ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Shreemandir

ୟୁଟ୍ୟୁବର କାମିଆ ଜାନିଙ୍କ ସ୍ପଷ୍ଟୀକରଣ:…

ଭୁବନେଶ୍ବର: ୟୁଟ୍ୟୁବର କାମିଆ ଜାନିଙ୍କ ଜଗନ୍ନାଥ ମନ୍ଦିରରେ ପ୍ରବେଶକୁ ନେଇ ବିବାଦ ପ୍ରସଙ୍ଗ । ବିବାଦ ଜୋର ଧରିବା ପରେ ସୋସିଆଲ ମିଡିଆରେ ସ୍ପଷ୍ଟୀକରଣ ରଖିଲେ ୟୁଟ୍ୟୁବର କାମିଆ ଜାନି । ଖାଦ୍ୟ, ଯାତ୍ରା ଏବଂ ସାଂସ୍କୃତିକ ବିଷୟକୁ ନେଇ ଡକ୍ୟୁମେଣ୍ଟାରୀ ପ୍ରସ୍ତୁତ କରନ୍ତି କାମିଆ । କହିଲେ- ପୁରୀ ଯାଇ…

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ତିଥିରେ…

ପୁରୀ: ଶେଷ ହେଲା ଧର୍ମମାସ କାର୍ତ୍ତିକ । ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ତିଥିରେ ରତ୍ନସିଂହାସନରେ ଚତୁର୍ଦ୍ଧାବିଗ୍ରହଙ୍କର ଦୁର୍ଲ୍ଲଭ ସୁନାବେଶ ଲାଗି ଶ୍ରୀକ୍ଷେତ୍ର ହୋଇଥିଲା ଭକ୍ତମୟ । ଭୋରରୁ ସିଂହଦ୍ୱାରରେ ଭକ୍ତଙ୍କ ଲମ୍ବା ଧାଡି ଲାଗିଥିଲା । ତେବେ ସଅଳ ନୀତିକାନ୍ତି ଏବଂ ପୁଲିସ ପ୍ରଶାସନର ପୂର୍ଣ୍ଣ…

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା; ୧୦୮…

ପୁରୀ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ସକାଳ ୭ଟା ସୁଦ୍ଧା ମହାପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରା ଓ ମହାପ୍ରଭୁ ଜଗନ୍ନାଥଙ୍କ ପହଣ୍ଡି ସରିଯାଇଛି। ଶ୍ରୀଜିଉମାନେ ସ୍ନାନ ବେଦୀରେ ଉପବିଷ୍ଟ ହୋଇ ସାରିଲେଣି। ଶ୍ରୀଜିଉମାଙ୍କୁ ଧାଡି ପହଣ୍ଡିରେ ଅଣାଯାଇଛି । ଆଉ କିଛି ସମୟ ପରେ ପ୍ରତିଦିନ ବିମ୍ବ (ଦର୍ପଣ)…

ଆଜିଠୁ ତିନିଦିନ ଯାଏଁ ଶ୍ରଦ୍ଧାଳୁଙ୍କ…

ପୁରୀ: ଆଜିଠୁ ତିନିଦିନ ଯାଏଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରଖିବାକୁ ମନ୍ଦିର ପ୍ରଶାସନ ଘୋଷଣା କରିଛି । ସୋମବାରଠୁ ଶ୍ରଦ୍ଧାଳୁଙ୍କ ଲାଗି ମନ୍ଦିର ଖୋଲିବାକୁ ଥିବା ବେଳେ, ନୂଆ କଟକଣା ଅନୁଯାୟୀ ଦର୍ଶନ କରିବେ ଶ୍ରଦ୍ଧାଳୁ । ଗଣେଶ ପୂଜା, ଦୁଇଦିନିଆ ସପ୍ତାହାନ୍ତ ଦର୍ଶନ ବନ୍ଦ ପରିପ୍ରେକ୍ଷୀରେ…

ପୁନର୍ଗଠିତ ହେଲା ଶ୍ରୀମନ୍ଦିର ପରିଚାଳନା…

ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟିର ପୁନର୍ଗଠନ କରିଛନ୍ତି ରାଜ୍ୟ ସରକାର । ଶ୍ରୀମନ୍ଦିରର ପରିଚାଳନା କମିଟିକୁ ୧୦ ଜଣ ନୂଆ ସଦସ୍ୟଙ୍କୁ ମନୋନୀତ କରାଯାଇଛି । ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ରଙ୍କୁ ସଦସ୍ୟ କରାଯାଇଛି । ସେ ମୁକ୍ତିମଣ୍ଡପକୁ ପ୍ରତିନିଧିତ୍ୱ କରିବେ । ସେହିପରି ପୂଜାପଣ୍ଡା…

