ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Rukuna Rath Yatra

ଆରମ୍ଭ ହେଲା ରୁକୁଣା ରଥ ଟଣା, ସାମିଲ…

ଭୁବନେଶ୍ୱର: ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରା। ଆରମ୍ଭ ହେଲା ରୁକୁଣା ରଥ ଟଣା।  ପୁଲିସ ଓ ସ୍ବେଚ୍ଛାସେବୀଙ୍କ କର୍ଡନରେ ରଥଟଣା ଆରମ୍ଭ ହୋଇଛି। ରଥଟଣାରେ ହଜାର ହଜାର ଶ୍ରାଦ୍ଧାଳୁ ସାମିଲ ହୋଇଛନ୍ତି। ନୀତିକାନ୍ତିରେ ସାମାନ୍ୟ ବିଳିବମ୍ବ ହୋଇଛି। ଅପରାହ୍ଣ ୩ଟା ସୁଦ୍ଧା ରଥଟଣା ଆରମ୍ଭ ହେବାର ଥିଲା…

ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା…

ଭୁବନେଶ୍ୱର : ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରା। ଏ ନେଇ ନେତ୍ରୋତ୍ସବ ଅର୍ଥାତ୍‌‌ ମଙ୍ଗଳବାର ରଥ ପ୍ରତିଷ୍ଠା ନୀତି ଶେଷ ହେବା ପରେ ଆଜି ବୁଧବାର ପ୍ରାତଃରୁ ମହାପ୍ରଭୁଙ୍କ ନୀତିକାନ୍ତି ଆରମ୍ଭ ହୋଇଥିବା ବେଳେ ଅପରାହ୍ଣ ୩ଟା ସୁଦ୍ଧା ରଥଟଣା ଆରମ୍ଭ ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ଏହାକୁ ଦୃଷ୍ଟିରେ…

ମାଉସୀ’ମା ଛକରେ ପହଞ୍ଚିଲା ରୁକୁଣା ରଥ,…

ଭୁବନେଶ୍ବର : ମାଉସୀମା ଛକ ରେ ସନ୍ଧ୍ୟା ପୂର୍ବରୁ ପହଞ୍ଚିଲା ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ । ରାମେଶ୍ବର ମନ୍ଦିରକୁ ପହଣ୍ଡି ବିଜେ କରିଛନ୍ତି ପ୍ରଭୁ ଲିଙ୍ଗରାଜ । ଗତକାଲି ବଡ଼ ଶଙ୍ଖ ନିକଟରେ ରଥ ଦବିବାରୁ ଆଜି ରଥ ଟଣାଯାଇଥିଲା । ରାମେଶ୍ବର ମନ୍ଦିରରେ ସନ୍ଧ୍ୟାରେ ଶ୍ରୀ ଜୀଉଙ୍କ ସନ୍ଧ୍ୟା ଧୂପ ଓ…

ଆଜି ବିନାଭକ୍ତରେ ଗଡ଼ିବ ରୁକୁଣା ରଥ,…

ଭୁବନେଶ୍ୱର: ଆଜି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା। ରଥଯାତ୍ରା ପରେ ଆସନ୍ତା ୨୪ତାରିଖରେ ହେବ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବାହୁଡା ଯାତ୍ରା। କରୋନା ମହାମାରୀ ମଧ୍ୟରେ ବିନା ଭକ୍ତରେ ରୁକୁଣା ରଥଯାତ୍ରା ଅନୁଷ୍ଠିତ ହେବ। କେବଳ ନୀତିକାନ୍ତିରେ ହେବ ରଥଯାତ୍ରା। ଏଥିପାଇଁ ଶ୍ରୀଲିଙ୍ଗରାଜ…