ବିଚାରପତି ସୁବାସ ବିହାରୀଙ୍କ ମୃତ୍ୟୁ…
କଟକ : ବିଚାରପତି ସୁବାସ ବିହାରୀଙ୍କ ମୃତ୍ୟୁ ଘଟଣା ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇଥିବା ବେଳେ, କମିଶନରେଟ ପୁଲିସର ହସ୍ତଗତ ହୋଇଛି ପୋଷ୍ଟମର୍ଟମ ରିପୋର୍ଟ। ଏସସିବିରୁ ମର୍କତନଗର ଥାନାକୁ ଆସିଛି ପୋଷ୍ଟମର୍ଟମ ରିପୋର୍ଟ। ବେକରେ ରଶି ଲଗେଇବା ଯୋଗୁ ବିଚାରପତିଙ୍କ ମୃତ୍ୟୁ ହୋଇଥିବା ନେଇ ପୋଷ୍ଟମର୍ଟମ…