ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Weather alert

ସକାଳୁ ଅସହ୍ୟ ତାତି: ୮ ଟା ୩୦ ସୁଦ୍ଧା…

ଭୁବନେଶ୍ବର: ସକାଳୁ ଆରମ୍ଭ ହୋଇଛି ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସକାଳ ୮ ଟା ୩୦ ସୁଦ୍ଧା ତାଳଚେରରେ ୩୫.୮ ଡ଼ିଗ୍ରୀ ତାପମାତ୍ରା ସହ ସବୁଠାରୁ ଉତ୍ତପ୍ତ…

ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ:…

ଭୁବନେଶ୍ବର: ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ୧୮ ଏବଂ ୧୯ ତାରିଖରେ ସିଭିୟର ହିଟଓ୍ବେଭ ପାଇଁ ସତର୍କତା ସୂଚନା ଜାରି କରିଛି ପାଣିପାଗ ବିଭାଗ । ଦୁଇ ଦିନ ପାଇଁ ମୟୂରଭଞ୍ଜ, ନୟାଗଡ଼, ଗଜପତି ଏବଂ ନୂଆପଡାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।  ସ୍ବାଭାବିକ ଠାରୁ ୫ ରୁ ୭ ଡିଗ୍ରୀ ଉପରେ ରହିବ…

ଆଜି ରାଜ୍ୟର ୪୦ ଡିଗ୍ରୀ ଉପରେ ୨୯ ସହରର…

ଭୁବନେଶ୍ବର: ରାଜ୍ୟରେ ତାତିର ତାଉ ଜାରି ରହିଛି। ଲଗାତାର ୨ ଦିନ ହେବ ରାଜ୍ୟର ଏକାଧିକ ସହରରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବା ସହ ଅନେକ ସହରରେ ତାପମାତ୍ରା ୪୧ ଡିଗ୍ରୀ ଅତିକ୍ରମ କରିଛି। ମଙ୍ଗଳବାର ରାଜ୍ୟର ୨୯ ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଥିବା ବେଳେ ୧୮ ସହରରେ ୪୧ ଡ଼ିଗ୍ରୀ…

ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ହିଟୱେଭ…

ଭୁବନେଶ୍ବର: ତାତି ଆଗାମୀ ୫ ଦିନ ପର୍ଯ୍ୟନ୍ତ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ୧୭ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ଆହୁରି ବଢିବ ତାପମାତ୍ରା। ୪୩ରୁ ୪୫ ଡିଗ୍ରୀ ପର୍ଯ୍ୟନ୍ତ  ତାତି ବଢ଼ିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।ବଲାଙ୍ଗୀର, ଟିଟଲାଗଡ଼, ବୌଦ୍ଧରେ ସବୁଠୁ ଅଧିକ…

ରାଜ୍ୟରେ ଅସହ୍ଯ ତାତି: ଦିନ ୧୧ଟା ୩୦…

ଭୁବନେଶ୍ବର: ରାଜ୍ୟକୁ ପୁଣି ଫେରିଛି ତାତି। ତତଲା ତାୱାରେ ଭାଜି ହେଉଛି ସାରା ରାଜ୍ୟ।  ଗତ କିଛି ଦିନର ବ୍ୟବଧାନ ପରେ ପୁଣି ତାପମାତ୍ରା ବୃଦ୍ଧି ପାଇଥିବା ବେଳେ ଆଜି ଦିନ ସାଢେ ୧୧ ସୁଦ୍ଧା ୨ ସହରର ତାପମାତ୍ରା ୩୯ ଡିଗ୍ରୀ ପାର କରିଛି। ୩୯.୬ ଡିଗ୍ରୀ ତାପମାତ୍ରା ସହ ବାଲେଶ୍ବର ଦିନ ୧୧ଟା ୩୦ ସୁଦ୍ଧା…

