ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Tokyo Paralympics

ଟୋକିଓ ପାରା ଅଲମ୍ପିକ୍ସରେ ଓଡ଼ିଆ ପୁଅ…

ଟୋକିଓ: ଜାପାନାର ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ୨୦୨୦ରେ ଚମକିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ। ସେ ବ୍ୟାଡମିଣ୍ଟନର ପୁରୁଷ ଏକକ ବର୍ଗ ଫାଇନାଲରେ ସ୍ବର୍ଣ୍ଣ ପଦକ ହାତେଇଛନ୍ତି। ପ୍ରଥମ ଭାରତୀୟ ଖେଳାଳି ଭାବେ ଅଲିମ୍ପିକ୍ସ କିମ୍ବା ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ହାତେଇଛନ୍ତି ପ୍ରମୋଦ। ୩୩ ବର୍ଷିୟ…

ଟୋକିଓ ପାରା ଅଲିମ୍ପିକ୍ସରେ ଭାରତକୁ…

ଟୋକିଓ : ଟୋକିଓ ପାରା ଅଲିମ୍ପିକ୍ସର ଏକାଦଶତମ ଦିବସରେ ଭାରତ ଉପରେ ପଦକ ବର୍ଷା ହୋଇଛି । ସୁଟିଂରେ କମାଲ କରିଛନ୍ତି ଭାରାତୀୟ ପାରାସୁଟର । ସୁଟିଂରେ ଦୁଇଟି ପଦକ ପାଇଛି ଭାରତ । ଭାରତୀୟ ଶୁଟର ମନୀଷ ନରୱାଲ ବିଶ୍ୱ ପାରାଲିମ୍ପିକ୍ସ ରେକର୍ଡ ସହ ସ୍ୱର୍ଣ୍ଣ ପଦକ ଜିତିଥିବା ବେଳେ ସିଂହରାଜ ରୌପ୍ୟ ପଦକ…

ପାରା ଅଲିମ୍ପିକ୍ସରେ ଆଉ ଏକ ପଦକ ପକ୍କା…

ଟୋକିଓ: ଟୋକିଓ ପାରା ଅଲିମ୍ପିକ୍ସରେ ଦମ୍ ଦେଖାଇଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ। ବ୍ୟାଡ୍‌ମିଣ୍ଟନ୍‌ ଫାଇନାଲକୁ ପ୍ରବେଶ କରି ପଦକ ସୁନିଶ୍ଚିତ କଲେ ପ୍ରମୋଦ । ଆଜି ଏସଏଲ -୩ ବର୍ଗରେ ଖେଳାଯାଇଥିବା ସେମିଫାଇନାଲରେ ଓଡିଆ ପୁଅ ଭଗତ ଜାପାନର ଦାଇସୁକେ ଫୁଜିହରାଙ୍କୁ ୨୧-୧୧,୨୧-୧୬ରେ ହରାଇଛନ୍ତି । ଏହି ବିଜୟ ସହ…

୧୬ତମ ସ୍ୱର୍ଣ୍ଣ ଜିତିଲେ ସାରା

ଟୋକିଓ : ଗ୍ରେଟ୍‍ ବ୍ରିଟେନର ସାଇକ୍ଲିଷ୍ଟ ସାରା ଷ୍ଟୋରେ ଚଳିତ ପାରା ଅଲିମ୍ପିକ୍ସର ସି-୫ ଟାଇମ୍‍ ଟ୍ରାଏଲ୍‍ରେ ସ୍ୱର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି। ଏଥିସହ ପାରା ଅଲିମ୍ପିକ୍ସ ଇତିହାସରେ ସେ ୧୬ତମ ସ୍ୱର୍ଣ୍ଣ ସଫଳତା ପାଇଛନ୍ତି। କ୍ୟାରିୟରର ୮ମ ପାରା ଅଲିମ୍ପିକ୍ସରେ ପ୍ରତିନିଧିତ୍ୱ କରୁଥିବା ୪୩ ବର୍ଷୀୟା…

ଟୋକିଓ ପାରାଲିମ୍ପିକ୍ସ : ବିଶ୍ୱ ରେକର୍ଡ…

ଟୋକିଓ : ଟୋକିଓ ପାରାଲିମ୍ପିକ୍ସରେ ଭାରତୀୟ ଆଥଲେଟଙ୍କ ଦବଦବା ଜାରି ରହିଛି। ପାରାଲିମ୍ପିକ୍ସର ଷଷ୍ଠ ଦିନରେ ଭାରତକୁ ମିଳିଛି ଆଉ ଏକ ସ୍ବର୍ଣ୍ଣ ପଦକ। ଜାଭେଲିନ୍‌ ଥ୍ରୋରେ ସୁମିତ ଅନ୍ତିଲ୍‌ଙ୍କୁ ଗୋଲ୍ଡ ମେଡାଲ ମିଳିଛି । ଏହା​ ସହିତ ଟୋକିଓ ପାରାଅଲିମ୍ପିକରେ ଭାରତରେ ସ୍ବର୍ଣ୍ଣ ପଦକ ସଂଖ୍ୟା ୨ ସହ ମୋଟ୍‌…