ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Ratha Yatra

ସ୍ନାନଯାତ୍ରା ପାଇଁ ୫ ଥାକିଆ ସୁରକ୍ଷା…

ପୁରୀ: ଆସନ୍ତା ମଙ୍ଗଳବାର ସ୍ନାନପୂର୍ଣ୍ଣିମା। ଦୁଇବର୍ଷ ପରେ ଭକ୍ତଙ୍କ ଗହଣରେ ସ୍ନାନ ନୀତି ଅନୁଷ୍ଠିତ ହେଉଥିବାରୁ ଏବେ ଉତ୍ସବମୁଖର ଶ୍ରୀକ୍ଷେତ୍ର। ପ୍ରବଳ ଭକ୍ତଙ୍କ ସମାଗମ ସମ୍ଭାବନା ଥିବାରୁ ସୁରକ୍ଷା ଏବଂ ଦର୍ଶନ ବ୍ୟବସ୍ଥା ନେଇ ପ୍ରଶାସନିକ ପ୍ରସ୍ତୁତି ଶେଷ ପର୍ଯ୍ଯାୟରେ ପହଞ୍ଚିଛି। ମାର୍କେଟ୍‍ ଛକରୁ…

ସ୍ନାନ ପୂର୍ଣ୍ଣିମା ପାଇଁ ଟ୍ରାଫିକ୍‍…

ପୁରୀ: ଆସନ୍ତା ମଙ୍ଗଳବାର ସ୍ନାନପୂର୍ଣ୍ଣିମା। ଦୁଇବର୍ଷ ପରେ ଭକ୍ତଙ୍କ ଗହଣରେ ସ୍ନାନ ନୀତି ଅନୁଷ୍ଠିତ ହେଉଥିବାରୁ ଏବେ ଉତ୍ସବମୁଖର ଶ୍ରୀକ୍ଷେତ୍ର। ପ୍ରବଳ ଭକ୍ତଙ୍କ ସମାଗମ ସମ୍ଭାବନା ଥିବାରୁ ସୁରକ୍ଷା ଏବଂ ଦର୍ଶନ ବ୍ୟବସ୍ଥା ନେଇ ପ୍ରଶାସନିକ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମାର୍କେଟ୍‍ ଛକରୁ…

ରଥଯାତ୍ରା ପାଇଁ ଚାଲିବ ୧୦୦ଟି ସ୍ବତନ୍ତ୍ର…

କଟକ : ଆସନ୍ତା ଜୁଲାଇ ୧ତାରିଖ ପୁରୀ ରଥଯାତ୍ରା ପାଇଁ କଟକ, ଭୁବନେଶ୍ବର, ପୁରୀ ମଧ୍ୟରେ ନିୟମିତ ବସ୍‌ ବ୍ୟତୀତ ପାଖାପାଖି ୧୦୦ଟି ସ୍ବତନ୍ତ୍ର ବସ ଚଳାଚଳ କରିବ। ଘରୋଇ ବସ୍‌ ମାଲିକ ସଂଘ-ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହି ସ୍ବତନ୍ତ୍ର ବସ୍‌ସେବା ରଥଯାତ୍ରା…

ରଥଖଳା ହାଲଚାଲ: ମହାପ୍ରଭୁଙ୍କ ରଥଯାତ୍ରା…

ପୁରୀ: ଆସନ୍ତା ଜୁଲାଇ ୧ ତାରିଖରେ ମହାପ୍ରଭୁଙ୍କ ରଥଯାତ୍ରା । ଏଥିପାଇଁ ରଥଖଳାରେ ରଥ ନିର୍ମାଣ କାମ ଜାରି ରହିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନ୍ୟାନ୍ୟ ପ୍ରସ୍ତୁତି ଚାଲିଛି । ଇତିମଧ୍ୟରେ ଶନିବାର ପୁରୀରେ ପହଞ୍ଚିଛି ରଥ ଦଉଡ଼ି । ବୀରପ୍ରତାପପୁରସ୍ଥିତ ରାଜ୍ୟ ସମବାୟ କତା ନିଗମରୁ ୧୨ଟି ଦଉଡ଼ି…

ବିଶ୍ଵପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଜୋରଦାର…

ପୁରୀ : ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ନେଇ ଜୋରସୋରରେ ପ୍ରସ୍ତୁତି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଏନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିିହ ହୋଇଯାଇଛି । ଏଥିରେ ଜିଲ୍ଲାପାଳ, ଶ୍ରୀମନ୍ଦିର ନୀତି ଓ ଉନ୍ନୟନ ପ୍ରଶାସକ ପ୍ରମୁଖ…

ଘୋଷଯାତ୍ରାରେ ସାମିଲ ହେବେ ଭକ୍ତ

ପୁରୀ: ଆସନ୍ତା ଜୁଲାଇ ୧ରେ ମହାପ୍ରଭୁଙ୍କ ଘୋଷଯାତ୍ରା। ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଆରମ୍ଭ ହୋଇସାରିଛି ପ୍ରସ୍ତୁତି । ରଥଯାତ୍ରା ନେଇ ପ୍ରସ୍ତୁତି ବୈଠକ ଆଜି ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିଲା। ଗୁରୁତ୍ବପୂର୍ଣ୍ଣ ବୈଠକରେ ବିଭିନ୍ନ ବିଭାଗର ଅଧିକାରୀ ଯୋଗଦେବା ସହ ରଥଯାତ୍ରା ସମୟରେ…

ଆରମ୍ଭ ହେଲା ରଥଭଙ୍ଗା

ପୁରୀ: ଆସନ୍ତା ୧୬ ତାରିଖରୁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ଆରମ୍ଭ ହେବ। ତେବେ ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ନବଦିନାତ୍ମକ ଘୋଷଯାତ୍ରାରୁ ଫେରି ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଠିଆ ହୋଇଥିବା ତିନିରଥ ଭାଙ୍ଗିବା କାର୍ଯ୍ଯ ଗୁରୁବାରଠାରୁ ଆରମ୍ଭ…

କାଲି ଶ୍ରୀଜିଉଙ୍କ ବାହୁଡ଼ା ଯାତ୍ରା: ଦିନ…

ପୁରୀ: ନଅ ଦିନର ଲୀଳାଖେଳା ସାରି ବାହୁଡ଼ିବେ ମହାବାହୁ । ଆଜି ନୀତି ଅନୁସାରେ ସନ୍ଧ୍ୟା ଦର୍ଶନ ଚାଲିଛି । କରୋନା କଟକଣା ପାଇଁ ଭକ୍ତ ଦର୍ଶନରୁ ବଞ୍ଚିତ ହୋଇଛନ୍ତି । ମଙ୍ଗଳବାର ହରିଶୟନ ଏକାଦଶୀରେ ଅନୁଷ୍ଠିତ ଶ୍ରୀଜିଉଙ୍କ ବାହୁଡ଼ା ଯାତ୍ରା । ଏଥିପାଇଁ ନୀତି ନିର୍ଘଣ୍ଟ କରାଯାଇଛି ।-ମଙ୍ଗଳ ଆଳତି-…

ରଥ ଉପରେ ଛେରାପହଁରା କଲେ ମହାପ୍ରଭୁଙ୍କ…

ପୁରୀ: ଧାଡ଼ି ପହଣ୍ଡି ପରେ ରଥାରୂଢ଼ ହୋଇଛନ୍ତି ଚତୁର୍ଦ୍ଧା ମୂର୍ତ୍ତି। ପ୍ରଥମେ ସୁଦର୍ଶନ, ତାପରେ ବଳଭଦ୍ର, ମଝିରେ ଆସିଥିଲେ ଗେଲି ଭଉଣୀ ସୁଭଦ୍ରା ଏବଂ ସବୁଠାରୁ ଶେଷରେ ଟାହିଆକୁ ଦୋହଲାଇ ହୋହଲାଇ ଆସିଥିଲେ ନଟବର ନଟିଆ କାଳିଆ ସାଆନ୍ତ ମହାବାହୁ। ଏହାପରେରଥ ଉପରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ଛେରା…

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ…

ପୁରୀ: ଆଉ ମାତ୍ର ଦିନକ ପରେ ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ମହାମାରୀ କରୋନା କଟକଣା ମଧ୍ୟରେ ମାଉସୀ ମା ଘରକୁ ବୁଲିଯିବେ ଚତୁର୍ଦ୍ଧାମୂର୍ତ୍ତି । ବିଶ୍ୱନିୟନ୍ତାଙ୍କ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ କରିବାକୁ ପୋଲିସ ପକ୍ଷରୁ ନିଆଯାଇଛି ବ୍ୟାପକ ପ୍ରସ୍ତୁତି । ସେପଟେ ପୁରୀରେ…