Browsing Tag

vigilance raid

ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ…

ବାଲେଶ୍ୱର: ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗର କାର୍ଯ୍ଯନିର୍ବାହୀ ଯନ୍ତ୍ରୀ । ବାଲେଶ୍ଵର କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମହେଶ ପ୍ରସାଦ ପଟ୍ଟନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ମହେଶ…

ଜଳସେଚନ ସହକାରୀ ଯନ୍ତ୍ରୀଙ୍କ ଘରେ…

ବ୍ରହ୍ମପୁର/ବୁଗୁଡ଼ା: ଜଣେ ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ବିଭାଗ ରେଡ଼୍‌ କରିଛି । ୪କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ଠାବ ହୋଇଥିବା ସୂଚନା ମିଳିଛି । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳସେଚନ ବିଭାଗ ଅନ୍ତର୍ଗତ ବାଘୁଆ ପ୍ରକଳ୍ପର ସହାକରୀ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁଚରଣ ସାହୁଙ୍କ…

ଭିଜିଲାନ୍ସ ପଞ୍ଝାରେ ପାଟଣାଗଡ ଫରେଷ୍ଟ…

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ପାଟଣାଗଡ ଫରେଷ୍ଟ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ରଶ୍ମିରଞ୍ଜନ ସ୍ୱାଇଁ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଜଣେ ବ୍ୟକ୍ତିଙ୍କ ଠାରୁ ଲାଞ୍ଚ ଟଙ୍କା ନେଉଥିବାବେଳେ ଭିଜିଲାନ୍ସ ହାବୁଡରେ ପଡିଥିବା ଜଣାପଡିଛି । ସୂଚନା ଅନୁଯାୟୀ, ଫରେଷ୍ଟ ଗାର୍ଡ ରଶ୍ମିରଞ୍ଜନ…

ଅଧିକ୍ଷଣ ଯନ୍ତ୍ରୀଙ୍କ ବାସଭବନରେ…

ଭଦ୍ରକ : ଭଦ୍ରକ ସାଳନ୍ଦୀ କେନାଲ ଡିଭିଜନର ଅଧିକ୍ଷଣ ଯନ୍ତ୍ରୀଙ୍କ ଅଫିସ ଏବଂ ସରକାରୀ ବାସଭବନରେ ଭିଜିଲାନ୍ସ ଚଢାଉ। ସାଳନ୍ଦୀ କେନାଲ ଡିଭିଜନର ଅଧିକ୍ଷଣ ଯନ୍ତ୍ରୀ ଶ୍ରୀମନ୍ତ ସେଠି। ଠିକା ସଂସ୍ଥା ଠାରୁ ବେଆଇନ ଭାବେ ଟଙ୍କା ନେଇ ଗଛିତ ରଖିଥିବା ବେଳେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଭିଜିଲାନ୍ସ ବିଭାଗ…

ଭିଜିଲାନ୍ସ ଜାଲରେ ଟାଙ୍ଗରପାଲି ଅତିରିକ୍ତ…

ସୁନ୍ଦରଗଡ଼: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡିଥିବା ସୁନ୍ଦରଗଡ଼ ଟାଙ୍ଗରପାଲି ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ଅମାପ ସମ୍ପତ୍ତି ଠାବ ହୋଇଛି। ଚଢାଉ ବେଳେ ତହସିଲଦାରଙ୍କ ନାମରେ ୨୧ଟି ପ୍ଲଟ୍ ଥିବା ଜଣାପଡ଼ିଛି। ଏଥିସହ ୨ଟି ବହୁତଳ କୋଠା, ୪ଟି ବାସୋପଯୋଗୀ ଘର ମଧ୍ଯ ଠାବ…

ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜିଲ୍ଲା…

ସୁନ୍ଦରଗଡ଼ ଜିଲ୍ଲା ଟାଙ୍ଗରପାଲି ତହସିଲ ଅଫିସର ଅତିରିକ୍ତ ତହସିଲଦାର କୁଳମଣି ପଟେଲ ଭିଜିଲାନ୍ସ ଜାଲରେ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ସମୟରେ ୮ ଟି ସ୍ଥାନରେ ଚଢାଉ। ସୁନ୍ଦରଗଡ଼ର ଦୁଇଟି ସ୍ଥାନ, ଡୁମାଵାହଲର ୪ ଟି ସ୍ଥାନ, ଲେଫ୍ରିପଡାର ଗୋଟିଏ ସ୍ଥାନ ଓ…

ଭିଜିଲାନ୍ସ ଜାଲରେ ଡିଏସପି: କୋଇଲା ବୋଝେଇ…

ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ଡିଏସପି ଅଭିନବ ଡାଳୁଆ । ଢେଙ୍କାନାଳ ସଦରଥାନା ଇନଚାର୍ଜ ଦାୟିତ୍ବରେ ଥିଲେ ଅଭିନବ । କୋଇଲା ଟ୍ରକ ଛାଡ଼ିବା ପାଇଁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସର ସ୍ଵତନ୍ତ୍ର ଟିମ୍ ତାଙ୍କୁ ଧରିଛି । ଗତ ୨୪ ତାରିଖରେ ୩ଟି କୋଇଲା ବୋଝେଇ ଟ୍ରକରୁ ଗୋଟିଏ ଟ୍ରକ ପାଇଁ…

ଅଙ୍ଗନବାଡ଼ି କର୍ମୀଙ୍କ ବକେୟା ଟଙ୍କା…

ଭୁବନେଶ୍ବର: ଲାଞ୍ଚ ନେଇ ଧରାପଡ଼ିଲେ ବଲାଙ୍ଗିର ଆଗଲପୁର ବ୍ଲକ ICDCRର ସୁପରଭାଇଜର କୁନି ନାୟକ।  ୧୯ ହଜାର ୮୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ  କୁନି ନାୟକଙ୍କୁ ଧରିଛି। ୬ ଜଣ ଅଙ୍ଗନବାଡ଼ି କର୍ମୀଙ୍କ ବକେୟା ଟଙ୍କା ଦେବାକୁ ନେଉଥିଲେ ଲାଞ୍ଚ। ଏହି ସମୟରେ ମାଡିବସିଛି ଭିଜିଲାନ୍ସ।  ତାଙ୍କ…

ଭିଜିଲାନ୍ସ ଜାଲରେ ନିମାପଡା ଗ୍ରାମ୍ୟ…

ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନିମାପଡ଼ା ସବ୍ ଡିଭିଜନର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଦୁଷ୍ମନ୍ତ ଦେହୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଭିଜିଲାନ୍ସର ୫ଟି ଟିମ୍ ଏକକାଳୀନ ୭ଟି ଜାଗାରେ ଚଢାଉ କରୁଛି । ସକାଳୁ ସକାଳୁ…

ସବସିଡି କରାଇଦେବା ପାଇଁ ନେଉଥିଲେ ଲାଞ୍ଚ:…

ପୁରୀ: ଭିଜିଲାନ୍ସ ଜାଲରେ ପୁରୀ DIC ଅଫିସରେ କାର୍ଯ୍ଯରତ ସୁପରଭାଇଜର ନାରାୟଣ ପଟ୍ଟନାୟକ । ଖଦି ଓ ଗ୍ରାମ ଉଦ୍ୟୋଗ ବିଭାଗର ସୁପରଭାଇଜର ସେ ଭାବେ କାର୍ଯ୍ଯରତ । ସବସିଡି ଟଙ୍କା କରାଇ ଦେବା ପାଇଁ ୧୫ ହଜାର ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି ସୁପରଭାଇଜର ନାରାୟଣ । ରତ୍ନାକର ସାହୁଙ୍କଠାରୁ ଅର୍ଥ ନେବାବେଳେ…