ରାଜ୍ଯରେ ଘନ କୁହୁଡ଼ି ପାଇଁ ୨୧ ତାରିଖ…
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ଆରମ୍ଭ ହୋଇଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଭାରତର ମଧ୍ୟ ଭାଗରେ ଥିବା ଗୁରୁଚାପ ବଳୟ ବର୍ତ୍ତମାନ ଉପକୂଳ ନିକଟବର୍ତ୍ତୀ ରହିଛି। ଏହା ପ୍ରଭାବରେ ରାଜ୍ୟକୁ ଯଥେଷ୍ଟ ପରିମାଣରେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଛି। ଯାହା ରାଜ୍ୟରେ…