Browsing Tag

Weather alert

୨୪ ଘଣ୍ଟାରେ ରାଜ୍ଯର ବିଭିନ୍ନ ଜିଲ୍ଲାରେ…

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ଏମିତି ବର୍ଷା ଜାରି ରହିବ । ଆସନ୍ତା ୨୪ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଅତି ପ୍ରବଳ ବର୍ଷା ଆଶଙ୍କା ଥିବା ଜିଲ୍ଲାଗୁଡ଼ିକ ପାଇଁ…

ରାଜ୍ଯର ବିଭିନ୍ନ ଜିଲ୍ଲାରେ ଆଗାମୀ ୩ ଦିନ…

ଭୁବନେଶ୍ବର: ରାଜ୍ଯରେ ଆଗାମୀ ୩ ଦିନ ପର୍ଯ୍ଯନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାଗୁଡ଼ିକୁ ୟେଲୋ ଓ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ୨୦…

ଆସୁଛି ଆଉ ଏକ ଲଘୁଚାପ, ୧୮ରୁ ପୁଣି ବର୍ଷା

ଭୁବନେଶ୍ୱର: ଖୁବ୍‌ ଶୀଘ୍ର ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱରସ୍ଥିତ ପାଣିପାଗ କାର୍ଯ୍ଯାଳୟ ପକ୍ଷରୁ ଟ୍ୱିଟ କରି ସୂଚନା ଦେଇଛି।  ସେପ୍ଟେମ୍ବର ୧୮ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ…

ରାଜ୍ଯରେ ଆଗାମୀ ୩ ଦିନ ଯାଏ ବିଭିନ୍ନ…

ଭୁବନେଶ୍ବର: ରାଜ୍ଯରେ ଆଗାମୀ ୩ ଦିନ ପର୍ଯ୍ଯନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା  ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ  ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ୧୩…

ଅବପାତର ରୂପ ନେଲା ଲଘୁଚାପ, ଆଜି ୨୪…

ଭୁବନେଶ୍ବର: ଅବପାତର ରୂପ ନେଲା ଲଘୁଚାପ । ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଏହାରି ପ୍ରଭାବରେ ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ବର୍ଷା ଲାଗି ରହିଛି  । ସମୁଦ୍ର ଅଶାନ୍ତ ରହୁଥିବାରୁ ୧୨ ତାରିଖ ଯାଏଁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଭୁବନେଶ୍ୱର…

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ୨୪ଘଣ୍ଟା…

ଭୁବନେଶ୍ୱର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ରପତ୍ତନ ଠାରୁ ବାୟୁମଣ୍ଡଳର ୫.୮କିମି ଉଚ୍ଚତା ଯାଏଁ ଏହା ବ୍ୟାପିଛି। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ…

ରାଜ୍ଯରେ ଆଗାମୀ ୫ ଦିନ ଯାଏ ବିଭିନ୍ନ…

ଭୁବନେଶ୍ବର: ରାଜ୍ଯରେ ଆଗାମୀ ୫ ଦିନ ପର୍ଯ୍ଯନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା  ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ  ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ୭ ତାରିଖ ପାଇଁ…

୬ରୁ ସକ୍ରିୟ ହେବ ମୌସୁମୀ; ପୁଣି ବଢ଼ିବ…

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ଜାରି ରହିଛି। ଦିନରେ ପ୍ରଚୁର ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ଉପର ଓଳି ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେଉଛି। ୬ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ହେବା ସହିତ ଧୀରେ ଧୀରେ ମୌସୁମୀ ସକ୍ରିୟ ହେବ। ଏହାସହିତ ୮ ତାରିଖ ସୁଦ୍ଧା…

ଗୁଳୁଗୁଳିରେ ଲାଗିବ ବ୍ରେକ୍‍, ଆସନ୍ତା…

ଭୁବନେଶ୍ୱର: ରାଜ୍ୟରେ ଦୁର୍ବଳ ମୌସୁମୀ ପ୍ରବାହ ଜାରି ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ଖରା ଓ ଗୁଳୁଗୁଳି ଲାଗିରହିଛି। ଆସନ୍ତା ୫ ତାରିଖରୁ ଏହି ପରିସ୍ଥିତିରେ ପରିବର୍ତ୍ତନ ଆସିବା ସହିତ ରାଜ୍ୟକୁ ପୁଣି ଥରେ ମୌସୁମୀ ବର୍ଷା ଫେରିବ ବୋଲି ଜଣାପଡ଼ିଛି। ମୌସୁମୀ ନିମ୍ନ-ଚାପ ରେଖା…

ଚଳିତ ମାସରେ ଆଉ ୨ଟି ଲଘୁଚାପ: ୭ରେ ପ୍ରଥମ…

ଭୁବନେଶ୍ୱର: ସେପ୍ଟେମ୍ବର ମାସରେ ରାଜ୍ୟରେ ମିଶ୍ରିତ ବର୍ଷା ହେବ। ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ସ୍ୱାଭାବିକଠାରୁ ଅଧିକ ହେବାକୁ ଥିବା ବେଳେ ପଶ୍ଚିମ ଓଡ଼ିଶାର ଝାଡ଼ଖଣ୍ଡ ସୀମାନ୍ତବର୍ତ୍ତୀ କିଛି ଜିଲ୍ଲାରେ ବର୍ଷାର ପରିମାଣ ସ୍ୱାଭାବିକଠାରୁ କମ୍‍ ରହିବ ବୋଲି ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ…