ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Tokyo Olympics 2020

ଟୋକିଓ ଅଲିମ୍ପିକ୍ସ: ଭାରତକୁ ଆଉ ଏକ ପଦକ,…

ଟୋକିଓ: ଟୋକିଓ ଅଲିମ୍ପିକ୍ସରେ ଭାରତକୁ ମିଳିଛି ଆଉ ଏକ ପଦକ। ୫୭ କେଜି ଫ୍ରି ଷ୍ଟାଇଲ ବର୍ଗରେ ରୌପ୍ୟ ପଦକ ଜିତିଛନ୍ତି ରବି ଦହିୟା । ଫାଇନାଲରେ ଋଷର କୁସ୍ତି ଯୋଦ୍ଧା ଜବୁର ୟୁଗେବଙ୍କ ସହ ମୁହାଁମୁହିଁ ହୋଇଥିଲେ ରବି ଦହିୟା । ସଂଘର୍ଷପୂର୍ଣ୍ଣ ଫାଇନାଲ ଲଢ଼େଇରେ ହାରି ରବିଙ୍କୁ ରୌପ୍ୟରେ ସନ୍ତୁଷ୍ଟ ହେବାକୁ…

ହକିର ପ୍ରାୟୋଜକ ଓଡ଼ିଶା ହୋଇଥିବାରୁ…

ଭୁବନେଶ୍ୱର: ପ୍ରଥମଥର ପାଇଁ ଭାରତୀୟ ମହିଳା ହକି ଟିମ୍‌ ଅଲିମ୍ପିକ୍ସ ସେମିଫାଇନାଲରେ ପ୍ରବେଶ କରିଛି। ଅଷ୍ଟ୍ରେଲିଆକୁ ୧-୦ରେ ହରାଇଛି ମହିଳା ହକି ଟିମ୍‌। ଏହା ପୂର୍ବରୁ ଭାରତୀୟ ପୁରୁଷ ହକି ଟିମ୍‌ ମଧ୍ୟ ଦୀର୍ଘ ୪୧ ବର୍ଷ ପରେ ଅଲମ୍ପିକ୍‌ରେ ସେମି ଫାଇନାଲକୁ ପ୍ରବେଶ କରିଛି। ୨୦୧୮ରୁ ଓଡ଼ିଶା ଭାରତୀୟ ହକି…

ହକି ଇଣ୍ଡିଆର ବିଜୟରେ ଖୁସି ମନାଇବାସହ…

ଭୁବନେଶ୍ୱର: ହକି ଇଣ୍ଡିଆର ବିଜୟରେ ଖୁସି ମନାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୀର୍ଘ ୪୧ ବର୍ଷ ପରେ ଭାରତୀୟ ପୁରୁଷ ହକି ଟିମ ଅଲିମ୍ପିକ୍ସର ସେମି ଫାଇନାଲକୁ ପ୍ରବେଶ କରିଛି । ଭାରତୀୟ ହକି ଟିମର ଏହି ଐତିହାସିକ ବିଜୟରେ ଖୁସି ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଚ୍ଚନାୟକ । ମୁଖ୍ୟମନ୍ତ୍ରୀ…

ଟୋକିଓ ଅଲିମ୍ପିକ୍ସ: ୪୧ ବର୍ଷ ପରେ…

ଟୋକିଓ ଅଲିମ୍ପିକ୍ସ ପୁରୁଷ ହକିରେ ଭାରତର ଦମଦାର ବିଜୟ । ଗ୍ରେଟ ବ୍ରିଟେନକୁ ହାରଇ ସେମିଫାଇନାଲରେ ପ୍ରବେଶ କରିଛି ଭାରତ। ଆଜିର  କ୍ୱାର୍ଟରରେ ବ୍ରିଟେନ୍‌କୁ ୧-୩ ଗୋଲ୍‌ରେ ଭାରତ ପରାସ୍ତ କରିଛି। ଏଥିସହ ଦୀର୍ଘ ୪୧ ବର୍ଷ ପରେ ଅଲିମ୍ପିକ୍ସ ସେମିରେ ଭାରତ ପ୍ରବେଶ କରିଛି। ଆଜି କ୍ବାର୍ଟର ଫାଇନାଲରେ ଭାରତ…

ଟୋକିଓ ଅଲିମ୍ପିକ୍ସ: ଭାରତକୁ ପୁଣି…

ଟୋକିଓ: ଟୋକିଓ ଅଲିମ୍ପିକ୍ସ ବକ୍ସିଂ ଇଭେଣ୍ଟରେ ଭାରତର ଏକାଧିକ ପଦକ ଆଶା ମଉଳିବାରେ ଲାଗିଛି । ଅଲିମ୍ପିକ୍ସ ପୁରୁଷ ବକ୍ସିଂରେ ନିରାଶ କଲେ ସତୀଶ କୁମାର । ଗତକାଲି ବିଶ୍ୱର ନମ୍ବର ୱାନ ବକ୍ସର ଅମିତ ପଙ୍ଘାଲ ୫୨ କେଜି ବର୍ଗର ପ୍ରି-କ୍ୱାର୍ଟରରୁ ହାରି ବିଦାୟ ନେଇଥିବା ବେଳେ ଆଜି ସୁପରହେଭି ବର୍ଗ (୯୧…

ଟୋକିଓ ଅଲିମ୍ପିକ୍ସ: ଦକ୍ଷିଣ ଆଫ୍ରିକାକୁ…

ଟୋକିଓ: ଅଲିମ୍ପିକ୍ସ ଗ୍ରୁପ ପର୍ଯ୍ୟାୟର କର ବା ମର ମ୍ୟାଚରେ ଜବରଦସ୍ତ ପ୍ରଦର୍ଶନ କରିଛି ଭାରତୀୟ ମହିଳା ହକି ଟିମ । ପୁଲ୍ ପର୍ଯ୍ୟାୟର ଶେଷ ମ୍ୟାଚ୍ ରେ ଭାରତୀୟ ମହିଳା ହକି ଦଳ ଦକ୍ଷିଣ ଆଫ୍ରିକାକୁ ୪-୩ ଗୋଲରେ ରେ ପରାସ୍ତ କରିଛି । ଏହା ସହିତ ଭାରତ କ୍ୱାର୍ଟର ଫାଇନାଲରେ ପହଞ୍ଚିବା ଆଶା ଉଜ୍ଜୀବିତ ରଖିଛି…

ଟୋକିଓ ଅଲିମ୍ପିକ୍ସ: ପୁରଷ ହକିରେ ଭାରତର…

ଟୋକିଓ: ଟୋକିଓ ଅଲିମ୍ପିକ୍ସର ଅଷ୍ଟମ ଦିନ ଭାରତ ପାଇଁ ଏକ ଭଲ ଦିନ ଥିଲା । ଟୋକିଓ ଅଲିମ୍ପିକ୍ସ ପୁରଷ ହକିରେ ଭାରତର ଦମଦାର ବିଜୟ । ଜାପାନକୁ ୫-୩ ଗୋଲରେ ହରାଇଲା ଭାରତ । ଏହାସହ ଭାରତ ତାର ସମସ୍ତ ପୁଲ ମ୍ୟାଚ ଶେଷ କରିଛି । ପୁଲ ମ୍ୟାଚରେ ଭାରତ ୪ଟି ମ୍ୟାଚରେ ବିଜୟୀ ହୋଇଥିବା ବେଳେ ଗୋଟିଏ ମ୍ୟାଚରେ…

ଟୋକିଓ ଅଲିମ୍ପିକ୍ସ: ବିଜୟରୁ ଅଭିଯାନ…

ଟୋକିଓ: ଟୋକିଓ ଅଲିମ୍ପିକ୍ସରେ ବିଜୟରୁ ନିଜର ଅଭିଯାନ ଆରମ୍ଭ କରିଛନ୍ତି ଭାରତୀୟ ବ୍ୟାଡ୍‌ମିଣ୍ଟନ ଷ୍ଟାର ପି.ଭି ସିନ୍ଧୁ । ଇସ୍ରାଏଲ ପ୍ରତିପକ୍ଷ କସେନିଆଙ୍କ ବିପକ୍ଷରେ ସେ ୨୧-୭, ୨୧-୧୦ ସେଟ୍‌ରେ ବିଜୟୀ ହୋଇଛନ୍ତି । ମାତ୍ର ୨୮ ମିନିଟରେ ପ୍ରଥମ ମୁକାବିଲାକୁ ନିଜ ନାଁରେ କରିଥିଲେ ପି. ଭି. ସିନ୍ଧୁ ।…

ଆଜିଠୁ ବିଶ୍ୱ କ୍ରୀଡ଼ା ମହାକୁମ୍ଭ…

ଟୋକିଓ: ମହାମାରୀର ଭୟ ମଧ୍ୟରେ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସ । ଦେଶବାସୀଙ୍କ ବିରୋଧ ଓ ବିକ୍ଷୋଭ ସତ୍ତ୍ୱେ ବିନା ଦର୍ଶକରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱର ଏହି ପୁରାତନ ଓ ସର୍ବଶ୍ରେଷ୍ଠ ପ୍ରତିଷ୍ପର୍ଦ୍ଧା । ଚଳିତ ଥରର ଅଲିମ୍ପିକ୍ସରେ ୨୦୦ରୁ ଅଧିକ ଦେଶର ପାଖାପଖି…