ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

shree-jagannath-temple

ଆଜି ଠାରୁ ଶ୍ରୀମନ୍ଦିରରେ ପହିଲି ଭୋଗ…

ପୁରୀ: ଆଜି ଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ ନୀତି। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଥିବା ବେଳେ ଏହି ନୀତି ଦୀର୍ଘ ଏକ ମାସ ଧରି ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ। ଏହି ଏକ ମାସ ମା ମହାଲକ୍ଷ୍ମୀ ବାପ ଘରକୁ ଯିବାର ବିଧି…

ଶ୍ରୀମନ୍ଦିରରେ ଏଏସଆଇ ଟିମ୍: ନାଟମଣ୍ଡପ ଓ…

ପୁରୀ: ଶ୍ରୀମନ୍ଦିରରେ ଏଏସଆଇ ଟିମ୍ । ନାଟମଣ୍ଡପ ଓ ଜଗମୋହନର ସ୍ଥିତି ଅନୁଧ୍ୟାନ କରୁଛନ୍ତି ଏଏସଆଇ ଟିମ୍ । ଏହାସହ ନାଟମଣ୍ଡପ ଓ ଜଗମୋହନର ସ୍ଥାୟୀ ସମାଧାନ ବାହାର କରାଯିବା ବୋଲି ଜଣାପଡ଼ିଛି। ଏଥିଲାଗି ଦିଲ୍ଲୀ ସ୍ଥିତ ଭାରତୀୟ ପ୍ରତ୍ନତତ୍ତ୍ଵ ସର୍ବେକ୍ଷଣ ସଂସ୍ଥା ମୁଖ୍ୟ ଦପ୍ତରରୁ ଏକ ଉଚ୍ଚକ୍ଷମତା…

ଆଜିଠୁ ସିଂହଦ୍ୱାର ସହ ପଶ୍ଚିମ ଦ୍ୱାର ଦେଇ…

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ପଶ୍ଚିମ ଦ୍ୱାର ଦେଇ ଦର୍ଶନ ବ୍ୟବସ୍ଥା କରାଯାଇଛି । ସିଂହଦ୍ୱାର ସମେତ ପଶ୍ଚିମ ଦ୍ୱାରରେ ମଧ୍ୟ ଭକ୍ତମାନେ ମନ୍ଦିର ଭିତରକୁ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ । ଆଗକୁ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଥିବାରୁ ରଥ ଖଳାରେ ଆସନ୍ତା ଅକ୍ଷୟ ତୃତୀୟାଠାରୁ ରଥ ନିର୍ମାଣ କାର୍ଯ୍ଯ…

ଶ୍ରୀମନ୍ଦିର ଗରିବ ସେବାୟତଙ୍କୁ ମିଳିବ…

ପୁରୀ : ଶ୍ରୀମନ୍ଦିର ଗରିବ ସେବାୟତଙ୍କୁ ମିଳିବ ଘର । ପ୍ରାଥମିକ ପର୍ୟ୍ୟାୟରେ ୪୦୦ ସେବାୟତଙ୍କୁ ମିଳିବ ଘର । ଆର୍ଥିକ ସ୍ଥିତି ଦୁର୍ବଳ ଥିବା ସେଵକଙ୍କ ଘର ପାଇଁ ନୂଆ ପରିଚାଳନା କମିଟିର ପ୍ରଥମ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରୀଷନ କୁମାର ।…