ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Similipal National Park

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା…

ବାରିପଦା: ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଏସିଆ ମହାଦେଶର ଦ୍ୱିତୀୟ ବୃହତ ଜୈବମଣ୍ଡଳ ଭାବେ ପ୍ରସିଦ୍ଧ ଲାଭ କରିଥିବା ମୟୂରଭଞ୍ଜର ଶିମିଳିପାଳ ଅଭୟାରଣ୍ୟ ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି। ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ…

ଶିମିଳିପାଳ ସୁରକ୍ଷା ପାଇଁ ଯୁଗ୍ମ ଟାସ୍କ…

ବାରିପଦା: ଶିମିଳିପାଳ ଅଭୟାରଣ୍ୟ ଓ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ସୁରକ୍ଷା ଦେବା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ବନ ଓ ପୁଲିସ ବିଭାଗକୁ ନେଇ ଯୁଗ୍ମ ବା ଜଏଣ୍ଟ ଟାସ୍କ ଫୋର୍ସ(ଜେଟିଏଫ) ଗଠନ କରାଯାଇଛି । ଏନେଇ ବିଧିବଦ୍ଧ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଥିବା ବେଳେ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର…

କମ୍ବିଂ ଅପରେସନବେଳେ ଶିମିଳିପାଳ…

ବାରିପଦା: ଶିମିଳିପାଳ ଅଭୟାରଣ୍ୟରେ କମ୍ବିଂ ଅପରେସନ ବେଳେ ମୟୂରଭଞ୍ଜ ପୁଲିସକୁ ପୁଣି ସଫଳତା ମିଳିଛି। ଦୁଇଟି ପୃଥକ ଘଟଣାରେ ତିନି ଗୋଟି ବନ୍ଧୁକ ସମେତ ୩ଜଣ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଏନେଇ ବାରିପଦା ଠାରେ ଏସପି ବି ଗଙ୍ଗାଧର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଶିମିଳିପାଳର ପାଦଦେଶ ଅଞ୍ଚଳର…

ଶିମିଳିପାଳ ଅଭୟାରଣ୍ୟରୁ ଅଚିହ୍ନା ମୃତଦେହ…

ବାରିପଦା: ଶିମିଳିପାଳ ଅଭୟାରଣ୍ୟ କୋର ଅଞ୍ଚଳରୁ ଗୁରୁବାର ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ବନ ବିଭାଗ ପକ୍ଷରୁ ପୁଲିସକୁ ଏନେଇ ଖବର ଦେବା ପରେ ପୁଲିସ ଟିମ ପହଞ୍ଚି ତଦନ୍ତ କରିବା ସହ ମୃତଦେହକୁ ଉଦ୍ଧାର କରିଥିଲେ ହେଁ ରିପୋର୍ଟ ଲେଖା ଯିବା ପର୍ଯ୍ୟନ୍ତ ପରିଚୟ ମିଳିପାରିନି ।ସୂଚନା…

ଶିକାରୀଙ୍କ ଗୁଳିରେ ପ୍ରାଣ ହରାଇଥିବା…

ଶିମିଳିପାଳ: ଶିମିଳିପାଳରେ ଶିକାରୀଙ୍କ ଗୁଳିରେ ପ୍ରାଣ ହରାଇଥିବା ଫରେଷ୍ଟର ମାଥି ହାଁସଦାଙ୍କ ପରିବାରକୁ ୨୫ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ପ୍ରଦାନ କରାଯିବ । ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ ଏହି ସୂଚନା ଦେଇଛନ୍ତି । ଶିମିଳିପାଳର ସୁରକ୍ଷା ପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯିବ ।…

ଆସନ୍ତା ୧୬ତାରିଖ ଠାରୁ ଅକ୍ଟୋବର ୩୧ଯାଏଁ…

ବାରିପଦା: ଆସନ୍ତା ଶୁକ୍ରବାର ୧୬ ତାରିଖ ଠାରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରହିବ ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଅଭୟାରଣ୍ୟ। ଏନେଇ ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି। ଶିମିଳିପାଳ ଅଭୟାରଣ୍ୟକୁ ପର୍ଯ୍ୟଟକ ମାନଙ୍କ ପାଇଁ ସାଢେ ଚାରି ମାସ ପର୍ଯ୍ୟନ୍ତ ଉଭୟ ପୀଠାବଟା ଓ…

ନିହତ ବନରକ୍ଷୀ ପରିବାରଙ୍କ ପାଖରେ…

ବାରିପଦା: ଶିମିଳିପାଳ ଅଭୟାରଣ୍ୟ ଭିତରେ ଶିକାରୀ ଗୁଳି ମାଡ଼ରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ ଘଟଣାରେ ମୃତକଙ୍କ ପରିବାର ବର୍ଗଙ୍କୁ ଭେଟିଲେ ପିସିସିଏଫ ୱାର୍ଲଡ଼ ଲାଇଫ ସୁଶିଲ କୁମାର ପୋପଲି। ପରିବାର ବର୍ଗଙ୍କୁ ସାନ୍ତ୍ୱନା ଦେବା ସହ କିଭଳି ଭାବେ ଅଧିକରୁ ଅଧିକ ଅନୁକମ୍ପା ରାଶି ଯୋଗାଇ ଦିଆଯିବ ସେନେଇ…

ଶିମିଳିପାଳ ଅଭୟାରଣ୍ୟ ପରିଦର୍ଶନ କରିବେ…

ବାରିପଦା: ମହାମହିମ ରାଷ୍ଟ୍ରପତିଙ୍କ ଶିମିଳିପାଳ ଅଭୟାରଣ୍ୟ ପରିଦର୍ଶନ କାର୍ଯ୍ୟକ୍ରମକୁ ଆଖି ଆଗରେ ରଖି ଶିମିଳିପାଳ ଅଭୟାରଣ୍ୟକୁ ଆସନ୍ତା ୪ ଓ ୫ ତାରିଖ ଦୁଇ ଦିନ ପାଇଁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରିଦିଆଯାଇଛି। ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ଡ. ପ୍ରକାଶ…

ଶିମିଳିପାଳରୁ ୫ ଶିକାରୀ ଗିରଫ:…

ବାରିପଦା: ଶିମିଳିପାଳ ଅଭୟାରଣ୍ୟରେ ଶିକାର ହୋଇଥିବା ହାତୀ ଓ ବାଘଚମଡା ଜବତ ଘଟଣାରେ ଜଡିତ ଆଉ ୫ଜଣ ଶିକାରୀ ତଥା ବନ୍ୟପ୍ରାଣୀ ଜୀବାଂଶ ଚୋରା ବେପାରୀଙ୍କୁ ବନବିଭାଗ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି । ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦକ୍ଷିଣ ଉପ ନିର୍ଦ୍ଦେଶକ ଓ ବାରିପଦା ବନଖଣ୍ଡ…

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା…

ବାରିପଦା: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଆଜିଠୁ ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ । ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଶିମିଳିପାଳ ଜାତୀୟ ଉଦ୍ୟାନ ଦୀର୍ଘ ଦିନ ଧରି ବନ୍ଦ ରହିଥିଲା। ତେବେ ପର୍ଯ୍ୟଟନ ଋତୁ ଆରମ୍ଭ ହେବା ପରେ ଆଜିଠୁ ପ୍ରକୃତି ପ୍ରେମୀ ପର୍ଯ୍ୟଟକ ଶିମିଳିପାଳ ଯାଇପାରୁଛନ୍ତି ।…