ରାଜ୍ୟରେ ୧୫ ଏପ୍ରିଲରୁ ଗ୍ରୀଷ୍ମ ଲହରୀ,…

ଭୁବନେଶ୍ୱର: ରାଜ୍ୟରେ ଦୃଷ୍ଟାନ୍ତମୂଳକ ଭାବେ ବଢ଼ିବ ତାପମାତ୍ରା। ପୁଣି ଥରେ ଟାଣ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଅସ୍ତବ୍ୟସ୍ତ କରିବ। ମୁଣ୍ଡ ଫଟା ଖରା ସାଙ୍ଗକୁ ବହିବ ଝାଞ୍ଜି ପବନ। ଫଳରେ ପୁଣି ଥରେ ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀ ପାର୍‌ କରିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। କେନ୍ଦ୍ର…

ରାଜ୍ୟରେ ପୁଣି ଫେରିବ ତାତି, ବଢ଼ିବ ୬ରୁ…

ଭୁବନେଶ୍ୱର: ରାଜ୍ୟରେ ପୁଣି ତାତି ବୃଦ୍ଧି ପାଇବ। କାଳବୈଶାଖୀର କ୍ରମାଗତ ପ୍ରଭାବ ହେତୁ ରାଜ୍ୟରେ ତାପମାତ୍ରାରେ ବର୍ତ୍ତମାନ ତଳକୁ ଖସିଛି। ରାଜ୍ୟରେ ତାପମାତ୍ରା ବର୍ତ୍ତମାନ ୪୦ ଡିଗ୍ରୀ ତଳେ ରହିଥିଲେ ମଧ୍ୟ ପାରଳାଖେମୁଣ୍ଡିରେ ତାତି ୩୯ ଡିଗ୍ରୀ ଛୁଇଁଛି। ତାପମାତ୍ରା କମିଛି। ଲୋକେ ତାତିରୁ ଆଶ୍ୱସ୍ତି…

୨୪ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ…

ଭୁବନେଶ୍ୱର: ରାଜ୍ୟରେ ବଦଳିଛି ପାଗର ମିଜାଜ। ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଗତକାଲି ରାଜ୍ୟର ଏକାଧିକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଯୋଗୁଁ ଗରମ ଗୁଳୁଗୁଳିରୁ ମୁକ୍ତି ମିଳିଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରାଜ୍ୟ ଉପରେ ବର୍ତ୍ତମାନ ଏକ ପଶ୍ଚିମା ଝଡ଼ ସକ୍ରିୟ ହୋଇଥିବା ବେଳେ…

କାଳବୈଶାଖୀ ବର୍ଷା ଆଣିବ ଆଶ୍ୱସ୍ତି, କମିବ…

ଭୁବନେଶ୍ବର: ତାତିରୁ ମିଳିବ ତ୍ରାହି। ଆସନ୍ତା ୨୪ ଘଣ୍ଟା ବଳବତ୍ତର ରହିବ ହିଟୱେଭ। ଏହାପରେ ରାଜ୍ୟବାସୀଙ୍କୁ ତାତିରୁ ନିସ୍ତାର ମିଳିବ। କାଳବୈଶାଖୀ ବର୍ଷା ଆଣିବ ଆଶ୍ୱସ୍ତି। ଫଳରେ ଦିନର ତାପମାତ୍ରା ୨ ରୁ ୪ ଡିଗ୍ରୀ ହ୍ରାସ ପାଇବ। ଏହି ସମୟରେ ବିଶେଷ ଗରମ ଅନୁଭୂତ ହେବ ନାହିଁ ବୋଲି ପାଣିପାଗ କେନ୍ଦ୍ର…

୨୪ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ…

ଭୁବନେଶ୍ୱର: ଆକାଶରୁ ବର୍ଷୁଛି ନିଆଁ, ଝାଞ୍ଜିରେ ଜଳି ଯାଉଛି ଦେହ । ବାହାରୁ ଘର ପର୍ଯ୍ୟନ୍ତ ସବୁଠୁ ପ୍ରଚଣ୍ଡ ତାତି।  ନିଆଁ ବର୍ଷା ଖରା ସାଙ୍ଗକୁ ପ୍ରଚଣ୍ଡ ତାତିରେ ରାଜ୍ୟବାସୀ ହନ୍ତସନ୍ତ ହେଉଛନ୍ତି। ଆଜି ମଧ୍ୟ ସାରା ରାଜ୍ୟରେ ଏଭଳି ଗରମ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ…