ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Thunderstorm Warning

ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା…

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଢେଙ୍କାନାଳ, ନୟାଗଡ଼ ଓ…

ରାଜ୍ୟର ୧୦ ଜିଲ୍ଲାରେ କାଳବୈଖାଖୀ…

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଜାରି ରହିଛି।  ଏହି ସ୍ଥିତି ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଜାରି ରହିବ  । ଏଥିସହ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ । ଏହି କାଳବୈଶାଖୀଜନିତ ବର୍ଷାକୁ ଦୃଷ୍ଟିରେ ରଖି ଆଗାମୀ ୨୪ ଘଣ୍ଟା ପାଇଁ ୧୦ଟି ଜିଲ୍ଲାକୁ ୟେଲୋ…

ରାଜ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ବର୍ଷା ଓ…

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ଟ୍ବିନ ସିଟି ସମେତ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ…

ରାଜ୍ଯରେ ଆଗାମୀ ୨ ଦିନ ଯାଏ ବିଭିନ୍ନ…

ଭୁବନେଶ୍ବର: ରାଜ୍ୟରେ ଲାଗିରହିଛି କାଳବୈଶାଖୀ ଜନିତ ବର୍ଷା । ସକାଳୁ ଖରା ଗୁଳୁଗୁଳି ଅନୁଭୁତ ହେଉଥିବା ବେଳେ ଅପରାହ୍ନ ସମୟରେ ଘୋଟିଆସୁଛି କଳାହାଣ୍ଡିଆ ମେଘ । ଏଥିସହ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରଚଣ୍ଡ ଘଡଘଡି ବିଜୁଳି ସହ ବର୍ଷା ହେଉଛି। ଏହି କାଳବୈଶାଖୀଜନିତ ବର୍ଷାକୁ ଦୃଷ୍ଟିରେ ରଖି ଆଗାମୀ ୨ ଦିନ…

ରାଜ୍ଯରେ କାଳବୈଶାଖୀ ପାଇଁ ୧୦ ଜିଲ୍ଲାକୁ…

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌‌ ୩୦ ତାରିଖ ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ୧୦ ଜିଲ୍ଲାକୁ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୦ ଜିଲ୍ଲା ପାଇଁ ୟେଲୋ…

ଆଜି ରାଜ୍ଯର ବିଭିନ୍ନ ସ୍ଥାନରେ…

ଭୁବନେଶ୍ୱର: ବୁଧବାର ରାଜ୍ୟର ୬ ସ୍ଥାନରେ ଦିନ ତାପମାତ୍ରା ୪୩ ଡିଗ୍ରୀ କିମ୍ୱା ତାଠାରୁ ଅଧିକ ରେକର୍ଡ କରାଯାଇଛି। ୪୪.୫ ଡିଗ୍ରୀ ସହ କ୍ରମାଗତ ଭାବେ ସୋନପୁର ରାଜ୍ୟର ଉତ୍ତପ୍ତ ସହର ସାଜିଥିବା ବେଳେ ୧୯ ଟି ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ ହୋଇଛି। ବଲାଙ୍ଗୀରରେ ତାପମାତ୍ରା ୪୪ ଡିଗ୍ରୀ…

ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ମୌସୁମୀ ଦୁର୍ବଳ ରହିଥିବା ସତ୍ତ୍ବେ ମଧ୍ୟ ଜଳୀୟ ବାଷ୍ପ ଅଧିକ ହେତୁ କିଛି ସ୍ଥାନରେ ବର୍ଷା ହେଉଛି। ବର୍ଷା ସାଙ୍ଗକୁ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ମଧ୍ୟ ଜାରି ରହିଛି। ତେବେ ବୁଧବାର ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବା ପରେ ଗୁରୁବାର ବର୍ଷାର…

୪ ଦିନ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ମେଘୁଆ ପାଗ ଲାଗି ରହିଛି। ଏହି ସମୟ ମଧ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ମଧ୍ୟ ଦେଖିବାକୁ ମିଳିଛି। ରାଜ୍ୟରେ ମୌସୁମୀ ଦୁର୍ବଳ ରହିଛି। ହେଲେ କିଛି ଦିନ ହେବ ବର୍ଷା ନ ଥିବାରୁ ଭୂପୃଷ୍ଟ ଉତ୍ତପ୍ତ ରହିଥିଲା। ଟ୍ରଫଲାଇନ୍‍ ପ୍ରଭାବରେ ରାଜ୍ୟକୁ ଜଳୀୟ…

ସୋମବାରୁଠାରୁ ରାଜ୍ୟରେ ବଢିବ କାଳବୈଶାଖି…

ଭୁବନେଶ୍ୱର:ରାଜ୍ୟରେ ବଢିବ କାଳବୈଶାଖି ବର୍ଷା। ସୋମବାରଠାରୁ ବର୍ଷା ବଢିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ୧୫ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ୍ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବିଶେଷ କରି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡା,…

ରାଜ୍ୟର ୧୭ ଜିଲ୍ଲାକୁ କାଳବୈଶାଖୀ…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । ଆଜି ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ରାଜ୍ୟର ୧୭ଟି ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର,…