ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Scrub Typhus

ସୁନ୍ଦରଗଡ଼ରେ ଆଉ ୬ ନୂଆ ସ୍କ୍ରବ ଟାଇଫସ…

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ବେକାବୁ ସ୍କ୍ରବ ଟାଇଫସ । ୨୪ ଘଣ୍ଟାରେ ପୁଣି ୬ ଆକ୍ରାନ୍ତ ଚିହ୍ନଟ। ୪୩ଟି ରକ୍ତ ନମୁନା ପରୀକ୍ଷାରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୬୧କୁ ବୃଦ୍ଧି ପାଇଛି । ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯଥେଷ୍ଟ…

ରାଜ୍ୟରେ ୨ ହଜାରରୁ ଉର୍ଦ୍ଧ୍ବ ଲୋକ…

ଭୁବନେଶ୍ବର: ରାଜ୍ୟରେ ସ୍କ୍ରବ୍ ଟାଇଫସ୍ ସଂକ୍ରମଣ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ।  ସେ କହିଛନ୍ତି, ଏବେ ସୁଦ୍ଧା ସ୍କ୍ରବ୍ ଟାଇଫସ୍‌ରେ ୨ ହଜାରରୁ ଅଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି । ୨୦ ହଜାରରୁ ଅଧିକ ଟେଷ୍ଟ ହୋଇଛି । କେନ୍ଦ୍ରୀୟ ଟିମ୍ ଓଡିଶା ଗସ୍ତରେ ଆସି…

ସ୍କ୍ରବ୍ ଟାଇଫସ ସ୍ଥିତି ସମୀକ୍ଷା ପାଇଁ…

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ୬ ଜଣିଆ କେନ୍ଦ୍ରୀୟ ସ୍ବାସ୍ଥ୍ୟ ବିଭାଗ ଟିମ । ସ୍କ୍ରବ ଟାଇଫସ ସ୍ଥିତି ସମୀକ୍ଷା ପାଇଁ ସୁନ୍ଦରଗଡ଼ ଆସିଲେ ଜାତୀୟ ସ୍ବାସ୍ଥ୍ୟ ମିଶନର ଛଅ ଜଣିଆ ଟିମ । ଜିଲ୍ଲାରେ ସ୍କ୍ରବ ଟାଇଫସ ସ୍ଥିତି ସମ୍ପର୍କରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ସହ ଆଲୋଚନା କରୁଛନ୍ତି କେନ୍ଦ୍ରୀୟ…

ସୁନ୍ଦରଗଡ଼ରେ ଆଉ ୧୩ ନୂଆ ସ୍କ୍ରବ ଟାଇଫସ…

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୩ ନୂଆ ସ୍କ୍ରବ୍ ଟାଇଫସ୍‌ ଆକ୍ରାନ୍ତ । ନୂଆ ଆକ୍ରାନ୍ତଙ୍କୁ ମିଶାଇ ସୁନ୍ଦରଗଡ଼ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨୬୩କୁ ବୃଦ୍ଧି ପାଇଛି। ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା…

ସୁନ୍ଦରଗଡ଼ରେ ପୁଣି ୧୪ ନୂଆ ସ୍କ୍ରବ୍…

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍ । ଗତ ୪୮ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୪ ନୂଆ ସ୍କ୍ରବ୍ ଟାଇଫସ୍‌ ଆକ୍ରାନ୍ତ । ୮୬ଟି ରକ୍ତ ନମୁନା ମଧ୍ୟରୁ ୧୪ଟି ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ସୁନ୍ଦରଗଡ଼ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨୪୪କୁ…

ଦିନକୁ ଦିନ ବେକାବୁ ହେଉଛି ସ୍କ୍ରବ…

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ କାୟା ମେକାଉଛି ସ୍କ୍ରବ ଟାଇଫସ । ୨୪ ଘଣ୍ଟା ମଧ୍ୟରେ ପୁଣି ୯ ଜଣ ଆକ୍ରାନ୍ତ ଚିହ୍ନଟ। ୪୯ ଜଣଙ୍କ ରକ୍ତ ନମୁନା ପରୀକ୍ଷା ପରେ ୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୦କୁ ବୃଦ୍ଧି । ପୂର୍ବରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ…

ସୁନ୍ଦରଗଡ଼ରେ ଆଉ ୧୦ ନୂଆ ସ୍କ୍ରବ ଟାଇଫସ…

ସୁନ୍ଦରଗଡ଼: ଚିନ୍ତା ବଢ଼ାଇଲାଣି ସ୍କ୍ରବ ଟାଇଫସ । ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୦ ନୂଆ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୫୧ ଜଣଙ୍କ ରକ୍ତ ନମୁନା ମଧ୍ୟରୁ ୧୦ ପଜିଟିଭ ଚିହ୍ନଟ। ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୧କୁ…

ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ୍…

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୦ ଆକ୍ରାନ୍ତ । ନୂଆ ଆକ୍ରାନ୍ତଙ୍କୁ ମିଶାଇ ସୁନ୍ଦରଗଡ଼ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୧୯୩କୁ ବୃଦ୍ଧି ପାଇଛି । ପୂର୍ବରୁ ସ୍କ୍ରବ ଟାଇଫସରେ ଜଣଙ୍କର ମୃତ୍ୟୁ ହୋଇଥିଲା । ତେବେ ଚିକିତ୍ସା…

ଚିନ୍ତା ବଢ଼ାଉଛି ସ୍କ୍ରବ୍ ଟାଇଫସ,…

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ବଢ଼ୁଛି ସ୍କ୍ରବ ଟାଇଫ୍‌ସ। ଆଜି ପୁଣି ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛି। ଏଥିସହ ସଂଖ୍ୟା ୧୮୦ରେ ପହଞ୍ଚିଛି। ୫୪ଟି ନମୁନା ମଧ୍ୟରୁ ୧୧ ସ୍କ୍ରବ ଟାଇଫସ୍ ଚିହ୍ନଟ ହେବା ସ୍ବାସ୍ଥ୍ୟ ବିଭାଗକୁ ଚିନ୍ତାରେ ପକାଇଛି। ୧୪ ତାରିଖରେ ଜିଲ୍ଲାରେ ରାଜ୍ୟର ସର୍ବାଧିକ ୩୦ ଜଣ ଚିହ୍ନଟ ହୋଇଥିବାବେଳେ…

ଚିନ୍ତା ବଢ଼ାଉଛି ସ୍କ୍ରବ୍ ଟାଇଫସ, ୨୪…

ସୁନ୍ଦରଗଡ଼: ଦିନକୁ ଦିନ ଚିନ୍ତା ବଢ଼ାଉଛି ସ୍କ୍ରବ୍ ଟାଇଫସ । ସୁନ୍ଦରଗଡ଼ ଜିଲ୍ଲାରେ ୨୪ ଘଣ୍ଟାରେ ପୁଣି ୭ ଜଣ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୯କୁ ଛୁଇଁଛି । ସ୍କ୍ରବ ଟାଇଫସରେ ବର୍ତ୍ତମାନ ସୁଦ୍ଧା ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି ।…