ୟୁପିରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…
ଲକ୍ଷ୍ନୌ: ଉତ୍ତରପ୍ରଦେଶର ମୋଟ ୪୦୩ଟି ବିଧାନସଭା ଆସନରୁ ଏପର୍ଯ୍ୟନ୍ତ ବିଜେପି ୨୭୦ଟି ଆସନ ପାର କରିସାରିଛି। ୩୭ ବର୍ଷ ପରେ ପ୍ରଥମ ଥର ପାଇଁ ବହୁମତ ସହ ଦ୍ୱିତୀୟ ଥର ସରକାର ଗଢ଼ିବାକୁ ଯାଉଛି ବିଜେପି । ୟୁପିରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ ଯୋଗୀ ଆଦିତ୍ୟନାଥ । ୨୦୧୭ ପରେ ୨୦୨୨ରେ ଭାରତୀୟ ଜନତା…