ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Russian President Putin

ରୁଷ ରାଷ୍ଟ୍ରପତି ପୁଟିନଙ୍କୁ ହୃଦଘାତ !

ମସ୍କୋ : ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ହୃଦଘାତ ହୋଇଥିବା ଖବର ହସ୍ତଗତ ହୋଇଛି । କେତେକ ଗଣମାଧ୍ୟମ ରିପୋର୍ଟ ଅନୁସାରେ ପୁଟିନଙ୍କୁ ତାଙ୍କ ବେଡରୁମରେ ଅଚେତ ଅବସ୍ଥାରେ ପାଇଥିଲେ ତାଙ୍କ ଅଙ୍ଗରକ୍ଷୀ । ଘଟଣାଟି ରବିବାର ସନ୍ଧ୍ଯାରେ ଘଟିଥିବା ଜଣାଯାଇଛି। ତେବେ ଏହି ଘଟଣା ସଂପର୍କରେ ରୁଷ ସରକାର…

ଖାରକିଭରୁ ଭାରତୀୟଙ୍କୁ ସୁରକ୍ଷିତ ଭାବେ…

ନୂଆଦିଲ୍ଲୀ: ୟୁକ୍ରେନ୍ ଓ ଋଷ ମଧ୍ୟରେ ଜାରି ରହିଛି ଘମାଘୋଟ ମହାଯୁଦ୍ଧ । ରୁଷର ଭୟଙ୍କର ହମଲାରେ ୟୁକ୍ରେନର ଏକାଧିକ ସହର ଏବେ ଧ୍ୱଂସ ହେବାକୁ ବସିଲାଣି। ଏଭଳି ସମୟରେ ଯୁଦ୍ଧଗ୍ରସ୍ତ ଦେଶରୁ ଭାରତୀୟଙ୍କୁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କରିବାକୁ ଭାରତ ପକ୍ଷରୁ ଚାଲିଛି ଜୋରଦାର ପ୍ରୟାସ । ଏଥିପାଇଁ…

୩୬ଟି ଦେଶର ବିମାନକୁ ନିଜର ଏୟାର…

ନୂଆଦିଲ୍ଲୀ: ରୁଷ ବେସାମରିକ ବିମାନ ଚଳାଚଳ କର୍ତ୍ତୃପକ୍ଷ ୩୬ଟି ଦେଶର ବିମାନ ଉପରେ କଟକଣା ଲଗାଇଛି । ୟୁକ୍ରେନ୍ ଉପରେ ରୁଷର ଆକ୍ରମଣ ପରେ ଅନେକ ଦେଶ ରୁଷ ଉପରେ ପ୍ରତିବନ୍ଧକ ଲଗାଇବା ପରେ ଏପରି ପଦକ୍ଷେପ ନେଇଛି ରୁଷ । ରୁଷ ବେସାମରିକ ବିମାନ ଚଳାଚଳ କର୍ତ୍ତୃପକ୍ଷଙ୍କ ନିଷ୍ପତି ଅନୁଯାୟୀ ବ୍ରିଟେନ୍ ଓ…

ଆଫଗାନିସ୍ତାନ ସଙ୍କଟକୁ ନେଇ ଦୁଇ ବିଶ୍ବ…

ନୂଆଦିଲ୍ଲୀ : ଆଫଗାନିସ୍ତାନ ଏବେ ତାଲିବାନ କବଜାରେ ରହିଛି । ଆଫଗାନ ସଙ୍କଟ ସାରା ବିଶ୍ବରେ ପ୍ରଭାବ ପକାଇଛି । ଏହାରି ମଧ୍ୟରେ ଆଜି ଆଫଗାନିସ୍ତାନର ସାମ୍ପ୍ରତିକ ପରିସ୍ଥିତି ଉପରେ ଦୁଇ ବିଶ୍ବନେତା ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଆଲୋଚନା…