ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର…
ନୂଆଦିଲ୍ଲୀ : ଘୋଷଣା ହୋଇଛି ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର । କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଆଜି ୨୦୨୦ରେ ବିଭିନ୍ନ ବିଭାଗରେ ଶ୍ରେଷ୍ଠ ପଦର୍ଶନ କରିଥିବା ଅଭିନେତା, ଚଳଚ୍ଚିତ୍ରର ନାମ ଘୋଷଣା କରାଯାଇଛି। ୬୮ତମ ଜାତୀୟ ଫିଲ୍ମ ପୁରସ୍କାରରେ ଅଜୟ ଦେବଗନ ଏବଂ ସୁରିୟା ଶ୍ରେଷ୍ଠ…