ବୁର୍ଲା ଭିସୁଟ୍ ରୂପାନ୍ତରିକରଣ…
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ ଟେକ୍ନୋଲେଜି (VSSUT)ର ଉନ୍ନତିକରଣ ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ଅନୁମୋଦିତ କରିଛନ୍ତି । ୨୦୨୬ସୁଦ୍ଧା ଏହି ଅନୁଷ୍ଠାନରେ ୨୪ଟି ଅଣ୍ଡର ଗ୍ରାଜୁଏଟ ବିଭାଗରେ ୧୦ ହଜାରରୁ ଅଧିକ ଛାତ୍ରଛାତ୍ରୀ…