ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Rath Yatra

ପୁରୀରେ ଆରମ୍ଭ ହେଲା ରଥଭଙ୍ଗା କାମ,…

ପୁରୀ: ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ଶାନ୍ତିଶୃଙ୍ଖଳାର ସହ ସମାପନ ପରେ ସିଂହଦ୍ଵାର ଠାରେ ବ୍ୟାରିକେଡ଼ ମଧ୍ୟରେ ରଖାଯାଇଥିବା ରଥ ତ୍ରୟର ଭଙ୍ଗା ଆଜିଠାରୁ ଆରମ୍ଭ ହୋଇଛି । ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଫିଟାଯାଉଛି । ଏହାପରେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ଵଜ ରଥ ଓ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ…

ଦିନକ ପରେ ବାହୁଡ଼ା ଯାତ୍ରା; ଆଜି…

ପୁରୀ: ଗୁଣ୍ଡିଚା ମନ୍ଦିର ଆଡପମଣ୍ଡପରେ ସରି ସରିଆସୁଛି ମହାପ୍ରଭୁଙ୍କ ଲୀଳାଖେଳା। ଆଉ ଦିନକ ପରେ ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଯିବେ ଚତୁର୍ଦ୍ଧାମୂର୍ତ୍ତି। ମଙ୍ଗଳବାର ନବମୀ ସନ୍ଧ୍ୟା ଦର୍ଶନ। ସକାଳ ୭ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ଚତୁର୍ଦ୍ଧବିଗ୍ରହଙ୍କୁ ଦର୍ଶନ କରିପାରିବେ। ୫ଟା ପରେ…

ହେରାପଞ୍ଚମୀରେ ମହାପ୍ରଭୁଙ୍କ ମାନବୀୟ…

ପୁରୀ: ନବଦିନାତ୍ମକ ଯାତ୍ରାରେ ଆସି ଆଡ଼ପ ମଣ୍ଡପରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଶ୍ରୀଗୁଣ୍ଡିଚା ମନ୍ଦିରରେ ଚାଲିଛି ମହାପ୍ରଭୁଙ୍କ ନୀତିକାନ୍ତି। ଜନ୍ମବେଦୀରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ତେବେ ରଥଯାତ୍ରାର ଏକ ଅନନ୍ୟ ନୀତି ହେଉଛି ହେରାପଞ୍ଚମୀ। ଦାରୁବିଗ୍ରହଙ୍କ ମାନବୀୟ…

ଗୋଟି ପହଣ୍ଡିରେ ଜନ୍ମବେଦୀକୁ ବିଜେ କଲେ…

ପୁରୀ: ଶେଷ ହୋଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡ଼ପ ପହଣ୍ଡି ବିଜେ । ରଥଯାତ୍ରାର ଆଜି ତୃତୀୟ ଦିନରେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପକୁ ବିଜେ କରିଛନ୍ତି ଶ୍ରୀବିଗ୍ରହ । ଗୋଟି ପହଣ୍ଡିରେ ଚତୁର୍ଦ୍ଧା ବିଗ୍ରହ ଆଡ଼ପ ମଣ୍ଡପ(ଜନ୍ମବେଦି)କୁ ବିଜେ କରିଛନ୍ତି । ପରମ୍ପରା ଅନୁସାରେ ସନ୍ଧ୍ୟା ଧୂପ ପରେ ରଥରୁ…

ଆଡପ ମଣ୍ଡପକୁ ବିଜେ କରୁଛନ୍ତି…

ପୁରୀ: ନବଦିନାତ୍ମକ ଯାତ୍ରାରେ ମହାପ୍ରଭୁ ମାଉସୀ ମା’ ଘରକୁ ଆସିଛନ୍ତି । ଆଜି ସମସ୍ତ ନୀତିକାନ୍ତି ସରିବା ପରେ ତିନି ଠାକୁର ଆଡ଼ପ ମଣ୍ଡପ ବିଜେ କରିଛନ୍ତି । ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ବିଜେ ହୋଇଛି । ଘୋଷଯାତ୍ରାରେ ଆସିଥିବା ଚତୁର୍ଦ୍ଧାମୂର୍ତ୍ତି ଜନ୍ମବେଦୀକୁ ବିଜେ ପ୍ରକ୍ରିୟା ଆରମ୍ଭ ହୋଇଛି। ଗୋଟି…

