ରାଜ୍ୟ ବଜେଟ୍ ୨୦୨୧-୨୨: ଏସ୍ସିବି ପାଇଁ…
ଭୁବନେଶ୍ବର : ବିଧାନସଭାରେ ଉପସ୍ଥାପିତ ହୋଇଛି ୨୦୨୧-୨୨ ଆର୍ଥିକ ବର୍ଷର ବଜେଟ୍। ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ କୋଭିଡ ମହାମାରୀ ପରେ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ଚଳିତ ବଜେଟ ଉପସ୍ଥାପନରେ ସ୍ବାସ୍ଥ୍ୟସେବାକୁ ବେଶ୍ ଗୁରୁତ୍ବ ଦିଆଯାଇଛି। ଓଡ଼ିଶାରେ…