ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

very heavy rain in odisha

ସମୁଦ୍ର ମଧ୍ୟରେ ମିଶିଗଲେ ଦୁଇ…

ଭୁବନେଶ୍ୱର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ବର୍ତ୍ତମାନ ସକ୍ରିୟ ଥିବାବେଳେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିଲା। ଆଉ ଏହି ଘୂର୍ଣ୍ଣିବଳୟଟି ଆଜି ପ୍ରଥମ ଘୂର୍ଣ୍ଣିବଳୟ ସାଙ୍ଗରେ ମିଶିଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ଅଧା ଓଡ଼ିଶାକୁ ଭିଜାଇବ ବର୍ଷା : ଆସନ୍ତା…

ଭୁବନେଶ୍ବର : ସେପ୍ଟେମ୍ବର ୭ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ (ଅର୍ଥାତ୍‌ ୯ ସେପ୍ଟେମ୍ବରରେ) ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ…

କାଲିଠୁ ରାଜ୍ୟରେ ଲଗାତାର ୩ ଦିନ ବର୍ଷା…

ଭୁବନେଶ୍ବର : ରାଜ୍ୟରେ ଲଗାତର ଲଘୁଚାପ ପ୍ରଭାବରେ ରାଜ୍ୟବାସୀ ବନ୍ୟା ଦୁର୍ଦ୍ଦଶା ଭୋଗୁଥିବା ବେଳେ ପୁଣି ଆସିଛୁ ଆଉ ଏକ ଲଘୁଚାପ। ମିଆଁମାର ଉପକୂଳରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ପତ୍ତନ ଠାରୁ ୪.୫ କିଲୋମିଟରରୁ ୫.୮ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଏହାର…

୪ ଜିଲ୍ଲାରେ ପ୍ରବଳ ବର୍ଷା ଓ ପବନ :…

ଭୁବନେଶ୍ବର : ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପଟି ଆଜି ସକାଳେ ଅବପାତରେ ପରିଣତ ହୋଇଥିବା ବେଳେ ଆଗାମୀ ୬ ଘଣ୍ଟା ମଧ୍ୟରେ ଗଭୀର ଅବପାତର ରୂପ ନେବ। ଆଜି ସଂଧ୍ୟାରେ ଏହା ବାଲେଶ୍ୱର ଏବଂ ସାଗର ଦ୍ୱୀପ ମଧ୍ୟରେ ଗଭୀର ଅବପାତ ଭାବେ ଉପକୂଳ ଅତିକ୍ରମ କରିବାର…

ବଢ଼ିବ ସଂକଟ : ୧୯ରେ ଆଉ ଏକ ଲଘୁଚାପ, ୧୮ରୁ…

ଭୁବନେଶ୍ବର :  ଜାରି ରହିଥିବା ଲଘୁଚାପର ପ୍ରଭାବ ଏବଂ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଅଧା ଓଡ଼ିଶା ବିର୍ତ୍ତମାନ ବନ୍ୟା ଯୋଗୁଁ ହନ୍ତସନ୍ତ ହେଉଥିବା ବେଳେ ପୁଣି ଆସୁଛି ଆଉ ଏକ ଲଘୁଚାପ। ପୂର୍ବରୁ ଆସିଥିବା ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟରେ…

ଲଘୁଚାପ ପ୍ରଭାବରେ ଆସନ୍ତା ଦୁଇ ଦିନ…

ଭୁବନେଶ୍ବର : କାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ପଶ୍ଚିମମିଆଁମାର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର  ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତରବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବ। ଏହି ଲଘୁଚାପ ସୃଷ୍ଟି ହେବାର…

ଗୋଟିଏ ଲଘୁଚାପର ପ୍ରକୋପ ନ ସରୁଣୁ ପଛକୁ…

ଭୁବନେଶ୍ୱର: ଜାରି ରହିଥିବା ଲଘୁଚାପର ପ୍ରକୋପ ନ ସରୁଣୁ ପଛକୁ ପଛ ଆସୁଛି ଆଉ ୨ ଲଘୁଚାପ। ଗୋଟିଏ ଲଘୁଚାପ ଆସନ୍ତା ୧୩ ତାରିଖ ସୃଷ୍ଟି ହେବାକୁ ଥିବା ବେଳେ ଆଉ ଗୋଟିଏ ଲଘୁଚାପ ୧୮ ତାରିଖ ବେଳକୁ ସୃଷ୍ଟି ହେବା ନେଇ ବିଭିନ୍ନ ମଡେଲ୍‍ ଆକଳନ କରିଛନ୍ତି। ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଏହି ଦୁଇ ଲଘୁଚାପ…

୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ…

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ସଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଲଘୁଚାପ ଯୋଗୁଁ ମୌସୁମୀ ସକ୍ରିୟ ହୋଇଛି। ରବିବାର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସହ ଆଜି ସୋମବାର ସକାଳେ ମଧ୍ୟ ପ୍ରବଳ ବର୍ଷା ପ୍ରଭାବ ଦେଖିବାକୁ ମିଳିଛି। ବର୍ତ୍ତମାନର ସଦୃଶ୍ୟ…

ଆସନ୍ତା ୨୪ ଘଣ୍ଟାରେ ୧୧ ଜିଲ୍ଲାରେ ପ୍ରବଳ…

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗ ସୂଚନା ଅନୁସାରେ ରାଜ୍ୟର ୧୧ଟି ଜିଲ୍ଲାର ଅନେକ ସ୍ଥାନରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ…

୧୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା…

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟିହୋଇଥିବା ଲଘୁଚାପ ଯୋଗୁଁ ଏବେ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟରେ ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ସକ୍ରିୟ ରହିଛି।…