Browsing Tag

Strike

ବିଜେବି କଲେଜ ଛାତ୍ରୀ ରୁଚିକା…

ଭୁବନେଶ୍ୱର: ବିଜେବି ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ ନ୍ୟାୟ ଦାବି କରି ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ଓ ଛାତ୍ର ସଙ୍ଗଠନ । ଆଜି ସକାଳ ୬ରୁ ସନ୍ଧ୍ୟା ୬ ଯାଏଁ ବନ୍ଦ ଡାକରା ଦେଇଛି ନବ ନିର୍ମାଣ ଯୁବ ଛାତ୍ର ନାମକ ସଂଗଠନ । ବନ୍ଦକୁ ଆଉ କିଛି ସଂଗଠନ ମଧ୍ୟ ସମର୍ଥନ…