Browsing Tag

ratha Yatra 2022

ଆଜିଠୁ ରତ୍ନସିଂହାସନରେ ଦର୍ଶନ ଦେବେ…

ପୁରୀ : ଶେଷରେ ନୀଳକନ୍ଦରକୁ ବିଜେ କରିଛନ୍ତି ନୀଳାଦ୍ରିନାଥ। ଦେବସ୍ନାନ ପୂର୍ଣ୍ଣିମାଠାରୁ ଅର୍ଥାତ୍‍ ୨୯ ଦିନ ଧରି ଖାଲିପଡ଼ିଥିବା ରତ୍ନବେଦି ଚତୁର୍ଦ୍ଧାବିଗ୍ରହଙ୍କ ଅବସ୍ଥାନ ପରେ ପୁଣି ପୂରିଉଠିଛି। ଏହାସହିତ ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚଳିତବର୍ଷ ଘୋଷଯାତ୍ରା ପରିସମାପ୍ତି ଘଟିଛି।…

୧୨ ଦିନର ଲୀଳାଖେଳା ସାରି ରତ୍ନବେଦୀକୁ…

ପୁରୀ: ଘୋଷଯାତ୍ରାର ଅନ୍ତିମ ପର୍ବ ହେଉଛି ‘ନୀଳାଦ୍ରିବିଜେ’। ଶ୍ରୀଗୁଣ୍ଡିଚା ମନ୍ଦିରରେ ରହଣି ପରେ ବାହୁଡ଼ା ଦଶମୀ ଦିନ ଠାକୁରମାନେ ଶ୍ରୀମନ୍ଦିର ସିଂହଦ୍ବାରକୁ ଫେରିଛନ୍ତି। ୧୨ ଦିନର ଲୀଳାଖେଳା ସାରି ଆଜି ରତ୍ନସିଂହାସନକୁ ଫେରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି।  ପ୍ରଥମେ ବଡଭାଇ ବଳଦେବ ବଡ ଦେଉଳକୁ ଯାଇଥିଲେ।…

ବ୍ରହ୍ମତାଳଧ୍ୱଜ ରଥରେ ଶ୍ରୀବଳଦେବଜୀଉଙ୍କ…

କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ତୁଳସୀକ୍ଷେତ୍ରର ସିଦ୍ଧ ଶ୍ରୀବଳଦେବଜୀଉଙ୍କ ବ୍ରହ୍ମତାଳଧ୍ୱଜ ରଥ ମାଉସୀ ମା’ଙ୍କ ମନ୍ଦିରରୁ ଫେରି ସୋମବାର ଚକଡା ଲାଗିଥିଲା । ମଙ୍ଗଳବାର ରଥ ଉପରେ ଶ୍ରୀଜୀୟୁମାନଙ୍କ ରଘୁନାଥ ବେଶ ସମ୍ପନ୍ନ କରାଯାଇଛି । ଶ୍ରୀଜୀଉଙ୍କ ଏହି ଦୁର୍ଲଭ ବେଶକୁ ଦର୍ଶନ କରି ହଜାର ହଜାର ଭକ୍ତ ମହା…

ସରିଲା ମହାପ୍ରଭୁଙ୍କ ଅଧରପଣା ନୀତି,…

ପୁରୀ: ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ତିନିରଥ ଉପରେ ସୋମବାର ଅଧରପଣା ନୀତି ସମ୍ପନ୍ନ ହୋଇଛି। ରଥାରୁଢ଼ ଚତୁର୍ଦ୍ଧା ମୂର୍ତ୍ତିଙ୍କଠାରେ ଲାଗି ହୋଇଛି ସୁସ୍ୱାଦୁ ଓ ସୁବାସିତ ପଣା । ୩ପ୍ରତି ଠାକୁରଙ୍କ ପାଖରେ ୩ ହାଣ୍ଡି ଲେଖାଏ ପଣା ଭୋଗ ହୋଇଛି । ତେବେ ଏହି ପଣା ରଥ ଉପରେ ଲାଗି ପରେ ସେହିଠାରେ ହିଁ…

ଶରଧାବାଲିରେ ଗଡିଲା ୩ ରଥ : ଲକ୍ଷଲକ୍ଷ…

ପୁରୀ : ଆରମ୍ଭ ହେଲା ରଥ ଟଣା । ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଅଭିମୁଖେ ବାହାରିଲେ ମହାବାହୁ । ଶରଧାବାଲିରୁ ବାହାରିଛି ୩ ରଥ। ଗଜପତି ମହାରାଜ ଛେରାପହଁରା କରିବା ପରେ ପ୍ରଥମେ ଗଡ଼ିଲା ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ । ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶେଷରେ ନନ୍ଦିଘୋଷରେ ବିଜେ କରି ଆସୁଛନ୍ତି…

