ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Shri Jagannath Temple

ପୁରୀରେ ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରା…

ପୁରୀ: ପୁରୀରେ ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି । ଆସନ୍ତା ୨୩ ତାରିଖ ପବିତ୍ର ଅକ୍ଷୟ ତୃତୀୟାରେ ଭୋର୍‌ ୩ଟାରୁ ଶ୍ରୀମନ୍ଦିର ଦ୍ୱାର ଫିଟିବ । ଦୈନନ୍ଦିନ ନୀତି ପରେ ଅପରାହ୍ନ ୪ଟାରେ ରଥଖଳାକୁ ବିଜେ କରାଯିବ ଆଜ୍ଞାମାଳ । ନୀଳାଦ୍ରି ଭକ୍ତ ନିବାସରେ ଶ୍ରୀମନ୍ଦିର…

ମହାପ୍ରଭୁଙ୍କ ପାଇଁ ଶ୍ରୀକ୍ଷେତ୍ରରେ…

ପୁରୀ : ମହାପ୍ରଭୁ ଜ୍ୱରରେ ପଡ଼ିଛନ୍ତି । ପ୍ରଭୁଙ୍କ ସୁସ୍ଥତା ଲାଗି ପବିତ୍ର ପ୍ରାଚୀ କ୍ଷେତ୍ରରୁ ଆସି ପହଁଚିଛି ଅଣସର ଫଳଭାର । ନିଆଳିର ଶ୍ରୀମାଧବାନନ୍ଦ ଜିଉପୀଠ ଓ କାକଟପୁର ବିଶ୍ୱାମିତ୍ର ମଠ ପକ୍ଷରୁ ଏହି ଭାର ଆସିଛି । ଭାରଯାତ୍ରୀ ମାନେ ନାମ ସଂକୀର୍ତ୍ତନ ସହ ଶ୍ରୀମନ୍ଦିର ନିକଟରେ ପହଞ୍ଚି ଭାର…

ସେବାୟତ ଓ ଶ୍ରଦ୍ଧାଳୁଙ୍କ ଚିକିତ୍ସା ପାଇଁ…

ପୁରୀ: ଭକ୍ତ ଓ ସେବକଙ୍କୁ ଚିକିତ୍ସା ଯୋଗାଇ ଦେବା ପାଇଁ ଶ୍ରୀମନ୍ଦିର ନିକଟରେ ଏକ ପ୍ରାଥମିକ ଚକିତ୍ସା କେନ୍ଦ୍ର ସ୍ଥାପନ କରାଯିବ। ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ସୂଚନା ଦେଇଛନ୍ତି। ଏହି ପ୍ରାଥମିକ ଚକିତ୍ସା କେନ୍ଦ୍ର ପର୍ଯ୍ଯଟକ, ଭକ୍ତ, ସେବକ ଏବଂ ମନ୍ଦିର ଅଧିକାରୀଙ୍କ…

ଶ୍ରୀମନ୍ଦିର ପାଇଁ କରୋନା ସତର୍କତା,…

ପୁରୀ: ରାଜ୍ୟରେ ପୁଣି କରୋନା ସଂକ୍ରମଣ ବଢୁଛି। ଏହାକୁ ନଜରରେ ରଖି ଶ୍ରୀମନ୍ଦିର ପ୍ରଶାସନ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ଯାଉଛି। ପୂର୍ବଭଳି ସପ୍ତାହର ଗୋଟିଏ ଦିନ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଏ ନେଇ ପ୍ରାରମ୍ଭିକ ଆଲୋଚନା…

ଶ୍ରୀଜିଉଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…

ପୁରୀ: ଓଡ଼ିଶାର ଗସ୍ତରେ ଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ରାଷ୍ଟ୍ରପତିଙ୍କ ସହ ତାଙ୍କ ପତ୍ନୀସବିତା କୋବିନ୍ଦ , ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ମହାପ୍ରଭୁଙ୍କ ଦର୍ଶନ…

ଶ୍ରୀଜଗନ୍ନାଥଙ୍କ ଜମି ବିକ୍ରି ନେଇ ଗୁଜବ…

ଭୁବନେଶ୍ୱର: ଶ୍ରୀଜଗନ୍ନାଥଙ୍କ ଜମି ବିକ୍ରି ନେଇ ଗୁଜବ ପ୍ରଚାର କରାଯାଉଥିବା ବେଳେ ବିଧାନସଭାରେ ଏନେଇ ବିଜେଡି ବିଧାୟକ ପ୍ରତାପ କେଶରୀ ଦେବ ବିବୃତି ରଖିଛନ୍ତି । ମହାପ୍ରଭୁଙ୍କ ଜମି ବିକ୍ରି ନେଇ ଗୁଜବ ପ୍ରଚାର କରାଯାଉଛି । ଗଣମାଧ୍ୟମରେ ମିଥ୍ୟା ଖବର ପ୍ରଚାର କରାଯାଉଛି ବୋଲି ପ୍ରତାପ ଦେବ କହିଛନ୍ତି ।…

ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ…

ପୁରୀ: ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିବ ନ୍ୟାସନାଲ୍ ସିକ୍ୟୁରିଟି ଗାର୍ଡ ବା ଏନଏସଜି। ଆସନ୍ତା ୧୮ ତାରିଖରେ ପୁରୀ ଆସିବେ ଏନଏସଜିର ବରିଷ୍ଠ ଅଧିକାରୀ। ରାଜ୍ୟ ପୁଲିସ ଅଧିକାରୀଙ୍କ ସହ ୫ ଜଣିଆ ଏନଏସଜି ଟିମ୍ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିବେ। ଏହି ଟିମରେ ଏନଏସଜିର ଦୁଇ ଜଣ…