ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

thunderstorm

କାଳବୈଶାଖୀ ଆଣିଲା ତାତିରୁ ତ୍ରାହି;…

ଭୁବନେଶ୍ୱର: ସାରା ରାଜ୍ୟରେ ତାପମାତ୍ରା ତଳମୁହାଁ ହୋଇଛି। କାଳବୈଶାଖୀ ବର୍ଷା ପବନ ଯୋଗୁଁ ତାପମାତ୍ରା ତଳକୁ ଖସିବା ସହ ସାରା ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ସୋମବାର ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁଯାୟୀ ଗତକାଲି ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ରେକର୍ଡ…

ଅସହ୍ୟ ତାତିରୁ ମିଳିଲା ଆଶ୍ୱସ୍ତି,…

ଭୁବନେଶ୍ୱର: ଅସହ୍ୟ ତାତିରୁ ମିଳିଲା ଆଶ୍ୱସ୍ତି । କାଳବୈଶାଖୀ ବର୍ଷାରେ ଭିଜିଲା ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳ । ୪ ଦିନର ମୁଣ୍ଡଫଟା ଖରା ସାଙ୍ଗକୁ ଅସହ୍ୟ ତାତି ପରେ ଆଜି ସନ୍ଧ୍ୟାରେ ଟୁଇନ ସିଟି ସମେତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇଛି । ଆଜି ଦିନରେ ରାଜ୍ୟର ପ୍ରାୟ ସବୁ…

ସାରା ରାଜ୍ୟରେ ବର୍ଷା ସାଙ୍ଗକୁ କୋହଲା…

ଭୁବନେଶ୍ୱର: ଗତକାଲିଠୁ ସାରା ରାଜ୍ୟରେ କୋହଲା ପାଗ ସାଙ୍ଗକୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଆଜି ବି ବିଭିନ୍ନ ସ୍ଥାନରେ ଘଡଘଡି ସହ ବିଜୁଳି ଓ ବର୍ଷା ହେବା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ଓ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି…

ବଜ୍ରାଘାତରେ ଭାଇ ମୃତ, ଭଉଣୀ ଗୁରୁତର

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ଅନ୍ତର୍ଗତ ତଳ ସୁବର୍ଣ୍ଣଗିରି ଅଞ୍ଚଳରେ ଅଭାବନୀୟ ଘଟଣା । ବଜ୍ରାଘାତରେ ଭାଇର ମୃତ୍ୟୁ ଘଟିଥିବାବେଳେ ଭଉଣୀ ଗୁରୁତର ହୋଇଥିବା ଜଣାପଡ଼ିଛି। ମୃତକ ନାବାଳକ ନାଁ ମୁକେଶ ପ୍ରଧାନୀ ସୂଚନା । ଭଉଣୀ ପ୍ରୀୟଙ୍କା ପ୍ରଧାନୀଙ୍କୁ ଉଦ୍ଧାରକରାଯାଇ ବାଲିଗୁଡ଼ା ଉପଖଣ୍ଡ…

ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା: ଆଜି…

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ତାତି ଓ କାଳବୈଶାଖୀର ମିଶ୍ରିତ ପ୍ରଭାବ ଜାରି ରହିଛି। ପୂର୍ବାହ୍ନରେ ଟାଣଖରା ସାଙ୍ଗକୁ ଗରମ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ଅପରାହ୍ଣରେ ଅଧିକାଂଶ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ଗତ ଦୁଇ ଦିନ ହେବ ରାଜ୍ୟରେ ଏଭଳି ପାଗ ଦେଖିବାକୁ ମିଳିଛି…

ଗତକାଲି ବଜ୍ରପାତରେ ମୃତ୍ୟୁ ବରଣ କରିଥିବା…

ଭୁବନେଶ୍ୱର: ଗତକାଲି ସାରା ରାଜ୍ୟରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ମାରିଥିଲା । ଏହି ସମୟ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ୧୨ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ୧୪ ଜଣ ଆହତ ହୋଇଛନ୍ତି । ୮ ଗାଈଗୋରୁ ମୃତାହତ ହୋଇଥିବା ନେଇ ଏସଆରସି ପକ୍ଷରୁ ସୂଚନା ଦିଆଯାଇଛି । କେଉଁ ଜିଲ୍ଲାରେ…

ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା…

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ  ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି,…

ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା…

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ କେନ୍ଦୁଝର ଆଦି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ…

କାଳବୈଶାଖୀ ବର୍ଷା ପରେ ଅନ୍ଧାରରେ…

ଭୁବନେଶ୍ୱର: ଆଜି ଅପରାହ୍ନରେ ରାଜଧାନୀରେ ହୋଇଥିବା ଘର୍ଣ୍ଣିଝଡ ସହ କାଳବୈଶାଖୀ ବର୍ଷା ପରେ ସ୍ମାର୍ଟ ସିଟି ଭୁବନେଶ୍ୱରରୁ ବିଜୁଳି ଗାୟବ ହୋଇଯାଇଥିବା ଦେଖାଯାଇଛି । ଭୁବନେଶ୍ୱରର ଅନେକ ଅଞ୍ଚଳରେ ଦୀର୍ଘ ୩ ଘଣ୍ଟା ଧରି ବିଜୁଳି କଟିଯାଇଛି । ପ୍ରବଳ ଝାଡ଼ିତଫାନ ସହ ପବନ ଯୋଗୁଁ ଅନେର ସ୍ଥାନରେ ବିଦ୍ୟୁତ ତାର…

ମାଲକାନଗିରିରେ କାଳବୈଶାଖୀ ତାଣ୍ଡବ:…

ମାଲକାନାଗିରି: ମାଲକାନାଗିରି ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ସତିଗୁଡ଼ା ଜଳଭଣ୍ଡାରରେ କାଳବୈଶାଖୀ ପ୍ରଭାବରେ ଦୁଇଟି ଦେଶୀ ଡଙ୍ଗା ଓଲୋଟି ପଡ଼ିଛି। ଫଳରେ ଦୁଇ ମାଛ ଧରାଳି ନିଖୋଜ ଥିବା ସୂଚନା। ମାଛ ଧରିବାକୁ ଯାଇଥିବା ବେଳେ ହଠାତ୍ ଜୋରରେ ପବନ ହେବାରୁ ଡଙ୍ଗା ଗୁଡ଼ିକ ଭାରସାମ୍ୟ ହରାଇ…