ଆଜି ପବିତ୍ର ଘୋଷଯାତ୍ରା; ବଡ଼ଦାଣ୍ଡରେ…

ପୁରୀ: ଆଜି ଶ୍ରୀଜିଉଙ୍କ ପବିତ୍ର ରଥଯାତ୍ରା । ରତ୍ନବେଦୀ ଛାଡି ରଥାରୁଢ଼ ହୋଇ ଜନ୍ମବେଦୀକୁ ଯିବେ ଚତୁର୍ଦ୍ଧାମୂରତି । ମହାପ୍ରଭୁଙ୍କ ୯ ଦିନିଆ ରଥଯାତ୍ରା ପାଇଁ ରଥ-ପଥ ଓ ଭକ୍ତ ପ୍ରସ୍ତୁତ । ବଡ଼ଦାଣ୍ଡରେ ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ । ନନ୍ଦିଘୋଷ, ତାଳଧ୍ୱଜ, ଦର୍ପଦଳନ ରଥ ପ୍ରସ୍ତୁତ ହୋଇ ରହିଛି…

ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ…

ପୁରୀ: ଆଜି ଶ୍ରୀଜିଉଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ରତ୍ନବେଦୀ ଛାଡି ରଥାରୁଢ଼ ହୋଇ ଜନ୍ମବେଦୀକୁ ଯିବେ ମହାପ୍ରଭୁ । ମହାପ୍ରଭୁଙ୍କ ୯ ଦିନିଆ ରଥଯାତ୍ରା ପାଇଁ ରଥ-ପଥ ଓ ଭକ୍ତ ପ୍ରସ୍ତୁତ ଅଛନ୍ତି । ରଥଯାତ୍ରା ପାଇଁ ଲୋକାରଣ୍ୟ ହେବାରେ ଲାଗିଛି ବଡ଼ଦାଣ୍ଡ । ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି…

ରାତି ପାହିଲେ ମହାପ୍ରଭୁଙ୍କ…

ପୁରୀ: ରାତି ପାହିଲେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ରତ୍ନ ସିଂହାସନ ଛାଡ଼ି ଭକ୍ତଙ୍କ ଗହଣକୁ ଆସିବେ ମହାବାହୁ କାଳିଆ ସାଆନ୍ତ । ରଥରେ ବିଜେ କରି ନବଦିନାତ୍ମକ ଯାତ୍ରାରେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ ମହାପ୍ରଭୁ । ଭାଇଭଉଣୀଙ୍କୁ ସାଥୀରେ ନେଇ ସିଂହଦ୍ୱାର ସମ୍ମୁଖରେ…

ରଥଯାତ୍ରାବେଳେ ପୁରୀରେ ମୁତୟନ ହେବେ ୧୮୦…

ପୁରୀ: ଶ୍ରୀଜିଉଙ୍କ ରଥଯାତ୍ରା ବେଳେ ଶ୍ରୀକ୍ଷେତ୍ର ପୁରୀରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଭିଡ ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା ଦାୟିତ୍ଵରେ ରହିବେ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ । ଏନେଇ ପୁରୀ ପୋଲିସ ପକ୍ଷରୁ ପ୍ରସ୍ତୁତ ହୋଇଛି ସ୍ବତନ୍ତ୍ର ବ୍ଲୁପ୍ରିଣ୍ଟ…

ଆଜି ହେରାପଞ୍ଚମୀ; ନନ୍ଦିଘୋଷ ରଥ…

ପୁରୀ: ଆଜି ପବିତ୍ର ହେରା ପଞ୍ଚମୀ । ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଭାଙ୍ଗିବେ ରାଗ ଜର୍ଜରିତ ମାଆ ମହାଲକ୍ଷ୍ମୀ । ଶ୍ରୀଦେବୀ (ଲକ୍ଷ୍ମୀ ଠାକୁରାଣୀ)ଙ୍କୁ ଛାଡି ଜଗନ୍ନାଥ ମହାପ୍ରଭୁ ଭାଇ ଭଉଣୀଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରା କରିଛନ୍ତି। ତାଙ୍କୁ ସାଙ୍ଗରେ ନ ଆଣିଥିବାରୁ ଅଭିମାନରେ ରହିଛନ୍ତି…