ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

state-cabinet

ଯୁବ ସମାଜ ପାଇଁ ନୂଆ ସ୍କିମ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ରାଜ୍ୟର ଯୁବକ ଯୁବତୀମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନିଆଯାଇଛି। ରାଜ୍ୟର ଶିଳ୍ପ ଓ ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ବର୍ତ୍ତମାନ ଆସିଥିବା ନୂଆ ଜାଗରଣରେ ଓଡିଶାର ସହରାଞ୍ଚଳ ଓ ଗ୍ରାମାଞ୍ଚଳର…

ରାଜ୍ୟ କ୍ୟାବିନେଟ ବୈଠକରେ ୧୦…

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଥିବା ସୂଚନା ମିଳିଛି।ଏଥି ସହିତ ଆଜିର କ୍ୟାବିନେଟ୍ ବୈଠକରେ ଗୋପାଳପୁରରେ ଶିଳ୍ପ କରିଡର ପ୍ରସ୍ତାବକୁ…

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ୧୮ ପ୍ରସ୍ତାବ ଉପରେ ମୋହର ବାଜିଛି। ପୂର୍ବାହ୍ନ ୧୦ଟା ୩୦ ମିନିଟରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ଏହି ଗୁରୁତ୍ବପୁର୍ଣ୍ଣ କ୍ୟାବିନେଟ ବୈଠକ।ଆଜି…

ଶେଷ ହେଲା ରାଜ୍ୟ କ୍ୟାବିନେଟ୍ ଓ ମନ୍ତ୍ରୀ…

ଭୁବନେଶ୍ବର : ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ ଏବଂ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟରେ ୧୫ ପ୍ରସ୍ତାବ ଉପରେ ବାଜିଛି ମୋହର। ଏଥି ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ମନ୍ତ୍ରୀ ପରିଷଦ ବୈଠକରେ ୨୦୨୩-୨୪ ଆର୍ଥିକ ବର୍ଷ…

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ…

ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ଏହି ବୈଠକରେ ମୋଟ ୬ ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି।ରାଜ୍ୟରେ ଆଇ ୧୨୫ଟି ଓଏଏସ୍‌ ପଦବି ସୃଷ୍ଟି ନେଇ କ୍ୟାବିନେଟ୍‌ରେ ନିଷ୍ପତ୍ତି ନିଆଯାଇଛି। କାର୍ଯ୍ୟଭାର…

୯ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର…

ଭୁବନେଶ୍ୱର: ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ମୋଟ ୯ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ରାଜ୍ୟରୁ ଚୁକ୍ତଭିତ୍ତିକ ନିଯୁକ୍ତି ବ୍ୟବସ୍ଥାକୁ ଉଚ୍ଛେଦ କରି ନୂଆ ପ୍ରାବଧାନ କରିବାର ପ୍ରସ୍ତାବ ସମେତ ୪ଟି ଜିଲ୍ଲାରେ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପର…

ରାଜ୍ୟର ୯ଟି ଜିଲ୍ଲା ପାଇଁ ମୋଟ ୪୦ଟି ଉଠା…

ଭୁବନେଶ୍ୱର: ଜଳସେଚନ ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର । ଜଳସେଚନ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ରାଜ୍ୟ କ୍ୟାବିନେଟରେ ଗୁରୁବାର ୯ଟି ଜିଲ୍ଲା ପାଇଁ ମୋଟ ୪୦ଟି ଉଠା ଉଠାଜଳସେଚନ ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଏଥିପାଇଁ ମୋଟ ୧୭୩୯ କୋଟି ୫୪ ଲକ୍ଷ ଟଙ୍କା ବ୍ୟୟ ଅଟକଳ କରାଯାଇଛି…

ରାଜ୍ୟ କ୍ୟାବିନେଟ ବୈଠକରେ ୧୭…

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‍ ବୈଠକରେ ୧୭ପ୍ରସ୍ତାବକୁ ମିଳିଛି ମଞ୍ଜୁରୀ । ସନ୍ଧ୍ୟା ୫.୪୫ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା କ୍ୟାବିନେଟ ବୈଠକ। ଏହି ବୈଠକରେ ୪ ଜିଲ୍ଲାରେ ବାତ୍ୟା ନିରୋଧୀ ଲୁଣାବନ୍ଧ କରାଯିବା କୁ…

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ…

ଭୁବନେଶ୍ବର : ଆଜି ସନ୍ଧ୍ୟା ୭.୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକ ଶେଷ ହୋଇଛି। ଏହି ବୈଠକରେ  ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିଛି। ରାଜ୍ୟ କ୍ୟାବିନେଟ ବୈଠକରେ ସରକାରୀ ଚାକିରୀ ପାଇଁ ଆବେଦନର ବୟସ ସୀମାକୁ ବୃଦ୍ଧି ପାଇଁ…

ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୧ ଟି…

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଆଜି ୧୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିସି ଜରିଆରେ କ୍ୟାବିନେଟ ବୈଠକ ବସିଥିଲା । ଏଥିରେ ଅର୍ଥ, ମତ୍ସ୍ୟ ଓ ପଶୁସଂପଦ ବିକାଶ, ସାଧାରଣ ପ୍ରଶାସନ ବିଭାଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ…