ରାଜ୍ଯରେ ଆଗାମୀ ୨ ଦିନ ଯାଏ ବଜ୍ରପାତ ସହ…
ଭୁବନେଶ୍ୱର: ରାଜ୍ଯରେ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତି ମିଆଁମାର ଉପକୂଳରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳରେ ସମୁଦ୍ର ପତନ ଠାରୁ ୪.୫ ରୁ ୫.୮ କିମି ଉଚ୍ଚରେ ସକ୍ରିୟ ରହିଛି। ଏହା…