ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Ratha Yatra Puri

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ…

ପୁରୀ: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆଜି ପ୍ରଥମ ପ୍ରସ୍ତୁତି ବୈଠକ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ବସିଛି । ବୈଠକରେ ଅକ୍ଷୟ ତୃତୀୟାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି, ରଥକାଠ, ତୀର୍ଥ ପୁଷ୍କରିଣୀ ସଫେଇ, ରଥ ନିର୍ମାଣ,…

ସରିଲା ଛେରାପହଁରା ନୀତି, ଆଉ କିଛି ସମୟ…

ପୁରୀ: ଶେଷ ହେଲା ତିନି ଠାକୁରଙ୍କ ଛେରାପହଁରା ନୀତି। ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ନୀତି ଛେରାପହଁରା ନୀତି କରିବାକୁ ଶ୍ରୀନଅରରୁ ତାମ୍‌ଜାନ୍‌ ବସି ଗଜପତି ମହାରାଜ ରଥ ଖଳାକୁ ଆସିଥିଲେ। ରାଜବେଶରେ ଗଜପତି ମହାରାଜ ଗୋଟିଏ ପରେ ଗୋଟିଏ ରଥରେ ଛେରାପହଁରା ନୀତି ସମ୍ପାଦନ କରିଥିଲେ। ଏବେ ତିନି ରଥରେ ଘୋଡା…

ଶୃଙ୍ଖଳିତ ରଥଯାତ୍ରା ସହ ଭକ୍ତମାନେ ଭଲ…

ଭୁବନେଶ୍ବର: ଆଜି ଅନୁଷ୍ଠିତ ହୋଇଥିହା ରଥଯାତ୍ରାର ଶେଷ ସମନ୍ୱୟ ବୈଠକ ଶେଷ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲରେ ଯୋଗଦେଇ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। । ଶୃଙ୍ଖଳିତ ରଥଯାତ୍ରାକୁ ଗୁରୁତ୍ବ ଦିଆଯାଇଛି।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ, ରଥଯାତ୍ରା…

ରଥଯାତ୍ରା ସମୟରେ ଡ୍ରୋନ କ୍ୟାମେରା ଉଡାଣ…

ଭୁବନେଶ୍ବର: ପୁରୀରେ ରଥଯାତ୍ରା ବେଳେ ଡ୍ରୋନ ଉଡ଼ାଣ ଉପରେ ଲାଗିଲା କଟକଣା।  ଏ ନେଇ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ପୁରୀ ପୁଲିସ। ଟ୍ୱିଟରେ କୁହାଯାଇଛି, ଶ୍ରୀଜଗନ୍ନାଥ ମନ୍ଦିର ରେଡ୍‌ ଜୋନ୍‌ରେ ଯାଉଛି। ତେଣୁ ଡ୍ରୋନ ଉଡ଼ାଣ ମନା। ବିନା ଅନୁମତିରେ କେହି ଡ୍ରୋନ ଉଡ଼ାଇ ପାରିବେ ନାହିଁ। ୩ ରଥ ପାଖରେ ଓ…

ରଥଯାତ୍ରାକୁ ଶୃଙ୍ଖଳିତ ଓ ସୁପରିଚାଳନା…

ପୁରୀ: ଆସନ୍ତା ଜୁନ ମାସ ୨୦ ତାରିଖରେ ପୁରୀର ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ଶ୍ରୀ ଜଗନ୍ନାଥ ମନ୍ଦିର ପରମ୍ପରା ଅନୁଯାୟୀ ଶ୍ରୀଜୀଉଙ୍କ ରୀତିନୀତି ବିଭିନ୍ନ ତାରିଖରେ ପାଳନ କରାଯିବ। ଶ୍ରୀଜୀଉଙ୍କ ଗୁରୁତ୍ୱପୂର୍ଣ୍ଣ ରୀତିନୀତି ମଧ୍ୟରେ ଜୁନ ୧୯ ତାରିଖରେ ନବଯୌବନ ଦର୍ଶନ, ଜୁନ ୨୦…

