ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

vote

ଅନୁନ୍ନତ ଜନଜାତି ସମୁଦାୟ…

କେନ୍ଦୁଝର: ରାଜ୍ୟରେ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଛି। ସମ୍ବଲପୁର, ପୁରୀ, ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ଚାଲିଛି। ଏହି କ୍ରମରେ ଆଜି ସାରା କେନ୍ଦୁଝର ଦେଇଛି ଭୋଟ।  ମତଦାନକୁ ଅଧିକ କରିବା ପାଇଁ ପ୍ରଶାସନ ପକ୍ଷରୁ…

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି:…

ଭୁବନେଶ୍ବର: ଚାଲିଛି ଗଣତନ୍ତ୍ରର ମହାପର୍ବ । ଦେଶରେ ଚାଲିଛି ଷଷ୍ଠ ଏବଂ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ।  ସମ୍ବଲପୁର, ପୁରୀ, ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ଚାଲିଛି। ସୂଚନା ଅନୁଯାୟୀ, ସକାଳ ୯ଟା ସୁଦ୍ଧା ୭.୪୩…

 ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ…

ଭୁବନେଶ୍ୱର: ରାଜ୍ୟରେ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇ ଯାଇଛି। ସମ୍ବଲପୁର, ପୁରୀ, ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ଚାଲିଛି। ଉପରୋକ୍ତ ଆସନଗୁଡ଼ିକରେ ବିଭିନ୍ନ ଦଳର ବହୁ ହେଭିୱେଟ ପ୍ରାର୍ଥୀ ମଇଦାନରେ ଅଛନ୍ତି।…

ତୃତୀୟ ପର୍ଯ୍ୟାୟ ପାଇଁ ସରିଲା ପ୍ରଚାର:…

ଭୁବନେଶ୍ୱର: ରାଜ୍ୟରେ ଆସନ୍ତାକାଲି ଅର୍ଥାତ ୨୫ ତାରିଖରେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ୬ଟି ଲୋକସଭା କ୍ଷେତ୍ର ଯଥା ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଓ ଭୁବନେଶ୍ୱର ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟର ନିଜ ପ୍ରତିନିଧି…

ଭୋଟ୍ ଦେଉଛି ଓଡ଼ିଶା: ଅପରାହ୍ନ ୫ଟା…

ଭୁବନେଶ୍ବର: ଆଜି ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯାଉଥିବା ବେଳେ ଜନତା ମଧ୍ୟ ଜୋରଦାର ମତଦାନ କରୁଛନ୍ତି। ସକାଳୁ ପାଗ ମଧ୍ୟ ଭଲ ରହିଥିବାରୁ ଲୋକମାନେ ମତଦାନ କରିବାକୁ ବହୁ ସଂଖ୍ୟାରେ ଆସୁଛନ୍ତି। ଭୋଟଦାନ ପ୍ରକ୍ରିୟା ସକାଳ ୭ଟାରୁ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ଯାଏଁ…

ଭୋଟ ଦେଲା ଓଡ଼ିଶା: ପ୍ରଥମ ପର୍ଯ୍ୟାୟରେ…

ଭୁବନେଶ୍ୱର: ଗଣତନ୍ତ୍ର ମହାନ ପର୍ବ ନିର୍ବାଚନର ଆଦ୍ୟଚରଣ ଗତକାଲି ଦେଶରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ସୋମବାର ଦେଶରେ ଚତୁର୍ଥ ତଥା ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନ ୨୮ଟି ବିଧାନସଭା କ୍ଷେତ୍ର ପାଇଁ ମତଦାନ ଅନୁଷ୍ଠିତ…

ମେ’ ୨୦ରେ ଓଡ଼ିଶାରେ ହେବ ଦ୍ୱିତୀୟ…

ଭୁବନେଶ୍ବର:  ମେ’ ୨୦ରେ ଓଡ଼ିଶାରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଭୋଟ। ଏଥିପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ସଂସଦୀୟ ଆସନ ଓ ଏହି ସଂସଦୀୟ କ୍ଷେତ୍ରରେ ଥିବା ସମସ୍ତ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯିବ। ବରଗଡ଼ର…

ରିଲିଜ୍ ହେଲା ‘ଭୋଟ’ର…

ଭୁବନେଶ୍ବର: 'ଭୋଟ' ବେଳ ପାଖେଇ ଆସୁଥିବାରୁ ଦର୍ଶକଙ୍କ ମନରେ ଆଗ୍ରହ ବଢ଼ିବାରେ ଲାଗିଛି। ଦର୍ଶକମାନଙ୍କ ମନୋରଞ୍ଜନ ପାଇଁ ରିତୁପ୍ରିୟା ପ୍ରଡ଼କସନ୍ସ ବ୍ୟାନରରେ ଅତୀଶ କୁମାର ରାଉତଙ୍କ ପ୍ରଯୋଜନାରେ ଭୋଟ ନିର୍ମିତ ହୋଇଛି। ଆସନ୍ତା ୨୩ ଫେବ୍ରୁଆରୀରେ ମୁକ୍ତିଲାଭ କରିବା ପାଇଁ ପ୍ରଯୋଜନା ସଂସ୍ଥା ତରଫରୁ ଘୋଷଣା…

ଭାରତରେ ବିଶ୍ବର ସର୍ବାଧିକ ଭୋଟର,…

ନୂଆଦିଲ୍ଲୀ: ଆସନ୍ତା ସାଧାରଣ ନିର୍ବାଚନରେ ୯୭ କୋଟି ଲୋକ ମତଦାନ ସାବ୍ୟସ୍ତ କରିପାରନ୍ତି। ୨୮ ରାଜ୍ୟ ଏବଂ ୮ କେନ୍ଦ୍ରଶାସିତ ଅଞ୍ଚଳର ଭୋଟରଙ୍କ ସମ୍ବନ୍ଧିତ ସ୍ପେସିଆଲ ସମରି ରିଭିଜନ (ଏସଏସଆର) ରିପୋର୍ଟ, ୨୦୨୪ ଜାରି କରି ସନିର୍ବାଚନ କମିଶନ (ଇସି) ଏହି ସୂଚନା ଦେଇଛନ୍ତି। ଇସିଙ୍କ ପକ୍ଷରୁ କୁହାଯାଇଛି ଯେ…