ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Tokyo 2020 Paralympic

ପାରାଲିମ୍ପିକ୍ସରେ ଭାରତର ଦବଦବା ଜାରି:…

ଟୋକିଓ: ପାରାଲିମ୍ପିକ୍ସରେ ଭାରତର ଦବଦବା ଜାରି ରଖିଛି । ରବିବାର ପୁଣି ଏକ ପଦକ ଭାରତକୁ ମିଳିଛି। ଦେଶର ପ୍ରଥମ ଆଇଏଏସ୍ ଅଫିସର ଭାବେ ସୁହାସ ୟାଥିରାଜ ଚଳିତ ଟୋକିଓ ପାରାଲିମ୍ପିକ୍ସରେ ପଦକ ଜିତିଛନ୍ତି । ବ୍ୟାଡମିଣ୍ଟନର ପୁରୁଷ ଏକକ ଏସ୍ଏଲ୍-୪ ବର୍ଗରେ ସେ ରୌପ୍ୟ ପଦକ ଜିତିଛନ୍ତି। ଏଥିସହ ଭାରତ ପଦକ…

ଟୋକିଓ ପାରା ଅଲମ୍ପିକ୍ସରେ ଓଡ଼ିଆ ପୁଅ…

ଟୋକିଓ: ଜାପାନାର ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ୨୦୨୦ରେ ଚମକିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ। ସେ ବ୍ୟାଡମିଣ୍ଟନର ପୁରୁଷ ଏକକ ବର୍ଗ ଫାଇନାଲରେ ସ୍ବର୍ଣ୍ଣ ପଦକ ହାତେଇଛନ୍ତି। ପ୍ରଥମ ଭାରତୀୟ ଖେଳାଳି ଭାବେ ଅଲିମ୍ପିକ୍ସ କିମ୍ବା ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ହାତେଇଛନ୍ତି ପ୍ରମୋଦ। ୩୩ ବର୍ଷିୟ…

ବାଲୁକା କଳା ମାଧ୍ଯମରେ ଭାରତୀୟ ପାରା…

ପୁରୀ: ଆଜିଠାରୁ ଟୋକିଓରେ ଆରମ୍ଭ ହେଉଛି ପାରା ଅଲିମ୍ପିକ୍ସ । ଏଥିରେ ଅଂଶ ଗ୍ରହଣ କରୁଥିବା ଭାରତୀୟ ଆଥଲେଟଙ୍କୁ ବାଲୁକା କଳାରେ ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି । ଏହି ବାଲୁକା କଳା ମାଧ୍ଯମରେ…

ଆସନ୍ତୁ ଜାଣିବା ପାରାଅଲିମ୍ପିକ୍ସର କିଛି…

ବିଶ୍ୱରେ ଶାରିରୀକ ଭିନ୍ନକ୍ଷମ ଓ ଅକ୍ଷମଙ୍କ ଲାଗି ବିଶ୍ୱ ସ୍ତରରେ ଏକ କ୍ରୀଡ଼ା ପ୍ରତିଯୋଗିତା ଆୟୋଜନ କଥା କେହି ଚିନ୍ତା କରି ନଥିଲେ। କିନ୍ତୁ ଜର୍ମାନୀର ନାଜୀ ସରକାରଙ୍କ ଦ୍ୱାରା ବିତାଡ଼ିତ ହୋଇଥିବା ଡାକ୍ତର ସାର ଲୁଡ୍‍ୱିଗ୍‍ ଗଟ୍ଟମାନ୍ନ ହିଁ ଏହି କ୍ରୀଡ଼ା ପ୍ରତିଯୋଗିତା ଆୟୋଜନ କରିବାର ସ୍ୱପ୍ନ…