ଆଜିଠୁ ଜନ୍ମବେଦିରେ ଶ୍ରୀଜିଉଙ୍କୁ ଦର୍ଶନ…

ପୁରୀ: ଜନ୍ମବେଦିରେ ମହାପ୍ରଭୁ । ଆଡ଼ପ ବିଜେ ପରେ ଏବେ ଜନ୍ମବେଦିରେ ପୂଜା ପାଉଛନ୍ତି ଚତୁର୍ଦ୍ଧା ମୂରତି । ଆଜି ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ଦର୍ଶନ ମିଳିବା ସହ ବାହାରିବ ଆଡ଼ପ ଅବଢା । ସକାଳୁ ଦ୍ବାରଫିଟା ଯିବା ପରେ ଭିତର ଶୋଧ, ମଙ୍ଗଳ ଆଳତୀ, ମଇଲମ, ଅବକାଶ ନୀତି କରାଯାଇ ଦୈନନ୍ଦିନ ନୀତିକାନ୍ତି…

ଶରଧା ବାଲିରେ ତିନି ରଥ: ମହାପ୍ରଭୁଙ୍କୁ…

ଭୁବନେଶ୍ବର: ଶରଧା ବାଲିରେ ତିନି ରଥ। ପ୍ରଥମେ ପ୍ରଭୁ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ, ତାପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଶରଧା ବାଲିରେ ପହଞ୍ଚିଥିଲା। ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଧିରେଧିରେ ଆସି ଶରଧା ବାଲିରେ ପହଞ୍ଚିଥିଲା। ମହାପ୍ରଭୁଙ୍କୁ ରଥାରୂଢରେ ଦେଖି ଭକ୍ତମାନେ ଭାବ ବିହ୍ବଳ…

ବଡ ଦାଣ୍ଡରେ ରଥ ଟାଣିଲେ ମୁଖ୍ଯମନ୍ତ୍ରୀ

ପୁରୀ: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ହେଉଛି ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନ । ଦୁଇ ବର୍ଷ ପରେ ରଥଯାତ୍ରା ଦେଖିବାକୁ ଭକ୍ତଙ୍କୁ ଅନୁମତି ମିଳିଥିବାରୁ ଜନସମୁଦ୍ରରେ ପରିଣତ ହୋଇଛି ବଡ଼ଦାଣ୍ଡ । ତେବେ ଶ୍ରୀଗୁଣ୍ଡିଚା ଯାତ୍ରା…

ବଡ଼ ଭାଇ ଓ ଭଉଣୀଙ୍କ ପରେ ବଡ଼ଦାଣ୍ଡରେ…

ପୁରୀ : ପ୍ରଥମେ ପ୍ରଭୁ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ, ତାପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗଡ଼ିବା ପରେ ଏବେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥଟଣା ଆରମ୍ଭ ହୋଇଛି। ଏହି ରଥକୁ ଭକ୍ତମାନେ ଟାଣି ନେଉଛନ୍ତି। ଶ୍ରୀକ୍ଷେତ୍ରରେ ପ୍ରବଳ ଜନଗହଳି ପରିଲକ୍ଷିତ ହୋଇଛି। ଏଣେ ଜୟ ଜଗନ୍ନାଥ ଧ୍ବନିରେ…

ବଡ ଭାଇ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ ପରେ…

ପୁରୀ : ସିଂହଦ୍ୱାର ଛାଡି ଗୁଣ୍ଡିଚା ମନ୍ଦିର ଅଭିମୁଖେ ବଡ ଭାଇ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡିବା ପରେ ଏବେ ବଡ଼ଦାଣ୍ଡରେ ଗଡିଛି ହଳଦୀମୁହିଁ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ। ପରମ୍ପରା ଅନୁସାରେ ପ୍ରଥମେ ଶ୍ରୀ ବଳଭଦ୍ରଙ୍କର ରଥ ଟଣା ଯାଇଛି । ରଥରେ ଅଶ୍ୱ ଯୋଖା ହେବା ପରେ ତାଳଧ୍ୱଜ ରଥ ଟଣା ଆରମ୍ଭ ହୋଇଛି…