ଆଜିଠୁ ରତ୍ନସିଂହାସନରେ ଦର୍ଶନ ଦେବେ…

ପୁରୀ : ଶେଷରେ ନୀଳକନ୍ଦରକୁ ବିଜେ କରିଛନ୍ତି ନୀଳାଦ୍ରିନାଥ। ଦେବସ୍ନାନ ପୂର୍ଣ୍ଣିମାଠାରୁ ଅର୍ଥାତ୍‍ ୨୯ ଦିନ ଧରି ଖାଲିପଡ଼ିଥିବା ରତ୍ନବେଦି ଚତୁର୍ଦ୍ଧାବିଗ୍ରହଙ୍କ ଅବସ୍ଥାନ ପରେ ପୁଣି ପୂରିଉଠିଛି। ଏହାସହିତ ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚଳିତବର୍ଷ ଘୋଷଯାତ୍ରା ପରିସମାପ୍ତି ଘଟିଛି।…

ଶରଧାବାଲିରେ ଗଡିଲା ୩ ରଥ : ଲକ୍ଷଲକ୍ଷ…

ପୁରୀ : ଆରମ୍ଭ ହେଲା ରଥ ଟଣା । ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଅଭିମୁଖେ ବାହାରିଲେ ମହାବାହୁ । ଶରଧାବାଲିରୁ ବାହାରିଛି ୩ ରଥ। ଗଜପତି ମହାରାଜ ଛେରାପହଁରା କରିବା ପରେ ପ୍ରଥମେ ଗଡ଼ିଲା ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ । ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶେଷରେ ନନ୍ଦିଘୋଷରେ ବିଜେ କରି ଆସୁଛନ୍ତି…

ବଡ ଦାଣ୍ଡରେ ରଥ ଟାଣିଲେ ମୁଖ୍ଯମନ୍ତ୍ରୀ

ପୁରୀ: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ହେଉଛି ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନ । ଦୁଇ ବର୍ଷ ପରେ ରଥଯାତ୍ରା ଦେଖିବାକୁ ଭକ୍ତଙ୍କୁ ଅନୁମତି ମିଳିଥିବାରୁ ଜନସମୁଦ୍ରରେ ପରିଣତ ହୋଇଛି ବଡ଼ଦାଣ୍ଡ । ତେବେ ଶ୍ରୀଗୁଣ୍ଡିଚା ଯାତ୍ରା…

ବିଶ୍ୱପ୍ରସିଦ୍ଧ ରଥଯାତ୍ରା : ଧାଡି…

ପୁରୀ : ବଡ଼ଦାଣ୍ଡରେ ଦୁଇବର୍ଷ ପରେ ଆଜି ପବିତ୍ର ଘୋଷଯାତ୍ରାରେ ପୁଣିଥରେ ଭକ୍ତ-ଭଗବାନଙ୍କ ଅପୂର୍ବ ମିଳନ ହୋଇଛି। ଘୋଷଯାତ୍ରାରେ ଦୁଇବର୍ଷ ଧରି ଖାଲିପଡ଼ିଥିବା ବଡ଼ଦାଣ୍ଡ ପୁଣିଥରେ ଜୟ ଜଗନ୍ନାଥ, ହରିବୋଲ, ହୁଳହୁଳି କୋଳାହଳରେ ପୂରିଉଠିଛି। ରତ୍ନ ସିଂହାସନରୁ ଦର୍ଶନ ଦେଉଥିବା ମହାପ୍ରଭୁ ରଥ ଉପରୁ ଦର୍ଶନ…

ଶୃଙ୍ଖଳିତ ରଥଯାତ୍ରା ପାଇଁ ଡିଜିପିଙ୍କ…

ପୁରୀ : ରାଜ୍ୟରେ ଦୈନିକ କୋଭିଡ୍‍ ସଂକ୍ରମଣ କ୍ରମାଗତ ଭାବେ ଉପର ମୁହାଁ ହୋଇ ରହିଛି। ଆଗକୁ ରଥଯାତ୍ରା ଆସୁଥିବାରୁ ସତର୍କ ରହିବା ପାଇଁ ସ୍ୱାସ୍ଥ୍ୟ ବିଭାଗ ଜନସାଧାରଣଙ୍କୁ ଅନୁରୋଧ କରିବା ସହିତ ପରିସ୍ଥିତି ଉପରେ ନଜର ରଖିବା ପାଇଁ ପୁରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ଦୁଇ ବର୍ଷ ପରେ…