ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

sports

ଅନ୍ତର୍ଜାତୀୟ କ୍ରୀଡ଼ା ମାନଚିତ୍ରରେ…

ଭୁବନେଶ୍ୱର: ଓଡ଼ିଶାରେ କ୍ରୀଡ଼ା ରୂପାନ୍ତରଣ ବଦଳାଇଦେଇଛି ଛାତ୍ରଛାତ୍ରୀ, ଅଭିଭାବକ ଏବଂ ଯୁବପିଢ଼ିଙ୍କ ମାନସିକତା। କ୍ରୀଡ଼ାକୁ ବୃତ୍ତି ଭାବେ ଗ୍ରହଣ କରି ସାମାଜିକ ପ୍ରତିଷ୍ଠା ଲାଭ ଯେ ସମ୍ଭବ ଏହି ବାର୍ତ୍ତା ପ୍ରତ୍ୟେକ ଅଭିଭାବକ ଓ ସଚେତନ ନାଗରିକଙ୍କ ମନକୁ ଛୁଇଁ ପାରିଛି। ପିଲାମାନଙ୍କ ଭବିଷ୍ୟତ ଗଢ଼ିବାର…

ଆଜି ଭାରତ- ଓ୍ବେଷ୍ଟଇଣ୍ଡିଜ ଦ୍ବିତୀୟ…

କୋଲକାତା: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦିନିକିଆ ସିରିଜ୍‌ରେ ପ୍ରଥମେ କ୍ଲିନ୍ ସ୍ଵିପ୍। ଏବେ ଟି-୨୦ରେ ଦ୍ବିତୀୟ ମୁକାବିଲା ଆଜି ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ସହଜରେ ଜିତିଥିବା ଭାରତ ଦ୍ୱିତୀୟ ମ୍ୟାଚ୍‌କୁ ସମାନ ପରିମାଣରେ ଜିତି ସିରିଜ୍ କବ୍‌ଜା ଲକ୍ଷ୍ୟରେ ରହିଛି। ଏହି ସିରିଜ୍‌ରେ ଭାରତର ସବୁ କ୍ଲିକ୍…

ବଦଳିଲା ଭାରତ-ଶ୍ରୀଲଙ୍କା ସିରିଜ୍…

ନୂଆଦିଲ୍ଲୀ: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବାକୁ ଥିବା ଟି-୨୦ ଏବଂ ଟେଷ୍ଟ ସିରିଜରେ ପରିବର୍ତ୍ତନ କରିଛି ବିସିସିଆଇ | ବିସିସିଆଇ ଟୁଇଟ୍ କରି ଏହି ସୂଚନା ଦେଇଛି। ଶ୍ରୀଲଙ୍କା କ୍ରିକେଟ୍ ଦଳ ଚଳିତ ମାସ ଶେଷରେ ଭାରତ ଆସିବ। ଉଭୟ ଦଳ ମଧ୍ୟରେ ତିନୋଟି ଟି-୨୦ ଏବଂ ୨ଟି ଟେଷ୍ଟ ଖେଳାଯିବ | ଦୁଇ ଦଳ…

ପାକିସ୍ତାନ କ୍ରିକେଟ୍ କୁ ଲଜ୍ଜା:…

କରାଚି: ସୁରକ୍ଷା କାରଣରୁ ନ୍ୟୁଜିଲ୍ୟାଣ୍ଡ ଟିମ୍ ପାକିସ୍ତାନ ସହିତ ଥିବା ସିରିଜରୁ ଓହରି ଯାଇଛି । ଆଜିଠାରୁ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ ଖେଳାଯିବାର ଥିଲା। ଟସ୍‌ର ମାତ୍ର କିଛି ମିନିଟ୍‌ ପୂର୍ବରୁ ହିଁ ପାକିସ୍ତାନରେ ଖେଳାଳିଙ୍କ…

ଭାରତ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ଲର୍ଡ୍ସ…

ଲଣ୍ଡନ: ଲର୍ଡସ ଟେଷ୍ଟରେ ଭାରତ ଦମଦାର ବିଜୟ ହାସଲ କରିଛି । ରୋମାଞ୍ଚକର ଟେଷ୍ଟ ମ୍ୟାଚରେ ବିରାଟ ବାହିନୀର ଶାନଦାର ବିଜୟ। ୭ ବର୍ଷ ପରେ ଐତିହାସିକ ଲର୍ଡସ୍‌ କ୍ରିକେଟ୍‌ ଗ୍ରାଉଣ୍ଡରେ ଇଂଲଣ୍ଡକୁ ୧୫୧ ରନରେ ମାତ୍‌ ଦେଇ ଐତିହାସିକ ବିଜୟ ହାସଲ କରିଛି ଭାରତୀୟ କ୍ରିକେଟ ଦଳ। । ଶେଷ ଦିନରେ ଭାରତୀୟ ବୋଲରଙ୍କ…

