ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Sumit Tapaswini

ତପସ୍ବିନୀ-ସୁମିତ ପାରିବାରିକ ବିବାଦ…

ବ୍ରହ୍ମପୁର : ପୁରା ରାଜ୍ୟରେ ହଇଚଇ ସୃଷ୍ଟି କରିଥିବା ତପସ୍ବିନୀ ଏବଂ ସୁମିତଙ୍କ ବିବାଦର ରାୟ ଆଜି ଜିଲ୍ଲାକୋର୍ଟରୁ ଆସିଥିଲା। ଜିଲ୍ଲାକୋର୍ଟ ତାଙ୍କ ରାୟରେ ତପସ୍ୱିନୀଙ୍କୁ ତାଙ୍କ ସ୍ୱାମୀ ସୁମିତଙ୍କ ବ୍ରହ୍ମାନଗରସ୍ଥିତ ଘରେ ରହିବା ପାଇଁ ନିର୍ଦେଶ ଦେଇଥିଲେ। ଏଥି ସହିତ ତପସ୍ବିନୀଙ୍କୁ ମାସିକ ୧୭ ହଜାର…

ଭିନ୍ନରୂପରେ ନୂଆବର୍ଷ ପାଳିଲେ ତପସ୍ୱିନୀ,…

ବ୍ରହ୍ମପୁର : ୨୦୨୨ ନୂଆବର୍ଷରେ ସୁମିତ ଏବଂ ତପସ୍ୱିନୀ ବିବାଦର ଅନ୍ତ ଘଟିବ ବୋଲି ଆଶା କରାଯାଉଛି। ଚଳିତ ମାସ ୪ ତାରିଖରେ ଉଭୟ ପକ୍ଷଙ୍କ ପିଟିସନର ଚୁଡାନ୍ତ ରାୟ ଆସିବାର ସମ୍ଭାବନା ରହିଛି। ଇତି ମଧ୍ୟରେ ତପସ୍ୱିନୀ ଶ୍ୱଶୁର ଘର ସମ୍ମୁଖରେ ୪୧ ଦିନ ଧରି ବସି ରହିଛନ୍ତି। ଗତକାଲି ରାତି ୧୨ଟାରୁ ନୂଆ ବର୍ଷ…

ତପସ୍ୱିନୀ-ସୁମିତ ବିବାଦ :…

ବ୍ରହ୍ମପୁର : ବହୁ ଚର୍ଚ୍ଚିତ ତପସ୍ୱିନୀ-ସୁମିତ ବିବାଦ ମାମଲା ଦିନକୁ ଦିନ ରଙ୍ଗ ବଦଳାଇବାରେ ଲାଗିଛି। ସୁମିତ ଭିଡିଓ ଜାରି କରି ତପସ୍ୱିନୀଙ୍କ ଉପରେ ଆରୋପ ଲଗାଉଥିବା ବେଳେ ତପସ୍ୱିନୀ ମଧ୍ୟ ଭିଡିଓ ଜାରି କରି ତାଙ୍କ ମନର କଥା କହିବା ସହ ସୁମିତଙ୍କ ଉପରେ ଆରୋପ ଲଗାଉଛନ୍ତି। ଏହାରି ମଧ୍ୟରେ ଏକ ମାସରୁ ଅଧିକ…

କାନ୍ଦି କାନ୍ଦି ଭିଡ଼ିଓ ଜାରି କଲେ…

ବ୍ରହ୍ମପୁର : ବ୍ରହ୍ମପୁରର ଦମ୍ପତ୍ତି ତପସ୍ବିନୀ-ଡାକ୍ତର ସୁମିତଙ୍କ ପାରିବାରିକ ବିବାଦକୁ ନେଇ ଚାଲିଥିବା ଡ୍ରାମା ଏବେ ବି ଜାରି ରହିଛି । ସୁମିତ ଏବଂ ତପସ୍ୱିନୀ ବିବାଦକୁ ନେଇ ଏବେ ସାରା ରାଜ୍ୟରେ ଚର୍ଚ୍ଚା ଯୋର ଧରିଥିବା ବେଳେ ଏହାକୁ ନେଇ ଲୋକେ ଦିନ ରାତି ଚର୍ଚ୍ଚା ଜାରି ରଖିଛନ୍ତି। ଏହାରି ମଧ୍ୟରେ…

