଙ୍କ ରିଲ୍ । ଚଳିତ ବର୍ଷ ମହାପ୍ରଭୁଙ୍କ ରଥଯାତ୍ରାବେଳେ  ସେବାୟତ ବେଶରେ ରଥ ଉପରକୁ ଚଢିଛନ୍ତି ଅଣସେବାୟତ । ରଥରେ ରଢ଼ି ରିଲ୍ ତିଆରି କରି ସୋସିଆଲ ମିଡିଆରେ ଛାଡ଼ିଛନ୍ତି ଜଣେ ଅଣ ସେବାୟତ । ଏହି ରିଲ୍ ଏବଂ କିଛି ଫଟୋ ଭାଇରାଲ ହୋଇଛି । ସେମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ…

ଗୋଟି ପହଣ୍ଡିରେ ଜନ୍ମବେଦୀକୁ ବିଜେ କଲେ…

ପୁରୀ: ଶେଷ ହୋଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡ଼ପ ପହଣ୍ଡି ବିଜେ । ରଥଯାତ୍ରାର ଆଜି ତୃତୀୟ ଦିନରେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପକୁ ବିଜେ କରିଛନ୍ତି ଶ୍ରୀବିଗ୍ରହ । ଗୋଟି ପହଣ୍ଡିରେ ଚତୁର୍ଦ୍ଧା ବିଗ୍ରହ ଆଡ଼ପ ମଣ୍ଡପ(ଜନ୍ମବେଦି)କୁ ବିଜେ କରିଛନ୍ତି । ପରମ୍ପରା ଅନୁସାରେ ସନ୍ଧ୍ୟା ଧୂପ ପରେ ରଥରୁ…

ଆଡପ ମଣ୍ଡପକୁ ବିଜେ କରୁଛନ୍ତି…

ପୁରୀ: ନବଦିନାତ୍ମକ ଯାତ୍ରାରେ ମହାପ୍ରଭୁ ମାଉସୀ ମା’ ଘରକୁ ଆସିଛନ୍ତି । ଆଜି ସମସ୍ତ ନୀତିକାନ୍ତି ସରିବା ପରେ ତିନି ଠାକୁର ଆଡ଼ପ ମଣ୍ଡପ ବିଜେ କରିଛନ୍ତି । ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ବିଜେ ହୋଇଛି । ଘୋଷଯାତ୍ରାରେ ଆସିଥିବା ଚତୁର୍ଦ୍ଧାମୂର୍ତ୍ତି ଜନ୍ମବେଦୀକୁ ବିଜେ ପ୍ରକ୍ରିୟା ଆରମ୍ଭ ହୋଇଛି। ଗୋଟି…

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ…

ପୁରୀ: ଆଜି ଶ୍ରୀଜିଉଙ୍କ ପବିତ୍ର ରଥଯାତ୍ରା । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପବିତ୍ର ରଥଯାତ୍ରା ଅବସରରେ ସମସ୍ତକୁ ମୋର ହାର୍ଦ୍ଦିକ ଶୁଭକାମନା ଜଣାଉଛି । ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ସହଯୋଗରେ ବିକାଶର ନନ୍ଦିଘୋଷ ନୂଆ…

ଆଜି ପବିତ୍ର ଘୋଷଯାତ୍ରା; ବଡ଼ଦାଣ୍ଡରେ…

ପୁରୀ: ଆଜି ଶ୍ରୀଜିଉଙ୍କ ପବିତ୍ର ରଥଯାତ୍ରା । ରତ୍ନବେଦୀ ଛାଡି ରଥାରୁଢ଼ ହୋଇ ଜନ୍ମବେଦୀକୁ ଯିବେ ଚତୁର୍ଦ୍ଧାମୂରତି । ମହାପ୍ରଭୁଙ୍କ ୯ ଦିନିଆ ରଥଯାତ୍ରା ପାଇଁ ରଥ-ପଥ ଓ ଭକ୍ତ ପ୍ରସ୍ତୁତ । ବଡ଼ଦାଣ୍ଡରେ ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ । ନନ୍ଦିଘୋଷ, ତାଳଧ୍ୱଜ, ଦର୍ପଦଳନ ରଥ ପ୍ରସ୍ତୁତ ହୋଇ ରହିଛି…

ରାତି ପାହିଲେ ମହାପ୍ରଭୁଙ୍କ…

ପୁରୀ: ରାତି ପାହିଲେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ରତ୍ନ ସିଂହାସନ ଛାଡ଼ି ଭକ୍ତଙ୍କ ଗହଣକୁ ଆସିବେ ମହାବାହୁ କାଳିଆ ସାଆନ୍ତ । ରଥରେ ବିଜେ କରି ନବଦିନାତ୍ମକ ଯାତ୍ରାରେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ ମହାପ୍ରଭୁ । ଭାଇଭଉଣୀଙ୍କୁ ସାଥୀରେ ନେଇ ସିଂହଦ୍ୱାର ସମ୍ମୁଖରେ…

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପୁଲିସ…

ଭୁବନେଶ୍ବର: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ସହ ସମଗ୍ର ସୁରକ୍ଷା ବ୍ୟବସ୍ଥାକୁ ବିଭିନ୍ନ ଭାଗରେ ବିଭକ୍ତ କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଓ ସେବାକୁ ପ୍ରାଥମିକତା ଦିଆଯାଇଥିବା ବେଳେ ଆଜି ପୁରୀ ପୌର ସଦନରେ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହ ବୈଠକ କରି…