ଆସନ୍ତାକାଲିଠୁ ଗୁଣ୍ଡିଚା ମନ୍ଦିରର…

ପୁରୀ: ଶରଧାବାଲିରେ ତିନି ରଥ, ରଥାରୂଢ ହୋଇ ଦର୍ଶନ ଦେଉଛନ୍ତି ମହାବାହୁ। ଆଜି ସନ୍ଧ୍ୟାରେ ଶରଧାବାଲିରୁ ଆଡ଼ପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି। ରତ୍ନବେଦୀରୁ ଜନ୍ମବେଦୀକୁ ଆସିବା ପରେ ଥକିଯାଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। କାଳିଆ ଦେହ ଦରଜକୁ କମାଇବା ପାଇଁ ମଙ୍ଗଳ ଆଳତି ପରେ ସେବାୟତ ମାନେ…

ଶ୍ରୀମନ୍ଦିରରୁ ତିନି ରଥକୁ ବିଜେ ହେଲା…

ପୁରୀ: ଶ୍ରୀମନ୍ଦିରରୁ ତିନି ରଥକୁ ବିଜେ ହେଲା ଆଜ୍ଞାମାଳ । ଆସନ୍ତାକାଲି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ଆଜି ପରମ୍ପରା ଅନୁସାରେ ସକାଳ ଧୂପ ନୀତି ପରେ ମହାପ୍ରଭୁଙ୍କ ନିକଟରୁ ଆଜ୍ଞା ମାଳ ରଥ ଖଳାକୁ ବିଜେ କରାଯିବ। ତିନି ବାଡ଼ରେ ପୂଜାପଣ୍ଡା ସେବକ ମାନେ ଏହି ଆଜ୍ଞା ମାଳ ବିଜେ କରାଇବେ। ଆଜ୍ଞା ମାଳ ବିଜେ…

ସୁରକ୍ଷା ବଳୟ ଭାଙ୍ଗି ଅରୁଣ ସ୍ତମ୍ଭ…

ପୁରୀ: ଶ୍ରୀମନ୍ଦିର ସୁରକ୍ଷା କରିଡର ମଧ୍ୟରେ ଦେଖିବାକୁ ମିଳିଛି ଅଭାବନୀୟ ଦୃଶ୍ୟ | ସୁରକ୍ଷା ବଳୟ ଭାଙ୍ଗି ଆଜି ଏକ ଗାଡ଼ି ଅରୁଣ ସ୍ତମ୍ଭ ନିକଟରେ ପହଞ୍ଚିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି । ସମ୍ପୃକ୍ତ ଗାଡ଼ିରେ କେହି ଜଣେ ଅଧିକାରୀ ତାଙ୍କ ପରିବାରକୁ ନେଇ ଆସିଥିବା ବେଳେ 75ମିଟର କରିଡର…

ଭକ୍ତଙ୍କ ପାଇଁ ଜୁଲାଇ ୨୫ ପର୍ଯ୍ୟନ୍ତ…

ମନ୍ଦିର ଖୋଲିବା ନେଇ ପୁଣି କଟକଣା ଜାରି କଲା ଶ୍ରୀମନ୍ଦିର ପ୍ରଶାସନ । ଭକ୍ତ ଏବଂ ଭଗବାନଙ୍କ ମଧ୍ୟରେ ବାଡ଼ ହୋଇ ଛିଡ଼ା ହୋଇଛି କରୋନା। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବର୍ତ୍ତମାନ ପାଇଁ ମନ୍ଦିର ନଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ରଥ ଯାତ୍ରା ପରେ ମନ୍ଦିର ଖୋଲିବା ନେଇ ପରବର୍ତ୍ତୀ ନିଷ୍ପତ୍ତି…

କରୋନାରେ ମାତିଲେ ଚୋର, ଶ୍ରୀମନ୍ଦିର…

ପୁରୀ: ଠାକୁରଙ୍କ ସମ୍ପତିକୁ ମଧ୍ୟ ଛାଡ଼ୁନାହାନ୍ତି ଚୋର। ତାକୁ ଚୋରି କରିବାକୁ ଟିକେ ବି ପଛଘୁଞ୍ଚା ଦେଉନାହାନ୍ତି ଚୋରମାନେ। ଶ୍ରୀମନ୍ଦିର ପଶ୍ଚିମଦ୍ୱାର ନିକଟରେ ଥିବା ବିଶ୍ୱଶାନ୍ତି ଅଖଣ୍ଡ ହରିନାମ ସଂକୀର୍ତ୍ତନ ମନ୍ଦିରରୁ ଦାନବାକ୍ସ ଲୁଟ୍ ହୋଇଛି। ଗତକାଲି ବିଳମ୍ବିତ ରାତିରେ କେହି ମନ୍ଦିରର ଦାନବାକ୍ସ…