ମାସେ ହେଲାଣି ଶ୍ବଶୁର ଘର ସାମ୍ନାରେ…

ବ୍ରହ୍ମପୁର : ବହୁଚର୍ଚ୍ଚିତ ତପସ୍ୱିନୀ-ସୁମିତ ବିବାଦ ଘଟଣାକୁ ନେଇ ବର୍ତ୍ତମାନ ସାରା ରାଜ୍ୟରେ ଆଲୋଚନା ଜାରି ରହିଛି। ଏହାରି ମଧ୍ୟରେ ଶ୍ୱଶୁର ଘର ସମ୍ମୁଖରେ ତପସ୍ୱିନୀଙ୍କ ଧାରଣାକୁ ଠିକ୍ ମାସେ ପୂରିଛି। ନଭେମ୍ବର ୨୨ରେ ତପସ୍ୱିନୀ ବୋହୁ ବେଶରେ ତାଙ୍କ ସହଯୋଗୀ ପ୍ରମିଳା ତ୍ରିପାଠୀଙ୍କ ସହ ଶ୍ୱଶୁର ଘରକୁ…

ଜୀବନ ଅସୁରକ୍ଷିତ ଥିବା ଦର୍ଶାଇ ମହିଳା…

ଭୁବନେଶ୍ୱର: ଡିମ୍ପଲ ଓ ଡା: ସୁମିତଙ୍କ ପାରିବାରିକ ବିବାଦ ମାମଲାରେ ନେଇଛି ନୂଆ ମୋଡ । ଏହି ମାମଲା କୋର୍ଟରେ ବିଚାରାଧୀନ ଥିବାବେଳେ ସୁମିତଙ୍କ ୭୮ ବର୍ଷୀୟ ଜେଜେ ମା ବିବାସିନୀ ସାହୁ ରାଜ୍ୟ ମହିଳା କମିଶନ ଓ ରାଜ୍ୟ ମାନବାଧିକାର କମିଶନଙ୍କ ନିକଟରେ ଫେରାଦ ହୋଇଛନ୍ତି । ଘର ସମ୍ମୁଖରେ ଡିମ୍ପଲଙ୍କ ଧାରଣା…

ପ୍ରଥମ ଥର ପାଇଁ ମୁଁହ ଖୋଲିଲେ ସୁମିତ:…

ବ୍ରହ୍ମପୁର: ବହୁ ଚର୍ଚ୍ଚିତ ଡିମ୍ପଲ-ସୁମିତ ବିବାହ ପ୍ରସଙ୍ଗରେ ପୁଣି ଏକ ଟୁଇଷ୍ଟ । ନିଖୋଜ କୁହାଯାଉଥିବା ପତି ସୁମିତଙ୍କର ଆସିଲା ଅଡିଓ । ନିଜେ ଅଡିଓ ରିଲିଜ କରିଛନ୍ତି ସୁମିତ । ସୁମିତ କହିଛନ୍ତି ଯେ ମୋର କିଡନାପ ହୋଇନାହିଁ କି ମୁଁ ଫେରାର ହୋଇନାହିଁ। ମୁଁ ମାନସିକ ଓ ଶାରିରୀକ ଭାବେ ଅସୁସ୍ଥ ।…

ସୁମିତ ଏବଂ ଡିମ୍ପଲଙ୍କ ମାମଲାରେ ନୂଆ…

ବ୍ରହ୍ମପୁର: ସୁମିତ ଏବଂ ଡିମ୍ପଲଙ୍କ ମାମଲରେ ଗତକାଲି  କୋର୍ଟ ନୂଆ ଆଦେଶ ଦେଇଥିଲେ। ଦୁହେଁ ପୁଣି ମିସିକି ରହିବେ। ପରବର୍ତ୍ତୀ ଶୁଣାଣି ଆସନ୍ତା ୧୭ ତାରିଖରେ ରହିବ। ଡିମ୍ପଲ ଏବଂ ସୁମିତ ନିଜେ ଭଡାଘରେ ରହିବେ। କେଶ ସରିଲା ପରେ ସବୁ ଖର୍ଚ୍ଚ ବହନ କରିବେ ସ୍ୱାମୀ ସୁମିତ। ହେଲେ କୋର୍ଟଙ୍କ ନିର୍ଦ୍ଦେଶର…