ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡାଇବା…
ପୁରୀ: ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଇବା ମାମଲାରେ ଅଭିଯୁକ୍ତ ୟୁଟ୍ୟୁବର ଅନିମେଶ ଚକ୍ରବର୍ତ୍ତୀଙ୍କୁ ପୁଲିସ ଆଜି କୋର୍ଟ ଚାଲାଣ କରିବ । ବୁଧବାର ଦିନ କଲିକତାରୁ ଗିରଫ ହୋଇଥିଲେ ୟୁଟୁବର ଅନିମେଶ୍ ଚକ୍ରବର୍ତ୍ତୀ। ସିଟି ଡିଏସ୍ପି କେକେ ହରିପ୍ରସାଦଙ୍କ ନେତୃତ୍ୱରେ ଚଢ଼ଉ କରାଯାଇ ଅନିମେଶଙ୍କୁ ଗିରଫ…