ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Srimandir Heritage Corridor Project

ଜାନୁଆରୀ ୧୭ରେ ବହୁ ପ୍ରତୀକ୍ଷିତ…

ପୁରୀ: ଐତିହ୍ୟର ସହର ପୁରୀର ବିକାଶ ଯୋଡିହେବ ଆଉ ଏକ ନୂଆ ଅଧ୍ୟାୟ। ୨୦୨୪ ଜାନୁଆରୀ ୧୭ ତାରିଖରେ ପ୍ରତିଷ୍ଠା ହେବ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଶ୍ରଦ୍ଧାଳୁଙ୍କ ଉଦ୍ଦେଶ୍ୟରେ ଏହାକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ଭବ୍ୟ ପ୍ରତିଷ୍ଠା ଉତ୍ସବ ଆୟୋଜନ କରାଯାଉଛି ।…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ…

କଟକ : ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପରିକ୍ରମା ପ୍ରକଳ୍ପକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ବିଚାରାଧୀନ ଥିବା ଏକାଧିକ ମାମଲା ଆଜି ରଦ୍ଦ ହୋଇଯାଇଛି। ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ଓ ବିଚାରପତି ଜଷ୍ଟିସ ରାଧାକ୍ରିଷ୍ଣ ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାଗୁଡିକୁ ରଦ୍ଦ କରିଛନ୍ତି। ଫଳରେ…

ପୁରୀ ପରିକ୍ରମା ପ୍ରକଳ୍ପ ନେଇ…

ଭୁବନେଶ୍ବର : ପୁରୀ ପରିକ୍ରମା ପ୍ରକଳ୍ପ ନେଇ ଆଜି ସୁପ୍ରିମକୋର୍ଟ ଶୁଣାଇଛନ୍ତି ‘ସୁପ୍ରିମ’ ଫୈସଲା । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ହୋଇଥିବା ଦୁଇଟି ଆବେଦନକୁ ରଦ୍ଦ କରିବା ସହ କାର୍ୟ୍ୟ ଜାରି ରଖିବା ପାଇଁ ସର୍ବେଚ୍ଚ ନ୍ୟାୟାଳୟ ନିଜ ରାୟରେ ଶୁଣାଇଛନ୍ତି। ଉନ୍ନୟନମୂଳକ କାମକୁ ଉଦ୍ଦେଶ୍ୟମୂଳକ…

ସୁପ୍ରିମକୋର୍ଟଙ୍କ…

ଭୁବନେଶ୍ବର : ସାରା ବିଶ୍ୱର କୋଟିକୋଟି ହିନ୍ଦୁଙ୍କ ଆସ୍ଥାର ଠାକୁର ହେଉଛନ୍ତି ଶ୍ରୀଜଗନ୍ନାଥ। ସାଢ଼େ ଚାରିକୋଟି ଓଡ଼ିଆଙ୍କ ଧାର୍ମିକ ଓ ସାଂସ୍କୃତିକ ପ୍ରାଣକେନ୍ଦ୍ର ହେଉଛି ପୁରୀ। ଏହି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ପୁରୀକୁ ବିଶ୍ୱର ଅନନ୍ୟ ସହର…

ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସ୍ୱାଗତ…

ପୁରୀ : ଶ୍ରୀକ୍ଷେତ୍ରକୁ ବିଶ୍ବର ଅନ୍ୟତମ ଶ୍ରେଷ୍ଠ ପର୍ଯ୍ୟଟନସ୍ଥଳୀରେ ପରିଣତ କରିବା ପାଇଁ  ରାଜ୍ୟ ସରକାର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ କରୁଛନ୍ତି। ଏଥିପାଇଁ ୮୦୦ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ବ୍ୟୟବରାଦ କରାଯାଇଛି। ଓଡ଼ିଶାର ଧାର୍ମିକ, ଆଧ୍ୟାତ୍ମିକ, ସାଂସ୍କୃତିକ ଓ ଉତ୍କୃଷ୍ଟ କଳାର ପରିଚୟ…

ସୁପ୍ରିମ୍‍କୋର୍ଟରେ ଶ୍ରୀମନ୍ଦିର…

ଭୁବନେଶ୍ୱର: ସୁପ୍ରିମକୋର୍ଟରେ ଗୁରୁବାର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାର ଶୁଣାଣି ଶେଷ ହୋଇଛି। ଜଷ୍ଟିସ ବି.ଆର. ଗାଭାଇ ଓ ଜଷ୍ଟିସ ହେମା କୋହଲିଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରି ରାୟକୁ ସଂରକ୍ଷିତ ରଖିଛନ୍ତି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ଚାଲିଥିବା ନିର୍ମାଣ କାର୍ଯ୍ୟକୁ…

ବିଶେଷଜ୍ଞଙ୍କ ଦ୍ବାରା ପରିକ୍ରମା ପ୍ରକଳ୍ପ…

ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ଜାରୀ ରହିବା ଆବଶ୍ୟକ। ବିଶେଷଜ୍ଞଙ୍କ ଦ୍ବାରା କାମ ଚାଲିଛି। ବିକାଶ କାର୍ଯ୍ୟରେ କେହି ବାଧା ସୃଷ୍ଟି କରିବା ଉଚିତ୍ ନୁହେଁ ବୋଲି ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ନିଜ ମତ ରଖିଛନ୍ତି ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ। ଆଜି…