ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

school

ଛାତ୍ରଛାତ୍ରୀମାନଙ୍କ ଡିହାଇଡ୍ରେସନ…

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଅସହ୍ୟ ଖରା ବଢ଼ୁଥିବାରୁ ଛାତ୍ରଛାତ୍ରୀମାନଙ୍କ ଡିହାଇଡ୍ରେସନ ସମସ୍ୟା ଦୂର ପାଇଁ ଏଣିକି ସ୍କୁଲରେ ବାଜିବ ୱାଟର ବେଲ୍ ବା ଜଳପାନ ବିରତି ଘଣ୍ଟି । ସ୍କୁଲରେ ପାଣି ପିଇବାକୁ ନିୟମିତ ବ୍ୟବଧାନରେ ଏହି ଜଳ ବିରତି ଘଣ୍ଟି ବାଜିବ। ସ୍କୁଲ ଓ ଗଣଶିକ୍ଷା ବିଭାଗ ଏହି ନିଷ୍ପତ୍ତି…

୭୧ ହଜାର ୬୧୮ ଛାତ୍ରଛାତ୍ରୀଙ୍କୁ ଦିଆଯିବ…

ଭୁବନେଶ୍ୱର: ୨୦୨୩-୨୪ରେ ଶିକ୍ଷା ବିଭାଗକୁ ୨୨ ହଜାର କୋଟି ଟଙ୍କା ମଞ୍ଜୁର ହୋଇଛି। ଯାହାକି ଗତବର୍ଷ ତୁଳନାରେ ୫ ପ୍ରତିଶତ ଅଧିକ ରହିଛି । ଏନେଇ ଗଣଶିକ୍ଷା ବିଭାଗ ପ୍ରେସମିଟ୍‌ କରି ସୂଚନା ଦେଇଛି । ଗଣ ଶିକ୍ଷା ବିଭାଗରେ ୫୧ ହଜାର ୫୩୫ଟି ପଦବୀ ସୃଷ୍ଟି ହୋଇଛି । ୫ ଜିଲ୍ଲାର ୨୨୧ ବହୁଭାଷୀ ଶିକ୍ଷକଙ୍କ…

ରାଜ୍ୟରେ ଖୋଲିଲା ସ୍କୁଲ୍: ଆଜିଠୁ…

ଭୁବନେଶ୍ୱର: ଆଜିଠାରୁ ଛାତ୍ରଛାତ୍ରୀ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଶ୍ରେଣୀଗୃହରେ ପାଠପଢ଼଼ିବା ଆରମ୍ଭ ହୋଇଛି। ରାଜ୍ୟରେ କରୋନା ସ୍ଥିତିରେ ସୁଧାର ଆସିବା ପରେ ସ୍କୁଲ୍‍, କଲେଜ୍‍ ଖୋଲିବା ନେଇ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଦୀର୍ଘ ୨ବର୍ଷ ପରେ ଶ୍ରେଣୀ ପାଠପଢ଼଼ା ଆରମ୍ଭ ହେବାକୁ ଯାଉଛି। ରାଜ୍ୟରେ…

ଟ୍ରାକକୁ ଫେରିବ ଶିକ୍ଷା ବ୍ୟବସ୍ଥା:…

ଭୁବନେଶ୍ୱର: ଦୁଇ ବର୍ଷ ପରେ ସ୍ୱାଭାବିକ ହେବାକୁ ଯାଉଛି ଶିକ୍ଷା ବ୍ୟବସ୍ଥା । ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ଯନ୍ତ ପୂର୍ବ ଭଳି ଅଫଲାଇନ୍ ପାଠପଢ଼ା ଆରମ୍ଭ ହୋଇଥିବା ବେଳେ ନଭେମ୍ବର ପହିଲାରୁ ଖୋଲିବ ଯୁକ୍ତ ତିନି । ଏବେ ସରକାର ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ଯନ୍ତ ସ୍କୁଲ ଖୋଲିବାକୁ ପ୍ରକ୍ରିୟା ଆରମ୍ଭ…

ଦେଢ଼ ବର୍ଷ ପରେ ଅଫ୍‌ଲାଇନ୍ ପାଠପଢ଼ା,…

ଭୁବନେଶ୍ୱର : ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲରେ ଆଜିଠୁ ଅଷ୍ଟମ ଶ୍ରେଣୀ ଖୋଲିଛି। ଦୀର୍ଘ ଦେଢ଼ ବର୍ଷ ପରେ ପିଲାମାନେ ଅଫ୍‌ଲାଇନ୍‌ରେ ପାଠ ପଢ଼ିବେ। ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ସାମ୍ନାରେ ଦେଖିବେ। ଏଥିପାଇଁ ପିଲାଙ୍କ ମନରେ ଉତ୍ସାହ। ସେପଟେ ଛାତ୍ରଛାତ୍ରୀଙ୍କୁ ସ୍ବାଗତ କରିବାକୁ ଶିକ୍ଷକ,…

ପ୍ରଥମରୁ-ଅଷ୍ଟମ ଶ୍ରେଣୀ ଯାଏ ବିନା…

ଭୁବନେଶ୍ବର: ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ବିନା ପରୀକ୍ଷାରେ ପାସ ହେବେ ଛାତ୍ରଛାତ୍ରୀ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।କୋଭିଡ ମହାମାରୀ ପାଇଁ  ଚଳିତ ବର୍ଷ କୌଣସି କ୍ଲାସ ହୋଇ ନ ଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି। ଏପରିକି ଏପ୍ରିଲରେ ବି ନୂତନ…

ଘରୋଇ ସ୍କୁଲ୍‌ରେ ପଢିବେ ଗରିବ ପିଲା :…

ଭୁବନେଶ୍ୱର : ଏଣିକି ଘରୋଇ ସ୍କୁଲଗୁଡ଼ିକରେ ଆର୍ଥିକ ଅନଗ୍ରସର ପିଲାଙ୍କ ପାଇଁ ୨୫ ପ୍ରତିଶତ ସ୍ଥାନ ସଂରକ୍ଷିତ ରହିବ। ଏନେଇ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ପ୍ରତି ଘରୋଇ ବିଦ୍ୟାଳୟର ସିଓଆର ଯାଞ୍ଚ କଡ଼ାକଡ଼ି ସହିତ ସଂରକ୍ଷିତ ସିଟ୍‌ରେ  ନାମଲେଖା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ…