ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Sumit-dimple

ବହୁଚର୍ଚ୍ଚିତ ସୁମିତ ଓ ଡିମ୍ପଲ…

କଟକ: ବ୍ରହ୍ମପୁର ବହୁଚର୍ଚ୍ଚିତ ସୁମିତ ଓ ଡିମ୍ପଲ ପାରିବାରିକ ବିବାଦ ମାମଲାରେ ଆଜି ଥିଲା ଶେଷ ମଧ୍ୟସ୍ଥତାର ତାରିଖ । ଓଡିଶା ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଚାଲିଥିବା ଶେଷ ମଧ୍ୟସ୍ଥତା ମଧ୍ୟ ବିଫଳ ହୋଇଛି । ଆସନ୍ତା ୯ ତାରିଖରେ ପୁଣି ରାୟ ପ୍ରକାଶ କରିବେ ହାଇକୋର୍ଟ । ପୂର୍ବରୁ ସୁମିତ ଓ ଡିମ୍ପଲ ମଧ୍ୟରେ…

ସୁମିତଙ୍କ ପରିବାରକୁ ଝଟ୍‍କା: ଖାରଜ ହେଲା…

ବ୍ରହ୍ମପୁର: ତପସ୍ୱିନୀ ତାଙ୍କ ଶ୍ୱଶୁର ପ୍ରମୋଦ ସାହୁଙ୍କ ଘରେ ରହିବା ପରେ ଉଭୟ ପକ୍ଷର ଓକିଲ ନିଜ ନିଜ ପକ୍ଷ ରଖି କୋର୍ଟରେ ଗୋଟିଏ ପରେ ଗୋଟିଏ ପିଟିସନ୍‍ ଦାଖଲ କରୁଛନ୍ତି। ଇତି ମଧ୍ୟରେ ସୁମିତଙ୍କ ପରିବାରକୁ ପୁଣି ଆଜି ଏକ ଝଟ୍‍କା ଲାଗିଛି। ସୁମିତଙ୍କ ମା ଏବଂ ଜେଜେମା ଚଳିତ ମାସରେ ଦାଖଲ କରିଥିବା ଏକ…

ତପସ୍ୱିନୀ-ସୁମିତ ବିବାଦ :…

ବ୍ରହ୍ମପୁର : ବହୁ ଚର୍ଚ୍ଚିତ ତପସ୍ୱିନୀ-ସୁମିତ ବିବାଦ ମାମଲା ଦିନକୁ ଦିନ ରଙ୍ଗ ବଦଳାଇବାରେ ଲାଗିଛି। ସୁମିତ ଭିଡିଓ ଜାରି କରି ତପସ୍ୱିନୀଙ୍କ ଉପରେ ଆରୋପ ଲଗାଉଥିବା ବେଳେ ତପସ୍ୱିନୀ ମଧ୍ୟ ଭିଡିଓ ଜାରି କରି ତାଙ୍କ ମନର କଥା କହିବା ସହ ସୁମିତଙ୍କ ଉପରେ ଆରୋପ ଲଗାଉଛନ୍ତି। ଏହାରି ମଧ୍ୟରେ ଏକ ମାସରୁ ଅଧିକ…

କାନ୍ଦି କାନ୍ଦି ଭିଡ଼ିଓ ଜାରି କଲେ…

ବ୍ରହ୍ମପୁର : ବ୍ରହ୍ମପୁରର ଦମ୍ପତ୍ତି ତପସ୍ବିନୀ-ଡାକ୍ତର ସୁମିତଙ୍କ ପାରିବାରିକ ବିବାଦକୁ ନେଇ ଚାଲିଥିବା ଡ୍ରାମା ଏବେ ବି ଜାରି ରହିଛି । ସୁମିତ ଏବଂ ତପସ୍ୱିନୀ ବିବାଦକୁ ନେଇ ଏବେ ସାରା ରାଜ୍ୟରେ ଚର୍ଚ୍ଚା ଯୋର ଧରିଥିବା ବେଳେ ଏହାକୁ ନେଇ ଲୋକେ ଦିନ ରାତି ଚର୍ଚ୍ଚା ଜାରି ରଖିଛନ୍ତି। ଏହାରି ମଧ୍ୟରେ…

ଡିମ୍ପଲ -ସୁମିତ ବିବାଦ: ଡିମ୍ପଲଙ୍କ…

ବ୍ରହ୍ମପୁର: ଡିମ୍ପଲ ଓ ସୁମିତ ବିବାଦରେ ପଡୁନି ପୂର୍ଣ୍ଣଛେଦ। ଯେତେ ଆଗଉଛି ନୂଆ ନୂଆ ଟୁଇଷ୍ଟ ଆସିବାରେ ଲାଗିଛି।ଗତକାଲି ଛାଡପତ୍ର ପାଇଁ ୮ ଲକ୍ଷ ଟଙ୍କା ମାଗୁଥିବା ଭିଡିଓ ଭାଇରାଲ ହେବା ପରେ ପ୍ରତିକ୍ରିୟା ରଖିଥିଲେ ଡିମ୍ପଲ । ଯାହାକୁ ନେଇ ଗତକାଲି ପୂରାଦିନ ଏହି ବିବାଦୀୟ ମାମଲା ଚର୍ଚ୍ଚାରେ ଥିଲା ।…

ତପସ୍ୱିନୀ-ସୁମିତ ବିବାଦ : SDJM…

ବ୍ରହ୍ମପୁର : ବହୁ ଚର୍ଚ୍ଚିତ ତପସ୍ୱିନୀ-ସୁମିତ ବିବାହ ପ୍ରସଙ୍ଗରେ ପୁଣି ଏକ ଟୁଇଷ୍ଟ।ସୁମିତ-ତପସ୍ୱିନୀ ବିବାଦ ମାମଲାରେ ବ୍ରହ୍ମପୁର ଏସଡିଜେଏମ୍ କୋର୍ଟଙ୍କ ନିର୍ଦ୍ଦେଶକୁ ଚ୍ୟାଲେଂଜ କରି ଉପର କୋର୍ଟରେ ଆବେଦନ କଲେ ସୁମିତଙ୍କ ଓକିଲ । ବ୍ରହ୍ମପୁର ଜିଲ୍ଲା ଜଜ କୋର୍ଟରେ ଆବେଦନ କରିଛନ୍ତି ସୁମିତଙ୍କ ଓକିଲ ।…