ବଦଳିଲା କାର୍ଯ୍ୟସୂଚୀ, ଜୁଲାଇ ୧୩ ନୁହେଁ…

ମହାମାରୀ କରୋନା ପାଇଁ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ସୀମିତ ଓଭର ସିରିଜ୍‌ ଘୁଞ୍ଚିବାରେ ଲାଗିଛି। ଜୁଲାଇ ୧୩ରୁ ଆରମ୍ଭ ହେବାକୁ ଥିବା ଦିନିକିଆ ସିରିଜ ଏବେ ଜୁଲାଇ ୧୮ ତାରିଖରୁ ଆରମ୍ଭ ହେବ। ଏନେଇ ସୂଚନା ଦେଇଛନ୍ତି ବିସିସିଆଇ ସାଧାରଣ ସମ୍ପାଦକ ଜୟ ଶାହା। ଏହି ସିରିଜ୍ ଏବେ ଜୁଲାଇ…

କ୍ରିକେଟ୍ ଇତିହାସର ସବୁଠୁ ଲଜ୍ୟାଜନକ…

କ୍ରିକେଟ୍ ଇତିହାସର ସବୁଠୁ ଲୋ ସ୍କୋର । ଏକ କାଉଣ୍ଟି ମ୍ୟାଚରେ ଦେଖିବାକୁ ମିଳିଛି ଏମିତି ଲଜ୍ୟାଜନକ ବ୍ୟାଟିଂ । ବକଡନ୍ କ୍ରିକେଟ୍ କ୍ଲବ ଏବଂ ଫାଲକନ୍ସ ହଣ୍ଟିଡନଶାୟର ମଧ୍ୟରେ ଖେଳାଯାଇଥିଲା ଏକ କାଉଣ୍ଟି ଲିଗ୍ ମ୍ୟାଚ୍ । ଯେଉଁଠି ମାତ୍ର ୨ ରନରେ ବକଡନ୍ ଦଳ ହୋଇଯାଇଛି ଅଲଆଉଟ୍ । ଏପରିକି ଦଳର କୌଣସି ଜଣେ…

WTC ଫାଇନାଲ ମ୍ୟାଚର ପ୍ରଥମ ଇଂନିସରେ…

ସାଉଥାମ୍ପଟନ୍: ଭାରତ ଓ ନ୍ୟୁଜିଲ୍ୟାଣ୍ଡ୍ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ମ୍ୟାଚରେ ଭାରତ ପ୍ରଥମ ଇନିଂସରେ ୨୧୭ ରନରେ ଅଲଆଉଟ ହୋଇ ଯାଇଛି । ଭାରତର କୌଣସି ବ୍ୟାଟ୍ସମ୍ୟାନ ସଫଳ ବ୍ୟାଟିଂ କରିପାରିନଥିଲେ । ସେପଟେ ନ୍ୟୁଜିଲାଣ୍ଡ ପକ୍ଷରୁ କାଇଲ ଜାମିନସନଙ୍କ ଘାତକ ବୋଲିଂ ଦେଖିବାକୁ…

ୱାର୍ଲ୍ଡ ଚମ୍ପିଆନସିପ୍ ପାଇଁ ୧୫ ଜଣିଆ…

ନୂଆଦିଲ୍ଲୀ: ୱାର୍ଲ୍ଡ ଚମ୍ପିଆନସିପ ପାଇଁ ୧୫ ଜଣିଆ ଦଳ ଘୋଷଣା କଲା ବିସିସିଆଇ । ଏହି ଟିମରେ ବିରାଟ କୋହଲି କ୍ୟାପଟେନ ଓ ରାହାଣେ ଉପ-ଅଧିନାୟକ ଭାବେ ନିଯୁକ୍ତ ହୋଇଛନ୍ତି । ସେହିପରି ଅନ୍ୟମାନଙ୍କ ଭିତରେ ଟିମରେ ରହିଛନ୍ତି ଅଲରାଉଣ୍ଡର ରୋହିତ ଶର୍ମା, ଏସ ଗିଲ, ଚେତେଶ୍ୱର ପୂଜାରା , ହନୁମାନ ବିହାରୀ, ରିଷଭ…

ଶ୍ରୀଲଙ୍କା ଗସ୍ତ ପାଇଁ ରାହୁଲ ଦ୍ରାବିଡ…

କିଛିଦିନ ତଳେ ବିସିସିଆଇ ଶ୍ରୀଲଙ୍କା ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା କରିଥିଲା । ମାତ୍ର ଏହି ଗସ୍ତ ସମୟରେ କିଏ ଟିମର କୋଚ ପଦ ସମ୍ଭାଳିବ ସେନେଇ କୌଣସି ସୂଚନା ଦିଆଯାଇ ନଥିଲା । ଶ୍ରୀଲଙ୍କା ଗସ୍ତବେଳେ ଭାରତୀୟ ଟିମର କୋଚ ଦାୟିତ୍ୱ ରାହୁଲ ଦ୍ରାବିଡ ସମ୍ଭାଳିବେ ବୋଲି ଆଜି ଘୋଷଣା କରିଛନ୍ତି ବିସିସିଆଇ…